ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍
Browsing Category

TOP STORIES

ପୋଲିସ ଏନକାଉଣ୍ଟର କୁଖ୍ୟାତ ବ୍ରାଉନସୁଗାର ମାଫିଆ ଶେଖ ଜାମସେଦ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି। ନିଶା ମାଫିଆକୁ ଏନକାଉଣ୍ଟର। ଡ୍ରଗସ କାରବାର ବେଳେ ପୋଲିସର ଧରପଗଡ। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ବ୍ରାଉନସୁଗାର ବ୍ୟବସାୟୀ ଶେଖ ଜାମସେଦ ଆହତ ହୋଇଛନ୍ତି। କମିଶନରେଟ ପୋଲିସର
Read More...

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ
Read More...

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ
Read More...

ରାଉରକେଲାରେ ଡବଲ୍ ମର୍ଡର

ରାଉରକେଲା: ରାଉରକେଲାରେ ଦୁର୍ବୃତ୍ତମାନେ ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ବ୍ରାହ୍ମଣୀ ତରଙ୍ଗ ପୋଲିସ ସୀମା ଅନ୍ତର୍ଗତ ଜିଆବାହଲ ଗ୍ରାମର ମୁକେଶ କର
Read More...

ଧଉଳି ହତ୍ୟାକାଣ୍ଡର ପର୍ଦ୍ଦାଫାସ ; ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ

ଭୁବନେଶ୍ବର: ପ୍ରେମର କରୁଣ ପରିଣତି । ପ୍ରେମିକ ସାଜିଲା ଖୁନି ଆସାମୀ। ଧଉଳି ଲିଙ୍ଗିପୁର ମେଳଣ ପଡିଆରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣାର ଗୁରୁବାର ପର୍ଦ୍ଦାଫାସ କରିଛି ପୁଲିସ। ପ୍ରେମ ଜନିତ ଘଟଣାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂ ସାମ୍ବାଦିକ ସମ୍ମିଳନୀ
Read More...

ଗିରଫ ହେଲା ତହୱୁର ରାଣା

ନୂଆଦିଲ୍ଲୀ: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଭାରତ ଅଣାଯାଇଛି। ୨୦୦୮ରୁ ୨୦୨୫; ସମସ୍ତ ଉପେକ୍ଷା, ଅପେକ୍ଷା ପରେ ଆଜି ଶେଷରେ ଭାରତ ହାତରେ ଲାଗିଛି ୨୬/୧୧ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ ତହବୁର ରାଣା। ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହବୁର
Read More...

୩ ବର୍ଷରେ ରାଜ୍ୟର ସମସ୍ତ ଅଙ୍ଗନବାଡି ହେବ ସକ୍ଷମ ଅଙ୍ଗନବାଡି:

ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମହିଳା ଓ ଶିଶୁ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଟେକ୍ ହୋମ୍ ରାସନ ଯୋଜନା ଅନ୍ତର୍ଗତ ଗତ ନଭେମ୍ବର ମାସରେ ଅନୁଷ୍ଠିତ ଟେକ ହୋମ୍ ରାସନ କନକ୍ଲେଭରେ ଉପସ୍ଥାପିତ ପରାମର୍ଶ ବିଷୟରେ ଏହି ବୈଠକରେ ବିଶଦ
Read More...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ନଡ୍ଡା

ଭୁବନେଶ୍ବର: ଭାରତ ସରକାରଙ୍କ ବହୁ ପ୍ରତିକ୍ଷୀତ ଏହି ଯୋଜନା ଓଡ଼ିଶାରେ ଲାଗୁ ହେବାକୁ ଯାଉଛି। କାଲିଠାରୁ ଅର୍ଥାତ ଏପ୍ରିଲ ୧୧ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଅପରାହ୍ନ
Read More...

ସମ୍ ନର୍ସିଂ କଲେଜ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର କମ୍ୟୁନିଟି ହେଲ୍‌ଥ ନର୍ସିଂ ବିଭାଗ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ୨୦୨୫ ପାଳିତ ହୋଇଯାଇଛି। ଚଳିତ ବର୍ଷର ପ୍ରସଙ୍ଗ ‘ସୁସ୍ଥ ପ୍ରାରମ୍ଭ, ଆଶାପୂର୍ଣ୍ଣ ଭବିଷ୍ୟତ’ କୁ ନେଇ ଏହି ଦିବସ ପାଳନ କରାଯାଇଛି।ଏହି ଅବସରରେ
Read More...

ଆସୁଛି ନୂଆ ଆଧାର ଆପ୍‌

ଭୁବନେଶ୍ବର: ଏବେ ସାଥୀରେ ଆଧାର କାର୍ଡ ନେବା ଆବଶ୍ୟକ ନାହିଁ। ନିଜର ବ୍ୟକ୍ତିଗତ ତଥ୍ୟ ଯାଞ୍ଚ ପାଇଁ ଆଉ ଦରକାର ହେବନି ଆଧାରକାର୍ଡ କି ତାର ଜେରକ୍ସ କପି। ନିଜର ପରିଚୟ ନିଶ୍ଚିତ କରିବା ଲାଗି ପ୍ରତିଥର ସାଥୀରେ ଆଧାର କାର୍ଡର ଫଟୋକପି ନେବା ଆବଶ୍ୟକ ନାହିଁ । ନୂଆ ଆଧାର ଆପ୍‌ ଆପଣଙ୍କ ପରିଚୟର
Read More...