Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍
Browsing Category
TOP STORIES
ମନୋଜ ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର
ଭୁବନେଶ୍ବର: ଆଇଏଏସ୍ ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର। ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ନିଯୁକ୍ତ କରିଛନ୍ତି।
ଆଇଏଏସ୍ ମନୋଜ କୁମାର , ଯିଏକି!-->!-->!-->…
Read More...
Read More...
ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆନ୍ଧ୍ରପ୍ରଦେଶ: ଦୁଇ ଭାଗ ହୋଇଗଲା ଫଲକନାମା ଏକ୍ସପ୍ରେସ୍। ଟ୍ରେନରୁ ଅଲଗା ହୋଇଗଲା ଦୁଇଟି ଏସି ବଗି। ମଙ୍ଗଳବାର ସକାଳେ ଆନ୍ଧ୍ରପ୍ରଦେଶ ପଲାସା ନିଟସ୍ଥ ଶ୍ରୀକାକୁଲାମ୍ ଜିଲ୍ଲାରେ ଫଲକନୁମା ଏକ୍ସପ୍ରେସରେ ଘଟିଛି ଏହି ଅଘଟଣ। ବହୁ ସମୟ ଧରି ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ!-->…
Read More...
Read More...
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ମାଲକାନଗିରି: ମାଓ ସଂଗଠନକୁ ଲାଗୁଛି ଶକ୍ତ ଝଟ୍କା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୋଲିସ ନିକଟରେ ପୁଣି ୩୧ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଦାନ୍ତେୱାଡା ଏସପିଙ୍କ ନିକଟରେ ୨୬ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି।
ସେହିପରି ନାରାୟଣପୁର ଜିଲ୍ଲା ଏସପିଙ୍କ!-->!-->!-->…
Read More...
Read More...
ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବାଲେଶ୍ୱର: ଜୀବନ ହାରିଲେ ମହିଳା କନଷ୍ଟେବଳ। ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର!-->…
Read More...
Read More...
କାର୍ରୁ ୧୩୦ କିଲୋ ଗଞ୍ଜେଇ ଜବତ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ଲୁହୂରବାଲି ଗାଁର ଉମେଶ ଚନ୍ଦ୍ର ଦିଗାଲ ଏବଂ!-->…
Read More...
Read More...
ଓଡ଼ିଶାରେ ୨୫ କମ୍ପାନୀ ନିବେଶ କରିବେ ୩୦,୦୦୦ କୋଟି
୧୧ କମ୍ପାନୀ ସହ ଚୁକ୍ତି ସ୍ଵାକ୍ଷରଭୁବନେଶ୍ବର: ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର କୋଟିର!-->…
Read More...
Read More...
ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ
ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି!-->…
Read More...
Read More...
ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ
ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ କାଲିଆ ଘଟଣା ସମୟରେ ନିଜ ଘର ଭିତରେ!-->…
Read More...
Read More...
ବଙ୍ଗୋପସାଗର ରେ ସକ୍ରିୟ ଲଘୁଚାପ କ୍ଷେତ୍ର
ଆସନ୍ତା ୫-୬ ଦିନ ଯାଏଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା!
ଭୁବନେଶ୍ବର: ଗତକାଲି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଥିବା ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ!-->!-->!-->…
Read More...
Read More...
୨ ଦିନ ପରେ ସରିବ ଖାତା ଦେଖା
କଟକ: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।
!-->!-->!-->…
Read More...
Read More...