Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
TOP STORIES
କୋଚି-ଦିଲ୍ଲୀ ଇଣ୍ଡିଗୋ ବିମାନକୁ ବୋମା ଧମକ
ନାଗପୁର: ମସ୍କାଟରୁ ମଙ୍ଗଳବାର ଦିନ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିବା ପରେ ନାଗପୁର ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି।
କୋଚିନ୍ ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟ ଲିମିଟେଡ୍ (ସି) ଏହି ସୂଚନା ଦେଇଛି। ସିଆଇଏଏଲ କହିଛି ଯେ ଇଣ୍ଡିଗୋ!-->!-->!-->…
Read More...
Read More...
ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍
ଭୁବନେଶ୍ବର: ଅନଲାଇନ୍ରେ ବୁକ କରି ହେବ ଆମ୍ବୁଲାନ୍ସ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ ନେଇ ଖୁବ୍ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ!-->…
Read More...
Read More...
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ପଶ୍ଚିମ ବାଂଲାଦେଶ ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଅଧିକ!-->…
Read More...
Read More...
ପୁଣି ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିବାରେ ଲାଗିଛି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ!-->…
Read More...
Read More...
୨୦୨୭ ମାର୍ଚ୍ଚ ୧ରୁ ଜନଗଣନା
ଭୁବନେଶ୍ଵର: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା। ଏନେଇ ଆଜି କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ଦୀର୍ଘ ସମୟ ଅପେକ୍ଷା ପରେ, ଦେଶରେ ଜନଗଣନା ଆରମ୍ଭ ହେବାକୁ ଯାଉଛି। ପ୍ରତି ଦଶ ବର୍ଷରେ ଥରେ ହେଉଥିବା ଜନଗଣନା ୨୦୨୧ରେ ହେବାର ଥିଲା କିନ୍ତୁ କୋଭିଡ୍ ମହାମାରୀ!-->…
Read More...
Read More...
ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍
ଭୁବନେଶ୍ଵର: ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।ସୂଚନାମୁତାବକ, ପରିବାର ଲୋକ ରଜ!-->…
Read More...
Read More...
ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେଲା ଫୁଲୁରୀ ତେଲ
ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଗୁପ୍ତ ଚିକିତ୍ସା ବା ଗୁପ୍ତ ସେବା ଜାରି ରଖିଛନ୍ତି। ଜ୍ୱରରେ!-->…
Read More...
Read More...
ଅଣ ସେବାୟତଙ୍କୁ ରଥ ଉପର ମନା
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ୍!-->…
Read More...
Read More...
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ଗୁଜରାଟ: ଚିହ୍ନଟ ହେଲା ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମୃତ ଶରୀର। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଯାଉଥିବା ୨୪୨ ଜଣ ଯାତ୍ରୀ ମଧ୍ୟରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରହିଥିଲେ। ବିମାନ ଦୁର୍ଘଟଣାରେ ମୃତ ଶରୀର ଗୁଡ଼ିକ!-->…
Read More...
Read More...
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ୫ ଦିନିଆ ବିଦେଶ ଗସ୍ତରେ ଯାଇଛନ୍ତି। ଭାରତ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ସକ୍ରିୟ ଆତଙ୍କବାଦୀ ଭିତ୍ତିଭୂମିକୁ ଟାର୍ଗେଟ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିବା ପରେ ଏହା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ଯେଉଁଥିରେ ସେ ଆସନ୍ତା!-->…
Read More...
Read More...