Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍
Browsing Category
TOP STORIES
ୱାକଫ ବିଲ୍କୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ; ୱାକ୍ଫ ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନ୍ରେ ପରିଣତ ହେଲା ୱକ୍ଫ ସଂଶୋଧିତ ବିଲ୍। ୱକ୍ଫ ସଂଶୋଧିତ ବିଲ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ। ସଂସଦର ଉଭୟ ଗୃହରେ ବିଲ୍ ପାସ୍ ପରେ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନରେ ପରିଣତ ହେଲା ୱାକଫ ବିଲ୍। ଆଇନରେ!-->…
Read More...
Read More...
ରାମନବମୀରେ ପମ୍ବନ ସେତୁ ଉଦ୍ଘାଟନ କରି ଦେଶବାସୀଙ୍କୁ ବଡ଼ ଭେଟି ଦେଲେ ପ୍ରଧାନମନ୍ତ୍ରୀ
ତାମିଲନାଡୁ: ଦକ୍ଷିଣ ଭାରତକୁ ବଡ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍ଘାଟନ କରିଛନ୍ତି। ଏହି ସେତୁ ହେଉଛି ଭାରତର ପ୍ରଥମ ଭୂଲମ୍ବ ଲିଫ୍ଟ!-->…
Read More...
Read More...
ଶ୍ରୀମନ୍ଦିରରେ ମହିଳା ସାମ୍ବାଦିକଙ୍କୁ ଆକ୍ରମଣ
ପୁରୀ: ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦାଦାଗିରି ଦେଖାଇଲେ ସେବାୟତ। କ୍ୟାମେରା ଓ ମୋବାଇଲ୍ ଫୋନ୍ ଛଡ଼େଇ ନେବା ସହ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ସେବାୟତ ଆକ୍ରମଣର ଶିକାର ହୋଇ ଜଣେ ମହିଳା ସାମ୍ବାଦିକା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।!-->…
Read More...
Read More...
ରାମ ନବମୀ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଜି ପବିତ୍ର ରାମ ନବମୀ। ଉତ୍ସବମୁଖର ରାମ ନଗରୀ ଅଯୋଧ୍ୟା। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି। ରାମ ନବମୀକୁ ନେଇ ସାରା ଦେଶ ଉତ୍ସବମୁଖର। ରାମ ନଗରୀ ଅଯୋଧ୍ୟା ଆଜି ପଡୁଛି ଉଠୁଛି। ଅଯୋଧ୍ୟା ରାମ ମନ୍ଦିରରେ ଧୁମଧାମରେ ପାଳନ ହେଉଛି ଅଦ୍ଭୁତ ଓ ଦିବ୍ୟ, ଭବ୍ୟ ଉତ୍ସବ।!-->…
Read More...
Read More...
ଅଯୋଧ୍ୟାରେ ରାମଲଲାଙ୍କର ହେଲା ସୂର୍ଯ୍ୟ ତିଲକ
ନୂଆଦିଲ୍ଲୀ: ଆଜି ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷତ୍ତୋମ ଶ୍ରୀରାମଙ୍କ ଜନ୍ମ ଦିବସ। ଏହି ଅବସରରେ ଅଯୋଧ୍ୟାରେ ଉତ୍ସବର ମାହୋଲା ଲାଗିରହିଛି। ପ୍ରଭୁ ଶ୍ରୀରାମଙ୍କ ଜନ୍ମୋତ୍ସବ ପାଇଁ ରାମନଗରୀ ଚଳଚଞ୍ଚଳ ହୋଇଉଠିଛି। ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି!-->…
Read More...
Read More...
ସୋଆରେ ଏଲିସିୟମ୍-୨୦୨୫ ଉଦ୍ଯାପିତ
ଭୁବନେଶ୍ୱର, ମାର୍ଚ୍ଚ ୫: ଛାତ୍ରଛାତ୍ରୀମାନଙ୍କର ଉଚ୍ଚକୋଟୀର ଦକ୍ଷତା ପ୍ରଦର୍ଶନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ପକ୍ଷରୁ ଆୟୋଜିତ ଏକ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ ‘ଏଲିସିୟମ - ୨୦୨୫’ ଗତ ବୁଧବାର!-->…
Read More...
Read More...
ସ୍ତ୍ରୀ ନିର୍ଯାତନା ସହି ନ ପାରି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସ୍ୱାମୀ
ଖୋର୍ଦ୍ଧା: ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀ ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି।ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ!-->…
Read More...
Read More...
ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ
ଭୁବନେଶ୍ବର: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଏଥିରେ!-->…
Read More...
Read More...
ଲୁଟେରାଙ୍କ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ
ଯାଜପୁର: ଯାଜପୁର ଜିଲ୍ଲାରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ଲୁଟ୍ କରିବାକୁ ଆସିଥିବା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୌଶଲ୍ୟା ପତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଟିଗିରିଆ ଗାଁରେ।ସୂଚନା ଅନୁସାରେ!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲେ ମନୋଜ କୁମାର
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ
ମୁମ୍ବାଇ: ପଞ୍ଚଭୂତରେ ଲୀନ ହେଲେ ଭାରତୀୟ ସିନେମାର ବର୍ଷିୟାନ୍ ଅଭିନେତା ମନୋଜ କୁମାର। ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାରଙ୍କ ଶୁକ୍ରବାର, ୪ ଏପ୍ରିଲରେ ଦେହାନ୍ତ ହୋଇଥିଲା। ଶନିବାର ମୁମ୍ବାଇର ଜୁହୁସ୍ଥିତ ପବନହଂସ ଶ୍ମଶାନ!-->!-->!-->…
Read More...
Read More...