ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category

TOP STORIES

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ…
Read More...

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା

କଟକ: ଆଜି ଯୁକ୍ତ-୨ ଇ-ପ୍ରବେଶ ପାଇଁ ପ୍ରଥମ ଚୟନ ଯୋଗ୍ୟ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ମୋଟ ୪,୪୬,୨୦୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪,୧୩,୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି। ପ୍ରଥମ ସିଲେକ୍ସନରେ ପ୍ରାୟ ୯୨.୭୫% ପିଲା ଚୟନ ହୋଇଛନ୍ତି। ସମସ୍ତ…
Read More...

ବିଜେପି ରାଜ୍ୟ ସଭାପତି ହେବେ ମନମୋହନ

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି। ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି…
Read More...

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଛତିଶଗଡ଼: ଛତିଶଗଡ଼ର ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ନିହତ ସୋଢି କନ୍ନା…
Read More...

ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍‌ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ…
Read More...

ସ୍କୁଟିକୁ ପଛରୁ ପିଟିଲା ଟ୍ରେଲର, ୨ ମହିଳା କନଷ୍ଟେବଳ ମୃତ

ରାୟଗଡ଼ା: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କାର୍ଯ୍ୟରତ ପୋଲିସ କନଷ୍ଟେବଳ…
Read More...

ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

ପାଟନା: ବିହାର ପାଟନାର ଗାନ୍ଧୀ ମୈଦାନ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବ୍ୟବସାୟୀ ତଥା ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ ହୋଇଛି। ମୃତ ଗୋପାଳ ଥିଲେ ମଗଧ ଘରୋଇ ହସ୍ପିଟାଲର ମାଲିକ। ସେ ତାଙ୍କ ଘର ଠାରୁ ଅଳ୍ପଦୂରରେ କାରରୁ ଓହ୍ଲାଇ ଏକ ଆପାର୍ଟମେଣ୍ଟକୁ ଯାଉଥିଲେ । ଏହି…
Read More...

ଆରମ୍ଭ ହେଲା ରଥଟଣା

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ଚତୁର୍ଦ୍ଧାମୂର୍ତ୍ତି । ଜନ୍ମବେଦୀରେ ଲୀଳାଖେଳା ସାରି ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଆସୁଛନ୍ତି । ଧାର୍ଯ୍ୟ ସମୟର ଏକ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା । ଗଡିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ।…
Read More...

ମିଳିତ ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ସୋଆ ଏବଂ ଇଗ୍‌ନୁ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: କୃଷି ବିଜ୍ଞାନ କ୍ଷେତ୍ରରେ ମିଳିତ ଭାବରେ ଦୂରଶିକ୍ଷା ବ୍ୟବସ୍ଥା ମାଧ୍ୟମରେ ୭ଟି ଶିକ୍ଷା କାର୍ଯ୍ୟକ୍ରମ ପ୍ରବର୍ତନ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଇନ୍ଦିରା ଗାନ୍ଧି ନ୍ୟାସ୍‌ନାଲ୍ ଓପନ୍ ୟୁନିଭର୍ସିଟି (ଇଗ୍‌ନୁ) ମଧ୍ୟରେ ଏକ ବୁଝମଣା ସ୍ୱାକ୍ଷରିତ ହୋଇଯାଇଛି।…
Read More...

ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ପୁଣି ଜାମିନ୍ ଆବେଦନ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ କୋର୍ଟରେ ଜାମିନ୍ ଆବେଦନ କଲେ। ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା। ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ…
Read More...