Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍
Browsing Category
TOP STORIES
ଶ୍ରୀଲଙ୍କାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ଶନିବାର ତାଙ୍କୁ ଶ୍ରୀଲଙ୍କା ପକ୍ଷରୁ ‘ମିତ୍ର ବିଭୂଷଣ’ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି।
!-->!-->…
Read More...
Read More...
ଖୁବ ଶୀଘ୍ର ୧୦ ଓ ୫୦୦ ଟଙ୍କା ନୂଆ ନୋଟ୍ ଆଣିବ ଆରବିଆଇ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଆରବିଆଇ ଖୁବ ଶୀଘ୍ର ୧୦ ଟଙ୍କା ଏବଂ ୫୦୦ ଟଙ୍କା ନୋଟ ଜାରି କରିବ। ଏହି ନୋଟ୍ ଗୁଡ଼ିକରେ ନୂଆ ଗଭର୍ନର ସଞ୍ଜୟ ମାଲହୋତ୍ରାଙ୍କ ଦସ୍ତଖତ ରହିବ। ଏହି ନୋଟଗୁଡ଼ିକର ଡିଜାଇନ ପୂର୍ବରୁ ଥିବା!-->…
Read More...
Read More...
ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି
ଭୁବନେଶ୍ବର: ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି। ଏହି ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର। ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଯାଇଛି। ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ!-->…
Read More...
Read More...
ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ
ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ ହେବାକୁ ଯାଉଛି। ଏଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ୧୦ ତାରିଖ ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ନଡ୍ଡା। ଏହାପରେ ଗତ ୧୧ ତାରିଖ ଦିନ ଆୟୁଷ୍ମାନ ଭାରତ ଯୋଜନାର!-->…
Read More...
Read More...
ଓଡିଶାର ୨ଟି ରେଳ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ବର: ଓଡ଼ିଶାରେ ଦୁଇଟି ପ୍ରକଳ୍ପ ସହ ଭାରତୀୟ ରେଳବାଇରେ ଚାରୋଟି ମଲ୍ଟିଟ୍ରାକିଙ୍ଗ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି। କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା!-->…
Read More...
Read More...
ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ: ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍ଆଇ ପକ୍ଷରୁ ମଧ୍ୟ କ୍ଷୋଭ ପ୍ରକାଶ କରାଯାଇଛି। ଏଏସ୍ଆଇର ବିନା ଅନୁମତିରେ ଐତିହ୍ୟ କୀର୍ତ୍ତିରାଜି ଭାଙ୍ଗିବା ଘଟଣାକୁ ସହଜରେ କେହି ଗ୍ରହଣ!-->…
Read More...
Read More...
ଭୁବନେଶ୍ୱରରେ ଦୁଇ ଲୁଟେରାଙ୍କୁ ଏନ୍କାଉଣ୍ଟର
ଭୁବନେଶ୍ବର: ରାଜଧାନୀରେ ଡବଲ୍ ଏନକାଉଣ୍ଟର। ଦୁଇ କୁଖ୍ୟାତ ଲୁଟେରାଙ୍କୁ ଏନକାଉଣ୍ଟର କରିଛି କମିଶନରେଟ୍ ପୋଲିସ। ପୋଲିସର ଏନକାଉଣ୍ଟରରେ ଦୁଇ ବିହାରୀ ଲୁଟେରା ଆହତ। ଉଭୟଙ୍କୁ କ୍ୟାପିଟାଲ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି। ଗୁରୁବାର ରାତିରେ!-->…
Read More...
Read More...
ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ
ମୁମ୍ବାଇ: ପ୍ରସିଦ୍ଧ ଭେଟେରାନ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ ହୋଇଛି। ୮୭ ବର୍ଷ ବୟସରେ ମୁମ୍ବାଇସ୍ଥିତ କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନୋଜ କୁମାରଙ୍କ ଶେଷକୃତ୍ୟ ଆସନ୍ତାକାଲି!-->…
Read More...
Read More...
କାରାଗାରରେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଦେଲେ ୨୨ ନକ୍ସଲ
ଛତିଶଗଡ଼: ଛତିଶଗଡ଼ ଅନ୍ତର୍ଗତ କାଙ୍କେର ଜିଲ୍ଲା କାରାଗାରରେ ବନ୍ଦୀ ଥିବା ୨୨ ଜଣ ନକ୍ସଲ କଏଦୀ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ନେଇ କଏଦୀମାନଙ୍କ ଉଦ୍ୟମ। ଗତ ତିନି ବର୍ଷ ଧରି ଛତିଶଗଡ଼ ଷ୍ଟେଟ୍ ଓପନ୍ ସ୍କୁଲ ପକ୍ଷରୁ କଏଦୀମାନଙ୍କୁ ଶିକ୍ଷାର!-->…
Read More...
Read More...
ନାସା ଅଭିଯାନରେ ମହାକାଶକୁ ଯାଇ ଇତିହାସ ରଚିବେ ଶୁଭାଂଶୁ ଶୁକ୍ଳା
ଆମେରିକା: ଭାରତ ମହାକାଶ କ୍ଷେତ୍ରରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛି। ୱିଙ୍ଗ କମାଣ୍ଡର ରାକେଶ ଶର୍ମାଙ୍କ ପରେ ମହାକାଶ ଯିବାପାଇଁ ଦ୍ଵିତୀୟ ସୁଯୋଗ ପାଇଛନ୍ତି ଭାରତର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା Axiom Mission 4 (Ax-4) ଅନ୍ତର୍ଗତ!-->…
Read More...
Read More...