ପ୍ରମୁଖ ଖବର

ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍‌ ସିଟି ଓ ମୋଟୋରସ୍ପୋର୍ଟସ୍‌ ସିଟି, ଆସିବ ଫର୍ମୁଲା-୧ ରେସ୍‌
ସତ୍ୟେନ୍ଦ୍ର ଜୈନ୍‌ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category

TOP STORIES

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୧୦ ଗିରଫ

ଗଜପତି: ଅନ୍ଧବିଶ୍ୱାସର କୁପରିଣତି। ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ
Read More...

ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ସପ୍ଲାୟର ଗିରଫ

ଛତିଶଗଡ: ଛତିଶଗଡ ନାରାୟଣପୁର ପୋଲିସ ମିଳିଛି ବଡ ସଫଳତା। ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ମାଓ ସପ୍ଲାୟରକୁ ଯବାନ ଓ ପୋଲିସର ମିଳିତ ଟିମ୍ ଗିରଫ କରିଛି। ଛତିଶଗଡ ନାରାୟଣପୁର ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପ ରୋକିବା ପାଇଁ ଖୋଳତାଳ ଜାରି ରହିଥିବା ବେଳେ ଏହି ସଫଳତା ମିଳିଛି।
Read More...

ଆସାମରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ, ୪ ଗିରଫ

ଆସାମ: ଆସାମରେ ବଡ଼ ଧରଣର ଅପରେସନ୍‌ରେ ପୋଲିସକୁ ସଫଳତା ମିଳିଛି। ଆସାମର କଚାର ଜିଲ୍ଲାରେ ବଡ଼ ଡ୍ରଗ୍ସ ନେକ୍‌ୱାର୍କର ପର୍ଦ୍ଦାଫାସ କରିଛି ପୋଲିସ। ଏଠାରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ କରାଯାଇଛି। ଏହାସହ ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ଆସାମ ପୋଲିସ। ଆସାମ
Read More...

ଦିଲ୍ଲୀରେ ଭୟଙ୍କର ଅଗ୍ନୀକାଣ୍ଡ, ୩ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ କୋଠାରୁ ତଳକୁ ଡେଇଁ ପଡ଼ିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ
Read More...

ଗଛରେ ପିଟି ହେଲା କାର୍‌, ଦୁଇ ମୃତ

ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ
Read More...

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।
Read More...

ଜେଲ ଗଲେ ଉପଜିଲ୍ଲାପାଳ

ଧର୍ମଗଡ଼: ବନ୍ଧା ହେଲେ ଲାଞ୍ଚୁଆ ଆଇଏଏସ ଅଫିସର ବାବୁ। କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମାନ୍ ଚକମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଥିଲେ । ଆଜି ତାଙ୍କୁ ଗିରଫ
Read More...

ଭାରତ ପାଇଁ ସ୍ୱର୍ଣ୍ଣ ଆଣିଲେ ଜିନ୍ଦଲ ସ୍ପୋର୍ଟ ହଷ୍ଟେଲ କ୍ରୀଡ଼ାବିତ

ଭୁବନେଶ୍ବର: ମସ୍କୋ ଉସୁ ଷ୍ଟାର ଅନ୍ତର୍ଜାତୀୟ ଚାମ୍ପିଅନସିପରେ ଦେଶ ପାଇଁ ଗୌରବ ଆଣିଛନ୍ତି ବଡବିଲସ୍ଥିତ ଜିନ୍ଦଲ ସ୍ପୋର୍ଟ୍ସ ହଷ୍ଟେଲର ଦୁଇ କ୍ରୀଡ଼ାବିତ ପ୍ରେମ ମୁଣ୍ଡା ଓ ରାଜକୁମାର ମୁଣ୍ଡା। ସିନିଅର ପୁରୁଷ ୪୮ କେଜି ଓ ୫୨ କେଜି ବର୍ଗରେ ପ୍ରେମ ଓ ରାଜକୁମାର ଅତି ଚମତ୍କାର କୌଶଳ ପ୍ରଦର୍ଶନ
Read More...

୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଉପ-ଜିଲାପାଳ

କଳାହାଣ୍ଡି: ୧୦ ଲକ୍ଷ ଟଙ୍କା ଲାଂଚ ନେଇ ଧରାପଡିଛନ୍ତି କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧିମନ ଚକମା। ଲାଂଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଧିମନଙ୍କ ବାସଭବନରୁ ପୁଳାପୁଳା ଟଙ୍କା ଜବତ ହୋଇଛି। କଳାହାଣ୍ଡି ଜି୍‌ଲଲା ଧର୍ମଗଡରେ ଉପଜିଲ୍ଲାପାଳ ଭାବେ ସେ କାର୍ଯ୍ୟ
Read More...

ସୁକମାରେ ଆଇଇଡି ବିସ୍ଫୋରଣ: ଏଏସପି ଶହୀଦ

ଛତିଶଗଡ଼: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ଏଏସପି ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ
Read More...