Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category
TOP STORIES
ଶେଖ୍ ହସିନାଙ୍କୁ ୬ ମାସ ଜେଲ୍ଦଣ୍ଡ
ବାଂଲାଦେଶ: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା ବଢିଯାଇଛି। ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ କରାଯାଇଛି। ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ହସିନାଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି।!-->…
Read More...
Read More...
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର। ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ। କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର!-->…
Read More...
Read More...
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ନୂଆଦିଲ୍ଲୀ: ମାସ ଆରମ୍ଭରୁ ଶସ୍ତା ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର। କେନ୍ଦ୍ର ସରକାର କମର୍ସିଆଲ ସିଲିଣ୍ଡର ମୂଲ୍ୟରେ ବଡ ଆଶ୍ଵସ୍ତି ଦେଇଛନ୍ତି। ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୮.୫୦ ଟଙ୍କା ହ୍ରାସ ହୋଇଛି। ଯାହା ଆଜିଠାରୁ ଲାଗୁ ହୋଇଛି। ତେବେ ୧୪.୨!-->…
Read More...
Read More...
ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ:୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ସୋମବାର ଅଭିଯୋଗ ଶୁଣାଣି ଚାଲିଥିବାବେଳେ ୫ ଜଣ ଦୁର୍ବୃତ୍ତ ଜୋର ଜବରଦସ୍ତ ଧଶେଇ ପଶି ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି । ଯାହାକୁ ନେଇ ସାରା ରାଜ୍ୟର ଚର୍ଚ୍ଚା । ଏହି ଆକ୍ରମଣ ଘଟଣାରେ ୩!-->…
Read More...
Read More...
ଇ-କେୱାଇସି ନ କଲେ ୩ ମାସ ପରେ କଟିଯିବ ରାଶନ କାର୍ଡ : ଯୋଗାଣ ମନ୍ତ୍ରୀ
ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୋମବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ଆଜି ରାଶନ କାର୍ଡ ଇ-କେୱାଇସି ଯାଞ୍ଚ କରିବାର ଶେଷ ତାରିଖ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଯେଉଁମାନେ ସୋମବାର ସୁଦ୍ଧାଇ-କେୱାଇସି ନ କରିବେ ୩ ମାସ ପାଇଁ କାର୍ଡ ସସ୍ପେଣ୍ଡ!-->…
Read More...
Read More...
ଜୈବିକ ଚାଉଳରେ ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହେଲା କୋଠ ଭୋଗ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଆଜି ଚତୁର୍ଥ ଦିବସ । ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ଦର୍ଶନ । ଆଜି ପ୍ରଥମ ଦିନ ହୋଇଥିବାରୁ ଭକ୍ତଙ୍କ ଅସମ୍ଭବ ଭିଡ ପରିଲିକ୍ଷିତ ହୋଇଛି । ଲମ୍ବା ବ୍ୟାରିକେଡ଼ରେ ଭକ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ!-->…
Read More...
Read More...
ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କାଲି ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଆଜି ରଥ ଉପରେ ନୀତିକାନ୍ତି ଶେଷ ହେବାପରେ ଚାରମାଳ ବନ୍ଧା ହୋଇଥିଲା, ଏହାପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।
!-->!-->!-->…
Read More...
Read More...
ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା
ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି!-->…
Read More...
Read More...
ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ!-->…
Read More...
Read More...
ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି
ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍ପି!-->…
Read More...
Read More...