ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍
Browsing Category

TOP STORIES

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ସୋସିଆଲ ମିଡିଆ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି,"ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ
Read More...

ରାଜ୍ୟରେ ପାଳନ ହେଲା ଉତ୍କଳ ଦିବସ

ଭୁବନେଶ୍ବର: ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ ଭାଷାଭିତ୍ତିକ ରାଜ୍ୟ ଗଠନର ପ୍ରଥମ ଉଦାହରଣ। ଏହି ଐତିହାସିକ ଦିନ ଓଡ଼ିଆ ଜାତିର
Read More...

ସେମିଳିଗୁଡ଼ାରୁ ରାଜା ଚକ୍ରଙ୍କ ଜବତ ହେଲା ୧୪ ଗାଡି

ସେମିଳିଗୁଡ଼ା: ଗନ୍ଧମାର୍ଦ୍ଦନ ଖଣି ଲୋଡ଼ିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ୟବସାୟୀ ସୌମ୍ୟରଞ୍ଜନ ଓରଫ ରାଜା ଚକ୍ରଙ୍କ ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟ ଜିଲ୍ଲା ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ସେମିଳିଗୁଡ଼ା ବ୍ଲକ ଅନ୍ତର୍ଗତ ଝାଳିଆଗୁଡା ନିକଟ କାଜୁ ବାଡ଼ରୁ ୧୩ଟି
Read More...

୩ ମାସରେ ଟ୍ରାଫିକ୍ ଜରିମାନା ପୈଠ ନକଲେ କଟିବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ବର: ତିନି ମାସରେ ଟ୍ରାଫିକ୍ ଇ-ଚାଲାଣ ପୈଠ କରିବାକୁ ପଡିବ। ଚାଲାଣ ନଦେଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ ପାଇଁ ତିନି ଥରରୁ ଅଧିକ
Read More...

କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସିଭି ରମଣ ଗ୍ଲୋବାଲ ୟୁନିଭର୍ସିଟି ସହ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରର…

ଭୁବନେଶ୍ଵର: ସ୍କିଲ୍ ଇଣ୍ଡିଆ ମିଶନକୁ ସମଗ୍ର ଦେଶରେ କାର୍ଯ୍ୟକାରୀ କରିବା ପାଇଁ ଶ୍ରୀ ନବୀନ ଜିନ୍ଦଲଙ୍କ ପରିକଳ୍ପନାକୁ ଆଉ ଏକ ପାଦ ଆଗକୁ ନେଇ, "ଦକ୍ଷତା" କାର୍ଯ୍ୟକ୍ରମ ଅଧୀନରେ କର୍ମଚାରୀ ମାନଙ୍କ କୌଶଳ ବୃଦ୍ଧି ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ଓଡ଼ିଶାର ସିଭି ରମଣ ଗ୍ଲୋବାଲ
Read More...

ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକଙ୍କୁ ଦିଆଯିବ ପ୍ରଶିକ୍ଷଣ

ପୁରୀ: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏନେଇ
Read More...

ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ସନୋଜ ମିଶ୍ରା ଗିରଫ

ନୂଆଦିଲ୍ଲୀ: ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ
Read More...

ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ

ଭୁବନେଶ୍ବର: ସୁଭଦ୍ରା ଯୋଜନା ପାଇଁ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ ୩ ଟି କିସ୍ତିର ଟଙ୍କା ଆପଣ ପାଇପାରିବେ। ଅର୍ଥାତ ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଭାବେ ୧୫ ହଜାର ଟଙ୍କା ଆସିବ। ସୁଭଦ୍ରା
Read More...

କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣା, ସ୍ବାଭାବିକ ହେଲା ରେଳ ଚଳାଚଳ

ନ୍ୟୁଜ୍ ବ୍ୟୁରୋ: କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି କାର୍ଯ୍ୟ ଶେଷ ହୋଇଛି। ଖୁବ୍‌ଶୀଘ୍ର ଟ୍ରେନ୍‌ ଚଳାଚଳ ହେବାନେଇ ରେଳ ବିଭାଗ ପକ୍ଷରୁ ସୂଚନା
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।ଉତ୍କଳ ବିଶ୍ୱବିଦ୍ୟାଳୟ
Read More...