Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶିଳ୍ପ ନିବେଶକୁ ବଡ଼ ପ୍ରୋତ୍ସାହନ, ୩୭ ପ୍ରକଳ୍ପ ପାଇଁ ଜମି ଆବଣ୍ଟନକୁ ମଞ୍ଜୁରି
ଓଡ଼ିଶାର ୧୪ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପଦୋନ୍ନତି
ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ
ଚେନ୍ନାଇରେ ହେବ ଅଲିମ୍ପିକ୍ ସିଟି ଓ ମୋଟୋରସ୍ପୋର୍ଟସ୍ ସିଟି, ଆସିବ ଫର୍ମୁଲା-୧ ରେସ୍
ସତ୍ୟେନ୍ଦ୍ର ଜୈନ୍ଙ୍କୁ STP ଘୋଟାଲା ମାମଲାରେ ଜାମିନ୍
ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ
Browsing Category
TOP STORIES
ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା କଲା ଆରସିବି
ବେଙ୍ଗାଲୁରୁ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ବେଙ୍ଗାଲୁରୁରେ ହୋଇଥିବା ଭିଡ଼ ଦୁର୍ଘଟଣାରେ ମୃତ ୧୧ ଜଣଙ୍କ ପରିବାର ପାଇଁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏହା ସହିତ, ଆରସିବି ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ!-->…
Read More...
Read More...
ଗ୍ରୀଷ୍ମ ଛୁଟି ପରେ ସ୍କୁଲରେ ଲାଗୁ ହେବ କୋଭିଡ୍ ପ୍ରୋଟୋକଲ୍
ଭୁବନେଶ୍ବର: ଧୀରେ ଧୀରେ କୋଭିଡ୍ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନଜରରେ ରଖି ଛାତ୍ର ଏବଂ କର୍ମଚାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଗ୍ରୀଷ୍ମ ଛୁଟି ପରେ ସ୍କୁଲଗୁଡ଼ିକରେ ଓଡ଼ିଶା ସରକାର ସୁରକ୍ଷା ପ୍ରୋଟୋକଲ୍ ଲାଗୁ କରିବେ।
ସ୍କୁଲଗୁଡ଼ିକ ପୁଣି ଆରମ୍ଭ ହେବା ପରେ ସମସ୍ତ!-->!-->!-->…
Read More...
Read More...
ଚଳିତ ଜୁନ୍ରେ ସରିବ ରାସନ୍ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ
ଭୁବନେଶ୍ବର: ଚଳିତ ଜୁନ୍ରେ ସରିବ ରାସନ୍ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ। ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ ସୁଦ୍ଧା ୨୦ ଲକ୍ଷ ଇ-କେୱାଇସି କରିନାହାଁନ୍ତି। ପ୍ରାୟ ୯୫ ପ୍ରତିଶତ ଲୋକ ଇ-କେୱାଇସି କରି ସାରିଛନ୍ତି।!-->…
Read More...
Read More...
ପରିବେଶବିତ୍ ମେଧା ପାଟେକରଙ୍କୁ ରେଳ ଷ୍ଟେସନରୁ ଉଠାଇ ନେଲା ପୋଲିସ
ରାୟଗଡା:ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ଅଟକ ରଖିଛି ରାୟଗଡା ପୋଲିସ। ରାୟଗଡା ରେଳ ଷ୍ଟେସନରୁ ପୋଲିସ ତାଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି। ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ!-->…
Read More...
Read More...
ମୃତ୍ୟୁ ପରେ ଚକ୍ଷୁଦାନ କଲେ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ସ୍ତ୍ରୀ ଚାରୁଶୀଳା
ବରଗଡ଼: ବରଗଡ଼ର ଜଣାଶୁଣା ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟ(୬୮)ଙ୍କ ଗୁରୁବାର ଭୋର୍ରେ ତାଙ୍କ ବରଗଡ଼ସ୍ଥିତ ବାସଭବନରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇ ଆତ୍ମୀୟ ସ୍ବଜନଙ୍କ!-->…
Read More...
Read More...
ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ
ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ!-->…
Read More...
Read More...
ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର
ନ୍ୟୁଜ୍ ବ୍ୟୁରୋ: ଟିଏମସିର ଟାଣୁଆ ନେତ୍ରୀ ମହୁଆ ମୋଇତ୍ରାଙ୍କୁ ଲୁଚିଲୁଚି ବିବାହ କରିଛନ୍ତି ବିଜେଡି ନେତା ପିନାକୀ ମିଶ୍ର। ୬୫ବର୍ଷ ବୟସରେ ପିନାକୀ, ୫୦ବର୍ଷିୟ ମହୁଆଙ୍କ ହାତ ଧରିଛନ୍ତି। ଉଭୟଙ୍କ ବିବାହ ଜର୍ମାନୀରେ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି।ଟିଏମସି ସାଂସଦ ମହୁଆ!-->…
Read More...
Read More...
୬୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ୬ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସେକ୍ସନ ଅଫିସର୍ ମନୋଜ ମହାନ୍ତି। ବିଦ୍ୟୁତ ଚାଳିତ ଗାଡିର ସୁବିଧା କରାଇବା ନାଁରେ ଲାଞ୍ଚ ନେଉଥିଲେ ପୁରୀର ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର କାର୍ଯ୍ୟରତ ସେକ୍ସନ ଅଫିସର!-->…
Read More...
Read More...
୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା
ଭୁବନେଶ୍ବର: ଭାରତରେ ଜାତିଗତ ଜନଗଣନା ୧ ମାର୍ଚ୍ଚ ୨୦୨୭ ରୁ ଆରମ୍ଭ ହେବ। ଏହି ଜନଗଣନା ସାରା ଦେଶରେ ଦୁଇଟି ପର୍ଯ୍ୟାୟରେ କରାଯିବ ବୋଲି ଜଣାପଡିଛି। ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ!-->…
Read More...
Read More...
ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର
ଭୁବନେଶ୍ବର: ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା!-->…
Read More...
Read More...