Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ
Browsing Category
TOP STORIES
ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୁଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ!-->…
Read More...
Read More...
ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା; ମେ ୧୫ ସୁଦ୍ଧା ରେଜଲ୍ଟ
ଭୁବନେଶ୍ବର: ଆସନ୍ତା ଏପ୍ରିଲ ୨ତାରିଖରୁ ଆରମ୍ଭ ହେବ ଖାତା ଦେଖା। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସେହିପରି ଭାବରେ ଏପ୍ରିଲ ୧୬ ତାରିଖରୁ ୨୮ ତାରିଖ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟ!-->…
Read More...
Read More...
ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର
ଛତିଶଗଡ଼: ଛତିଶଗଡ଼ରେ ନକ୍ସଲଙ୍କର ଏକ ବଡ଼ ଯୋଜନାକୁ ପଣ୍ଡ କଲେ ଯବାନ। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ। ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ଚେରପାଲ ଏବଂ ପାଲନାର ରାସ୍ତାରେ ନକ୍ସଲ ୪୫ କିଲୋ ଓଜନର ଏକ ଲ୍ୟାଣ୍ଡମାଇନ!-->…
Read More...
Read More...
ରାଜ୍ୟରେ ହିଟ୍ୱେଭ ଜାରି: ୪୨ ଟପିଲା ଝାରସୁଗୁଡ଼ା
ଭୁବନେଶ୍ବର: ରାଜ୍ୟର କ୍ରମାଗତ ଭାବେ ବିଭିନ୍ନ ସ୍ଥାନର ତାପମାତ୍ରା ବଢୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କରିଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡା ୪୨.୨ ଡ଼ିଗ୍ରୀ, ସମ୍ବଲପୁର ୪୧.୬, ରାଉରକେଲା ୪୦.୨ ଡ଼ିଗ୍ରୀ, ହୀରାକୁଦ ୪୦!-->…
Read More...
Read More...
ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ
ଭୁବନେଶ୍ବର: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ!-->…
Read More...
Read More...
ସାଂସଦଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି
ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି। ଏପରିକି ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ ଦାବି କରାଯାଇଛି।ସରକାରୀ!-->…
Read More...
Read More...
ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍। ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ!-->…
Read More...
Read More...
୧.୬୫ ଲକ୍ଷ କୋଟିର ୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ
ଭୁବନେଶ୍ବର: ଶିଳ୍ପ ହବ ହେବାକୁ ଯାଉଛି ଓଡ଼ିଶା। ଏହି ପ୍ରକ୍ରିୟାରେ ଆଉ ପାଦେ ଆଗେଇଛି ରାଜ୍ୟ। ୪୦ ତମ ହାଇଲେଭଲ କ୍ଲିଏରାନ୍ସ ଅଥରିଟି ମିଟିଂ ବା ଏଚଏଲସିଏରେ ୧୦ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ ଜିଲ୍ଲାରେ ୧୦ଟି ବଡ଼!-->…
Read More...
Read More...
ଆତଙ୍କବାଦୀ ସୁରକ୍ଷାକର୍ମୀ ମୁହାଁମୁହିଁ
ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ଏଥିସହ ୫ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଠୁଆ ଜିଲ୍ଲାରେ ଗତ!-->…
Read More...
Read More...
କମ୍ ରୋଜଗାର ଥିଲେ କଟିବନି ରାସନକାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରୋଜଗାର କମ ଥିବା ଲୋକଙ୍କ ରାସନ୍ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଖାଦ୍ୟ!-->…
Read More...
Read More...