ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

TOP STORIES

ସୋଆ ଜାଗୋ କ୍ଳବ୍ ପକ୍ଷରୁ ଶିଶୁଦିବସ ପାଳନ

ଭୁବନେଶ୍ୱର: ଶିଶୁମାନେ ହେଉଛନ୍ତି ରାଷ୍ଟ୍ରର ଭବିଷ୍ୟତ ନାଗରିକ। ତେଣୁ ପ୍ରତ୍ୟେକ ଶିଶୁକୁ ସ୍ନେହ ପ୍ରଦାନ କରିବା ସହ ଏକ ସୁରକ୍ଷିତ ପରିବେଶ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ନିମନ୍ତେ ସମସ୍ତ ସୁଯୋଗ ଦେବା ଆମ ସମସ୍ତଙ୍କର କର୍ତବ୍ୟ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଉପସଭାପତି
Read More...

ସାରା ଦେଶରେ ପ୍ରତିଷ୍ଠା ହେବ ଆଉ ୧୦୦ଟି ସୈନିକ ସ୍କୁଲ୍ : ଅମିତ ଶାହ

ନୂଆଦିଲ୍ଲୀ: ସାରା ଦେଶରେ ପ୍ରତିଷ୍ଠା ହେବ ୧୦୦ଟି ସୈନିକ ସ୍କୁଲ୍। ଏନେଇ ଘୋଷଣା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ଆଜିର ପିଲା କାଲିର ଭବିଷ୍ୟତ। ଆଉ ପିଲାଙ୍କ ଭବିଷ୍ୟତକୁ ଭଲ କରିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଆହୁରି ୧୦୦ଟି ସୈନିକ ସ୍କୁଲ୍ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି
Read More...

ପରଲୋକରେ ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କାମିନୀ କୌଶଲ

ମୁମ୍ବାଇ: ପରଲୋକରେ ବଲିଉଡର ଦିଗଜ ଅଭିନେତ୍ରୀ କାମିନୀ କୌଶଲ। ୯୮ ବର୍ଷ ବୟସରେ ତାଙ୍କର ନିଧନ ହୋଇଛି। ସେ ଦୀର୍ଘଦିନ ଦିନ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । କାମିନୀ କୌଶଲ ଭାରତୀୟ ସିନେମାରେ ସାତ ଦଶନ୍ଧିରୁ ଅଧିକ ସମୟ ଧରି କ୍ୟାରିଅର କରିଛନ୍ତି । ସେ ଶେଷ ଥର ପାଇଁ ଆମିର ଖାନଙ୍କ
Read More...

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ

ଭୁବନେଶ୍ବର: ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା। ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗର କିଛିଦିନ ହେବ ସେ କିଡନି ଓ ଲିଭର୍ ଜନିତ ସମସ୍ୟାରେ ପୀଡିତ ଥିଲେ। ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ
Read More...

ଯୁକ୍ତ ୨ ଇଣ୍ଟରନାଲ୍‌ ପରୀକ୍ଷା ବାଧ୍ୟତାମୂଳକ, ଜାରି ହେଲା ମାର୍ଗଦର୍ଶିକା

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଦ୍ୱାରା +୨ର ସମସ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ (Internal Assessment) ଏବଂ ପ୍ରୋଜେକ୍ଟ କାର୍ଯ୍ୟକୁ ବାଧ୍ୟତାମୂଳକ କରାଯାଇଛି। ଇଣ୍ଟରନାଲ୍‌ ଏବଂ ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ
Read More...

ନୂଆପଡ଼ାର ନୂଆ ନେତା ଜୟ ଢୋଲକିଆ

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆଙ୍କ ବୃହତ୍ ବିଜୟ ହୋଇଛି। ସମସ୍ତ ୨୯ରାଉଣ୍ଡ ଭୋଟ୍ ଗଣତି ପରେ ବିଜେପିର ଜୟ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କଠୁ ୮୩୭୮୪ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।ବଡ଼ ବିଜୟ ସହିତ
Read More...

ଦିଲ୍ଲୀ ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ

ନୂଆ ଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ ବୈଠକ ଡାକିଥିଲେ। କ୍ୟାବିନେଟ ଦିଲ୍ଲୀ ବିସ୍ଫୋରଣକୁ ନିନ୍ଦା କରିବା ଏବଂ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ପ୍ରସ୍ତାବ ପାରିତ କରିଛି। ଏଥିସହ
Read More...

ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ
Read More...

୩ ଦିନ ପାଇଁ ଲାଲକିଲ୍ଲା, ମେଟ୍ରୋ ଓ ଚାନ୍ଦନୀ ଚୌକ ବନ୍ଦ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ଜୋରଦାର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ଶବ୍ଦରେ ପୁରା ଦିଲ୍ଲୀରେ ଆତଙ୍କ ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଲାଲକିଲ୍ଲାକୁ ମଧ୍ୟ ତିନି ଦିନ ପାଇଁ ବନ୍ଦ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଭାରତୀୟ ପ୍ରତ୍ନତତ୍ତ୍ୱ
Read More...

ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ମିଳିବ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫

ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଏହି
Read More...