Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି।ଉତ୍କଳ ବିଶ୍ୱବିଦ୍ୟାଳୟ!-->…
Read More...
Read More...
ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍ ୧୧ ବଗି ଲାଇନ୍ଚ୍ୟୁତ: ୧ ମୃତ ୭ ଆହତ
କଟକ: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ!-->…
Read More...
Read More...
ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରି ଫରେଷ୍ଟର ଗିରଫ
ଗୁଣୁପୁର: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର। ଏଭଳି ଲଜ୍ଜା ଜନକ ଖବର ଆସିଛି ଗୁଣୁପୁରରୁ। ଜଣେ ୧୨ ବର୍ଷୀୟ ନାବାଳିକା ବଳାତ୍କାର ମାମଲାରେ ପଦ୍ମପୁର ଥାନା ପୋଲିସ ଜଣେ କାର୍ଯ୍ୟରତ ଫରେଷ୍ଟରଙ୍କୁ ଗିରଫ କରିଛି। ଗିରଫ ଫରେଷ୍ଟର ଜଣକ ହେଲେ ନରସିଂହ ଶତପଥୀ (୫୯)।
!-->!-->!-->…
Read More...
Read More...
ଏପ୍ରିଲ ୧୪କୁ ସରକାରୀ ଛୁଟି ଘୋଷିତ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ଭାରତୀୟ ସମ୍ବିଧାନର ପ୍ରଣେତା ବାବା ସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ଅର୍ଥାତ୍ ଏପ୍ରିଲ ୧୪କୁ କେନ୍ଦ୍ର ସରକାର ଏକ ସାଧାରଣ ଛୁଟି ଦିବସ ଭାବରେ ଘୋଷଣା କରିଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଶୁକ୍ରବାର ଏକ ପୋଷ୍ଟରେ ସରକାରଙ୍କ ଏହି!-->…
Read More...
Read More...
ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାର ୭୮୫ ମହିଳା
ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ୧୬ ମାଓବାଦୀ ନିହତ
ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ!-->…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ
ଭୁବନେଶ୍ୱର ବିମାନ ବନ୍ଦରରେ କଇଁଛ ସହ ଅନେକ ସରୀସୃପ ଉଦ୍ଧାର। ଝିଟିପିଟି, ଗୋଧି, ବୋଡ଼ା ସାପ ଆଦିକୁ ଉଦ୍ଧାର କଲା କଷ୍ଟମ ବିଭାଗ। ବ୍ୟାଂକକ୍ରୁ ଭାୟା ଭୁବନେଶ୍ୱର ଦେଇ ଚେନ୍ନାଇ ଚାଲାଣ ହେଉଥିବା ବେଳେ ଜବତ କଲା ବିଭାଗ। ବିସ୍କୁଟ ଡବାରେ ଚାଲାଣ ହେଉଥିଲା ସାପ । ତେବେ ୯ଟି ସାପ ସାଙ୍ଗକୁ!-->…
Read More...
Read More...
ମ୍ୟାନମାର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଲା
ଥାଇଲ୍ୟାଣ୍ଡ: ଶୁକ୍ରବାର ମ୍ୟାନମାର ଏବଂ ଥାଇଲ୍ୟାଣ୍ଡରେ ଘଟିଥିବା ଭୂମିକମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଅନେକ କୋଠା ଭୁଶୁଡ଼ି ପଡ଼ିଛି। ଏହାର ଭଗ୍ନାବଶେଷ ତଳେ ଶହ ଶହ ଲୋକ ପୋତି ହୋଇ ରହିଛନ୍ତି। ଏହି ଭୂମିକମ୍ପ ଯୋଗୁ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ!-->…
Read More...
Read More...
ରାଜ୍ୟରେ ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର
ଭୁବନେଶ୍ବର: ରାଜ୍ୟରେ ୧୮ ହଜାର ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ!-->!-->!-->…
Read More...
Read More...
ଭିଆର୍ଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍
ଭୁବନେଶ୍ବର: ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି। ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ। ସୁଜାତା କାର୍ତ୍ତିକେୟନ୍ଙ୍କ ଆବେଦନକୁ କେନ୍ଦ୍ର!-->…
Read More...
Read More...