ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category

TOP STORIES

ଆଜି ବି ନବ ଦାସଙ୍କ ଘରେ ଚଢାଉ ଜାରି

ସମ୍ବଲପୁର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ବି ଆଇଟି ରେଡ୍‌ ଜାରି ରହିଛି। ଆଜକୁ ୩ ଦିନ ହେବ ହେବ ଆୟକର ବିଭାଗ ପକ୍ଷରୁ ଏହି ଚଢ଼ାଉ ଚାଲିଛି। ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ରେଡ୍‌ ରହିଛି। ଘର ସମେତ ବ୍ୟବସାୟିକ ପ୍ରତିଷ୍ଠାନରେ ବି ଚଢ଼ାଉ ଚାଲିଛି। କୋଇଲା…
Read More...

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠି କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ…
Read More...

ଭୂକମ୍ପରେ ଥରିଲା ଜାପାନ

ଜାପାନ: ଜାପାନରେ ଗୁରୁବାର ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ହୋକ୍କାଇଡୋ ତଟରେ ଏହି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି।ଜାପାନର ପାଣିପାଗ ବିଭାଗରର ସୂଚନାନୁଯାୟୀ, ଗୁରୁବାର (୧୯ ଜୁନ୍‌)ରେ ହୋକ୍କାଇଡୋ ଅଞ୍ଚଳର ନେମୁରୋ…
Read More...

ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି…
Read More...

ବିମାନ ବନ୍ଦର ନିକଟର ରହିବନି ଉଚ୍ଚା ଗଛ ଓ ଘର

ଅହମଦାବାଦ: ଅହମଦାବାଦ ବିମାନ ଦୁର୍ଘଟଣା ପରେ କେନ୍ଦ୍ର ସରକାର ବିମାନ ଅଧିନିୟମ ୨୦୨୪ରେ କିଛି ପରିବର୍ତ୍ତନ ଆଣି ନୂଆ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏବେ ବିମାନ ବନ୍ଦର ନିକଟରେ ରହିବନି ଉଚ୍ଚ ଅଟ୍ଟାଳିକା ଓ ବଡ଼ ଗଛ। ବିମାନ ଚଳାଚଳରେ ବାଧା ସୃଷ୍ଟି କରୁଥିବା କୋଠା ଓ ଗଛ ତୁରନ୍ତ ହଟାଯିବ।…
Read More...

୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପୂର୍ବତନ ପିଇଓ

କନ୍ଧମାଳ: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା…
Read More...

ଅମରନାଥକୁ ହେଲିକପ୍ଟର ସେବା ବନ୍ଦ, ନୋ-ଫ୍ଲାଇଂ ଜୋନ୍ ଘୋଷଣା

ଉତ୍ତରାଖଣ୍ଡ: ଏଥର ଅମରନାଥ ଯାତ୍ରାରେ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ହେଲିକପ୍ଟର ସେବା ବାତିଲ କରାଯାଇଛି। ଜୁଲାଇ ୧ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏଥର ତୀର୍ଥ ଯାତ୍ରା ଉପରେ ଏକ ବଡ଼ ଆତଙ୍କବାଦୀ ବିପଦ ରହିଛି। ଏହି ବିପଦକୁ ଦୃଷ୍ଟିରେ…
Read More...

ଜିନ୍ଦଲ ଫାଉଣ୍ଡେସନକୁ ସମ୍ମାନଜନକ ୨ଟି ବର୍ଗରେ ଗ୍ରୀନଟେକ୍ ପୁରସ୍କାର

ଭୁବନେଶ୍ବର : କୃଷି ପ୍ରୋତ୍ସାହନ ଓ ବରିଷ୍ଠ ନାଗରିକଙ୍କ କଲ୍ୟାଣ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି)କୁ ୨ଟି ବର୍ଗରେ ସମ୍ମାନଜନକ ଗ୍ରୀନଟେକ୍ ପୁରସ୍କାର ପ୍ରଦାନ କରାଯାଇଛି। ଜୁନ୍ ୧୪ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର…
Read More...

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆଇଟି ରେଡ

ଝାରସୁଗୁଡା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ ଭୁବନେଶ୍ବର ଭଳି ସ୍ଥାନରେ ଏହି ରେଡ କରାଯାଇଥିବା ଜଣା ପଡିଛି। ତେବେ ଆୟକର ଠକେଇ ନେଇ ଅଭିଯୋଗ…
Read More...

ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତା ନିମନ୍ତେ ସୋଆ ଏବଂ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ…

ଭୁବନେଶ୍ୱର, ଜୁନ ୧୮: ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତାକୁ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତର ନୂତନତା ଏବଂ ଆର୍ଥିକ ବୈଷୟିକ ପରିସଂସ୍ଥା ପର୍ଯ୍ୟବେସିତ ଅନୁଷ୍ଠାନ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା…
Read More...