Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ
Browsing Category
TOP STORIES
କର୍ଣ୍ଣାଟକ ଓ ତେଲେଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ
୯,୪୦୦ କୋଟିର ପ୍ରକଳ୍ପର ଶୁଭାରମ୍ଭ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର କର୍ଣ୍ଣାଟକ ଓ ତେଲେଙ୍ଗାନା ଗସ୍ତ କରିବେ। ଏହି ଅବସରରେ ସେ ପ୍ରାୟ ୯,୪୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ।ପ୍ରଥମେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ!-->!-->!-->…
Read More...
Read More...
କଲାମ ଦ୍ୱୀପରୁ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
ବାଲେଶ୍ବର: ଓଡ଼ିଶାର ଡ. ଏପିଜେ ଅବଦୁଲ କଲାମ ଦ୍ୱୀପ ରୁ ଭାରତ ଶୁକ୍ରବାର ଏକ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରିଛି। ଏହି କ୍ଷେପଣାସ୍ତ୍ରରେ ଏମଆଇଆରଭି (ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍ ରି-ଏଣ୍ଟ୍ରି ଭେହିକଲ୍) ପ୍ରଯୁକ୍ତି ବ୍ୟବହୃତ ହୋଇଛି, ଯାହା ଏକାଧିକ!-->…
Read More...
Read More...
ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍
ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନ ‘ନବୀନ ନିବାସ’ ସାମ୍ନାରେ ଥିବା ସୁରକ୍ଷା ବ୍ୟାରିକେଡ୍ ହଟିପାରେ। ଓଡ଼ିଶା ହାଇକୋର୍ଟ ସାର୍ବଜନୀନ ରାସ୍ତା ଜବରଦଖଲ ଅଭିଯୋଗର ସମାଧାନରେ ବିଳମ୍ବ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିବା!-->…
Read More...
Read More...
ପଞ୍ଜାବର ଶିଳ୍ପ ମନ୍ତ୍ରୀ ସଞ୍ଜୀବ ଅରୋରା ମନି ଲଣ୍ଡରିଂ ମାମଲାରେ ଗିରଫ
ପଞ୍ଜାବ: ସଂଜୀବ ଅରୋରା ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଶନିବାର ମନି ଲଣ୍ଡରିଂ ମାମଲାରେ ଗିରଫ କରିଛି। ପଞ୍ଜାବର ଶିଳ୍ପ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟସଭା ସାଂସଦ ଥିବା ସଞ୍ଜୀବ ଅରୋରାଙ୍କ ବିରୋଧରେ ଜମି କାରବାର, ଭୁଆ ଜିଏସଟି ବିଲ୍, ହାୱାଲା ଏବଂ ଦୁବାଇରୁ ଭାରତକୁ ଅବୈଧ ଟଙ୍କା!-->…
Read More...
Read More...
ପାରାଦୀପରେ ଚୋରା ତେଲ ଡଙ୍ଗା ଜବତ
୫ ହଜାର ଲିଟରରୁ ଅଧିକ ଡିଜେଲ ଠାବ
ପାରାଦୀପ: ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରି ବଡ଼ ରାକେଟର ପର୍ଦାଫାସ କରିଛି। ଡଙ୍ଗାରୁ ପ୍ରାୟ ୫ ହଜାରରୁ ଅଧିକ ଲିଟର ହାଇସ୍ପିଡ ଡିଜେଲ ଜବତ କରାଯାଇଥିବାବେଳେ ଏହି ଘଟଣାରେ ଜଡିତ ଜଣେ ଆନ୍ଧ୍ରପ୍ରଦେଶ!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ
କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଶନିବାର ଏକ ଐତିହାସିକ ଅଧ୍ୟାୟ ଯୋଡ଼ାଯାଇଛି। ଭାଜପାର ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।ଶୁଭେନ୍ଦୁଙ୍କ ସହ ଦିଲୀପ ଘୋଷ!-->…
Read More...
Read More...
ସୋଆ ପକ୍ଷରୁ ଦିନିକିଆ ଟିଏଚ୍ଇ ଓଡ଼ିଶା ରିଜିଓନାଲ୍ କନ୍କ୍ଲେଭ୍ ଆୟୋଜିତ
ଭୁବନେଶ୍ୱର, ମେ ୮: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ପକ୍ଷରୁ ଆୟୋଜିତ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଠାରେ ଶୁକ୍ରବାର ଅନୁଷ୍ଠିତ ଏକ ଦିନିକିଆ ସମ୍ମିଳନୀରେ ଓଡ଼ିଶାର ୩୭ଟି ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନର କୁଳପତି,!-->…
Read More...
Read More...
ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ
ଗୁଜୁରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୧ ମେ’ରେ ଗୁଜରାଟର ପ୍ରସିଦ୍ଧ ସୋମନାଥ ମନ୍ଦିର ଗସ୍ତ କରିବେ। ମନ୍ଦିର ପୁନର୍ନିର୍ମାଣ ଓ ତତ୍କାଳୀନ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ଏହାର ଉଦ୍ଘାଟନର ୭୫ ବର୍ଷ ପୂର୍ତ୍ତି ଅବସରରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ!-->…
Read More...
Read More...
ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନ ପରେ ରାଜ୍ୟର ନୂଆ ନେତୃତ୍ୱକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦଳ ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଏବଂ ଅଗ୍ନିମିତ୍ରା ପଲ୍ ଓ ନିଶିଥ ପ୍ରମାଣିକଙ୍କୁ ଉପ-ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ହୋଇଛି। ବଙ୍ଗ ରାଜନୀତିରେ ପ୍ରଥମଥର!-->…
Read More...
Read More...
ତାମିଲନାଡ଼ୁରେ ସରକାର ଗଢ଼ିବ ଟିଭିକେ
ରାଜ୍ୟପାଳଙ୍କ ନିକଟରେ ଦାବି ରଖିଲେ ବିଜୟଚେନ୍ନାଇ: ତାମିଲନାଡ଼ୁରେ ସରକାର ଗଠନ ପାଇଁ ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ଔପଚାରିକ ଭାବେ ଦାବି ରଖିଛନ୍ତି। ବିଭିନ୍ନ ବିରୋଧୀ ଦଳର ସମର୍ଥନ ମିଳିବା ପରେ ଟିଭିକେ ଶିବିର ବିଧାନସଭାରେ ମ୍ୟାଜିକ୍ ସଂଖ୍ୟା ଅତିକ୍ରମ କରିଛି। ବିଜୟ ଶୁକ୍ରବାର!-->…
Read More...
Read More...