Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
TOP STORIES
ବଢିଲା ପାରାଦୀପ ବନ୍ଦର ସୁରକ୍ଷା
ଜଗତସିଂହପୁର: ଭାରତ-ପାକ୍ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର ବୃଦ୍ଧି କରାଯାଇଛି । ପାରାଦୀପ ବନ୍ଦର ସୁରକ୍ଷା ସ୍ତର ୨କୁ ବୃଦ୍ଧି କରାଗଲା । ସୁରକ୍ଷା ସ୍ତର ବୃଦ୍ଧି ସହ ସମସ୍ତ ଜାହାଜ ଉପରେ ରଖାଯାଇଛି କଡା ନଜର । ସୁରକ୍ଷାକର୍ମୀଙ୍କ ସଂଖ୍ୟା ବୃଦ୍ଧି କରାଯିବା!-->…
Read More...
Read More...
ଚାନ୍ଦିପୁରରେ ହାଇ ଆଲର୍ଟ
ବାଲେଶ୍ୱର : ଦେଶରେ ଯୁଦ୍ଧ ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତିରକ୍ଷା ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷା ନେଇ ଏବେ କଡା ପଦକ୍ଷେପ ନିଆଯାଉଛି। ବାଲେଶ୍ୱର ଚାନ୍ଦିପୁରରେ ହାଇ ଆଲର୍ଟ ଜାରି କରିଛି ଓଡ଼ିଶା ପୋଲିସ। ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ସୀମାବର୍ତ୍ତୀ ଇଲାକାକୁ ହାଇ ଆଲର୍ଟରେ!-->…
Read More...
Read More...
ଅନିର୍ଦ୍ଦିଷ୍ଟ କାଳ ଯାଏ ଆଇପିଏଲ ସ୍ଥଗିତ
ନ୍ୟୁଜ୍ ବ୍ୟୁରୋ: ସ୍ଥଗିତ ହେଲା ଆଇପିଏଲ। ଭାରତ ପାକିସ୍ତାନ ଉତ୍ତେଜନା ସ୍ଥିତିରେ ଥିବାରୁ ଆଇପିଏଲକୁ ସ୍ଥଗିତ ରଖାଯାଇଛି। ଭାରତ ଓ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ସାମରିକ ଉତ୍ତେଜନା ଏବଂ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ!-->…
Read More...
Read More...
ଜମ୍ମୁ ବିମାନବନ୍ଦରରେ ରକେଟ୍ ଆକ୍ରମଣ, ୮ କ୍ଷେପଣାସ୍ତ୍ର ନଷ୍ଟ କଲା ଭାରତ
ଜମ୍ମୁ: ପାକିସ୍ତାନ ପୁଣି ଥରେ ଆଉ ଏକ ଦୁଃସାହସିକ ପଦକ୍ଷେପ ନେଇଛି। କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ସାହାଯ୍ୟରେ ଭାରତର ୮ଟି ସ୍ଥାନକୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିବାବେଳେ, ପାକିସ୍ତାନ କିନ୍ତୁ ପୁଣି ବିଫଳ ହୋଇଛି। ଜମ୍ମୁରେ ଥିବା ଏୟାର ଡିଫେନ୍ସ ସିଷ୍ଟମ ପାକିସ୍ତାନର କ୍ଷେପଣାସ୍ତ୍ର ଏବଂ!-->…
Read More...
Read More...
ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ: ଗଞ୍ଜାମ ଗସ୍ତରେ ଆସି ମା' ତାରାତାରିଣୀଙ୍କ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା'ଙ୍କ ନିକଟରେ ଓଡ଼ିଶାରେ ବିକାଶ ନେଇ ପ୍ରାର୍ଥନା କରିଛନ୍ତି। ଏଥି ସହ ପୀଠର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ଯାହାବି ଆନୁସଙ୍ଗିକ ବ୍ୟବସ୍ଥା ଦରାକାର ତାହା ରାଜ୍ୟ!-->…
Read More...
Read More...
ଭୁବନେଶ୍ୱରରେ ହେବ ସାଇନ୍ସ ସିଟି
ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ସାଇନ୍ସ ସିଟି। ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ। ଓଡ଼ିଶା ସରକାର ଅହମ୍ମଦାବାଦ ଭଳି ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬!-->…
Read More...
Read More...
ଓଟିଟି ପ୍ଲାଟଫର୍ମରୁ ହଟିବ ପାକିସ୍ତାନୀ କଣ୍ଟେଣ୍ଟ
ନୂଆଦିଲ୍ଲୀ: ଜାତୀୟ ସୁରକ୍ଷା ଦୃଷ୍ଟିରୁ ଭାରତର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଯେଉଁଥିରେ ମନ୍ତ୍ରଣାଳୟ ସମସ୍ତ ଓଟିଟି ପ୍ଲାଟଫର୍ମ ତଥା ଭାରତରେ ଚାଲୁଥିବା ମିଡିଆ ଷ୍ଟ୍ରିମିଂ ପ୍ଲାଟଫର୍ମଗୁଡ଼ିକୁ ପାକିସ୍ତାନୀ କଣ୍ଟେଣ୍ଟ ତୁରନ୍ତ!-->…
Read More...
Read More...
ଭାରତର ୫ ରାଫେଲ ଖସାଇବା ମିଛ କହି ଲଜ୍ଜିତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ; ଭାରତର ୫ଟି ରାଫେଲ ବିମାନ ଖସାଇ ଦେଇଥିବା ମିଛ ପ୍ରଚାର କରୁଥିବା ପାକିସ୍ତାନର ଏବେ ଜାତୀୟ ଗଣମାଧ୍ୟମରେ ପର୍ଦ୍ଦାଫାସ ହୋଇଯାଇଛି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ବୟାନ ମାଧ୍ୟମରେ ଶାହବାଜ ସରିଫ ସରକାରଙ୍କ ମିଛ ସାରା ବିଶ୍ୱ ସମ୍ମୁଖରେ ଆସିଯାଇଛି।
ତେବେ!-->!-->!-->…
Read More...
Read More...
ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଫାଉଣ୍ଡେସନ ପୁରସ୍କୃତ
ଭୁବନେଶ୍ୱର: ବିଶ୍ୱ ସିଏସଆର ଦିବସ ଦ୍ୱାରା ଆୟୋଜିତ ଓଡ଼ିଶା ଲିଡରସିପ୍ ସମିଟ୍ ରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ "ଅର୍ଗାନାଇଜେସନ୍ ୱିଥ୍ ଓଭରାଲ୍ ସଷ୍ଟେନେବଲ୍ ପ୍ରାକ୍ଟିସ୍" ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରରେ ଆଜି ଆୟୋଜିତ ଏକ!-->…
Read More...
Read More...
ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ
ଭୁବନେଶ୍ବର: ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରୁ ପଞ୍ଚମ ଆନ୍ତର୍ଜାତୀୟ ବିମାନ ସେବା ଯୋଗାଇବାକୁ ଯାଉଛି। ଏନେଇ ସମସ୍ତ ପ୍ରସ୍ତୁତ ଶେଷ ପର୍ଯ୍ୟ।ୟରେ ପହଞ୍ଚିଛି। ତେବେ ଜୁନ୍ରୁ ସିଧାସଳଖ ଭାବରେ ଦୁଇଟି ସ୍ଥାନକୁ ଉଡିବ ବିମାନ। ଭୁବନେଶ୍ବରରୁ ଆନ୍ଧ୍ର ପ୍ରଦେଶର ଭାଇଜାଗ ଏବଂ!-->…
Read More...
Read More...