Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
TOP STORIES
ଓଡ଼ିଶା ଓ୍ବେବସାଇଟ୍କୁ ହ୍ୟାକ୍ କଲା ପାକିସ୍ତାନ
ଭୁବନେଶ୍ବର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ସୂଚନା ମିଳିଛି । ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି!-->…
Read More...
Read More...
ଓଡ଼ିଶା ଆସିବେନି ଶାହା
ଭୁବନେଶ୍ବର: ଏବେ ଓଡ଼ିଶା ଆସିବେନି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ। ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆସନ୍ତା ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥାନ୍ତେ ଶାହ। ଯାହା ବର୍ତ୍ତମାନ ସ୍ଥଗିତ!-->…
Read More...
Read More...
ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍; ୬ମୃତ
ଉତ୍ତରାଖଣ୍ଡ: ଉତ୍ତରକାଶୀରେ ହେଲିକପ୍ଟର ଦୁର୍ଘଟଣା। ଉତ୍ତରାଖଣ୍ଡର ଗଙ୍ଗାନାନି ନିକଟରେ ବଡ଼ ଧରଣର ହେଲିକପ୍ଟର କ୍ରାସ୍ ହୋଇଛି। ଏଥିରେ ପାଇଲଟ ସମେତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଡେରାଡୁନରୁ ହର୍ଷିଲକୁ ଯାଉଥିଲା ହେଲିକପ୍ଟର।ଆଜି ସକାଳେ!-->…
Read More...
Read More...
ଅର୍ଦ୍ଧସାମରିକ ବାହିନୀର ଛୁଟି ବାତିଲ୍
ନୂଆଦିଲ୍ଲୀ; ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଜମ୍ମୁ- କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପ୍ରତିଶୋଧମୂଳକ ଆକ୍ସନ ସ୍ୱରୂପ!-->…
Read More...
Read More...
ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ ଅଧୀନସ୍ଥ କାଶ୍ମୀରରେ!-->…
Read More...
Read More...
ଛତିଶଗଡ଼ ନକ୍ସଲ ଅପରେସନରେ ୨୨ରୁ ଅଧିକ ମାଓବାଦୀ ମୃତ
ଛତିଶଗଡ଼: ଛତିଶଗଡ଼ ଏବଂ ତେଲଙ୍ଗାନା ସୀମାରେ ଆଜି ସକାଳେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଭୟଙ୍କର ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଯବାନମାନେ ୨୨ରୁ ଅଧିକ ମାଓବାଦୀଙ୍କୁ ନିହତ କରିଛନ୍ତି। ବସ୍ତର ଆଇଜି ସୁନ୍ଦରରାଜ ପି. ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ!-->…
Read More...
Read More...
‘ଅପରେସନ ସିନ୍ଦୂର’ରେ ମାସୁଦ ଆଝାରର ପୁରା ପରିବାର ସଫା
ନୂଆଦିଲ୍ଲୀ: ପହଲଗାଓଁ ଆକ୍ରମଣର ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ଭାରତୀୟ ସେନା ଦ୍ୱାରା ପାକିସ୍ତାନ ଉପରେ ହୋଇଥିବା ଏୟାରଷ୍ଟ୍ରାଇକରେ ଅନେକ ଆତଙ୍କୀ ଆଡ୍ଡା ଧୂଳୀସାତ ହୋଇଛି। ଏହି ଆକ୍ରମଣରେ ଜୈଶ ଏ ମହମ୍ମଦର ମୁଖ୍ୟ ମାସୁଦ ଆଝାରର ସମୂର୍ଣ୍ଣ ପରିବାର ସଦସ୍ୟଙ୍କ ମୃତ୍ୟୁ ହୋଇଥିବା!-->…
Read More...
Read More...
ବାଜିଲା ଯୁଦ୍ଧ ସାଇରନ
ନୂଆଦିଲ୍ଲୀ: ସାରା ଦେଶରେ ଆଜି ମକଡ୍ରିଲ କରାଯାଇଛି। ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍ ଡ୍ରିଲ୍। ଭାରତ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ମୁତାବକ ଓଡ଼ିଶା ସରକାର ପକ୍ଷରୁ ସମଗ୍ର ଓଡ଼ିଶାବାସୀଙ୍କ ଜନଜୀବନ ସୁରକ୍ଷାରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ!-->…
Read More...
Read More...
ଭାରତ ନେଲା ପହଲଗାମ୍ ପ୍ରତିଶୋଧ
ଭାରତର ଏୟାର ଷ୍ଟ୍ରାଇକରେ ୧୦୦ ଆତଙ୍କାବାଦୀ ନିପାତ
ଅଧ ରାତିରେ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ
ଭାରତର ଏୟାର ଷ୍ଟ୍ରାଇକ୍ରେ ବଡ଼ ଆତଙ୍କୀ ମସୁଦ ଆଝାରର ପରିବାର ଶେଷ
ନୂଆଦିଲ୍ଲୀ; ମଧ୍ୟରାତ୍ରୀ ପରେ ଭାରତୀୟ ବାୟୁସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର ଉପରେ ଏୟାରରେଡ।!-->!-->!-->!-->!-->!-->!-->…
Read More...
Read More...
ପୋଲିସ୍ ଇନ୍ଫର୍ମର ସନ୍ଦେହରେ ସରପଞ୍ଚଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ମାଲଗାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ। ନାୟବ ସରପଞ୍ଚଙ୍କୁ ନିର୍ମମ ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ୍ ଇନ୍ଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କ ଗଳାକାଟି ହତ୍ୟା କରିଛନ୍ତି। ମୃତ ନାୟବ ସରପଞ୍ଚ ଜଣକ ହେଲେ ତାରଲାବେଡ଼ା ପଞ୍ଚାୟତର ମୁଚାକି!-->…
Read More...
Read More...