Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍, କିନ୍ତୁ ଇଞ୍ଜିନ୍କୁ କ୍ଷତିର ପ୍ରମାଣ ନାହିଁ
Browsing Category
TOP STORIES
ଟ୍ରାଫିକ୍ ସମସ୍ୟା ସୁଧାରିବା ପାଇଁ ୨ ହଜାର ନୂଆ ପଦବୀ ସୃଷ୍ଟି
ଭୁବନେଶ୍ବର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ!-->!-->!-->…
Read More...
Read More...
ପାରାଦୀପ ବନ୍ଦରରେ ଗିରଫ ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ପାରାଦ୍ୱୀପ ବନ୍ଦରରେ ଗିରଫ ହୋଇଥିବା ଜାହାଜକୁ ଛାଡ଼ିଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ୱୀପ ବନ୍ଦରରୁ ଗନ୍ତବ୍ୟ ସ୍ଥଳକୁ ଯାଇ ପାରିବ ଏମଭି ଟେଲେରି ଏମ ଜାହାଜ। ବକେୟା ପରିଶୋଧ ପରେ ଏବେ ଜାହାଜକୁ ପାରାଦ୍ୱୀପ ପୋର୍ଟରୁ ଛାଡିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।!-->…
Read More...
Read More...
ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟି ଦେଲେ ଗଡକରୀ
ଭୁବନେଶ୍ବର: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି।!-->…
Read More...
Read More...
କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ
ଢେଙ୍କାନାଳ: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ। ଗତକାଲି ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ରେଡ୍ କରିଥିଲା ଭିଜିଲାନ୍ସ। ଏକକାଳୀନ ୮ଟି ସ୍ଥାନରେ ଚଢାଉ!-->…
Read More...
Read More...
ନାମାଙ୍କନ ଭରିଲେ ନବୀନ
ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଅବସରରେ ରାଜଧାନୀର ଶଙ୍ଖ ଭବନରେ ନାମାଙ୍କନ ଭରିଛନ୍ତି ନବୀନ। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି!-->…
Read More...
Read More...
ଶବ ପରିବହନ ପାଇଁ କଲ ସେଣ୍ଟର ରହିବ
ଭୁବନେଶ୍ବର: ରାଜ୍ୟରେ ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର। ୧୦୮ ଆମ୍ବୁଲାନ୍ସ ସେବା ଭଳି ରହିବ ଟୋଲ୍ ଫ୍ରି ନମ୍ବର। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ସ୍ଥାପନ କରି ମୃତଦେହକୁ ଠିକ୍ ସମୟରେ ଏବଂ ସୁବିଧାରେ!-->…
Read More...
Read More...
ପରମିତା ଶତପଥୀ ଓଡ଼ିଶାର ନୂତନ ପ୍ରମୁଖ ମୁଖ୍ୟ ଆୟକର କମିଶନର
ଭୁବନେଶ୍ବର: ୧୯୮୯ ବ୍ୟାଚ୍ ର ଭାରତୀୟ ରାଜସ୍ୱ ସେବା (IRS) ଅଧିକାରୀ ପରମିତା ଶତପଥୀ ତ୍ରିପାଠୀ ବୁଧବାର ଓଡ଼ିଶାରେ ଆୟକର ବିଭାଗର ପ୍ରମୁଖ ମୁଖ୍ୟ କମିଶନର ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପରମିତା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପଦ୍ମଶ୍ରୀ ପ୍ରତୀଭା ଶତପଥୀ ଏବଂ ନିତ୍ୟାନନ୍ଦ!-->…
Read More...
Read More...
ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ଏଟିଏମ ସେବା
ମହାରାଷ୍ଟ୍ର: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍ରେ ସ୍ଥାପନ କରାଯାଇଛି ଏଟିଏମ ସେବା। ଏହାର ପରୀକ୍ଷାମୂଳକ ପ୍ରଦର୍ଶନ ସଫଳତାର ସହ ସମାପ୍ତ ହୋଇଛି। ଏହି ମେସିନ୍ ଯାତ୍ରୀମାନଙ୍କୁ ଟ୍ରେନ ଚାଲୁଥିବା ସମୟରେ ମଧ୍ୟ!-->…
Read More...
Read More...
ଜଷ୍ଟିସ ବି.ଆର. ଗଭାଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ୫୨ତମ ପ୍ରଧାନ ବିଚାରପତି ଭାବେ!-->…
Read More...
Read More...
ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ
ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ!-->…
Read More...
Read More...