Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍ ଲିକ୍ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ଗଛରେ ପିଟିହେଲା ବସ୍, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ
Browsing Category
TOP STORIES
ନଦୀକୁ ଡେଇଁ ଆତଙ୍କବାଦୀଙ୍କ ସହଯୋଗୀ ମୃତ
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଏବଂ ସେମାନଙ୍କ ସହାୟକମାନଙ୍କୁ ଧରିବା ପାଇଁ ତଦନ୍ତ ଚାଲିଛି। ଏହି ସମୟରେ, କୁଲଗାମ ଜିଲାର ଟାଙ୍ଗମାର୍ଗରେ ପଚରାଉଚରା ପାଇଁ ଅଟକ ଥିବା ଜଣେ ଯୁବକ ଖସିଯିବାକୁ ଚେଷ୍ଟା କରିବା ସମୟରେ ଏକ ନାଳକୁ ଡେଇଁ ପଡ଼ି ବୁଡ଼ି!-->…
Read More...
Read More...
ପବନଦୀପ ରାଜନ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ
ଉତ୍ତରାଖଣ୍ଡ: ଇଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ ବିଜେତା ତଥା ଗାୟକ ପବନଦୀପ ରାଜନ୍ ସୋମବାର ଭୋର ୩:୪୦ ସମୟରେ ଆମରୋହାରେ ଏକ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଦୁଇ ଜଣ ସାଥୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଗାୟକଙ୍କର ଏକ ଭିଡିଓ ପ୍ରକାଶ!-->…
Read More...
Read More...
ନାମଫଳକରୁ ହଟିଲା ଜଗନ୍ନାଥ ଧାମ ନାମ
ଭୁବନେଶ୍ବର: ଥମୁନି ଦୀଘା ଜଗନ୍ନାଥ ମନ୍ଦିର ନିର୍ମାଣ ବିବାଦ। ପଶ୍ଚିମବଙ୍ଗ ସରକାର ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରିବା ପରେ ଏହା କୋଟି କୋଟି ଓଡ଼ିଆଙ୍କ ଭାବାବେଗକୁ ବ୍ୟଥିତ କରିଛି। ସବୁଆଡୁ ବିରୋଧର ସୁଅ ଛୁଟୁଛି। ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଲାଗି ରହିଥିବାବେଳେ ସୋମବାର!-->…
Read More...
Read More...
ଯୋଗଗୁରୁ ପଦ୍ମଶ୍ରୀ ଶିବାନନ୍ଦ ମହାରାଜଙ୍କ ପରଲୋକ
ଉତ୍ତରପ୍ରଦେଶ: ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଖ୍ୟାତ ଯୋଗଗୁରୁ ସ୍ଵାମୀ ଶିବାନନ୍ଦ ସରସ୍ଵତୀ ମହାରାଜଙ୍କ ପରଲୋକ ଘଟିଛି। ରବିବାର ୧୨୮ ବର୍ଷ ବୟସରେ ସେ ପରଲୋକ ଗମନ କରିଛନ୍ତି। ହୃଦଘାତ ଯୋଗୁ ସ୍ଵାମୀ ଶିବାନନ୍ଦଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେ ଉତ୍ତରପ୍ରଦେଶର ବାରାଣସୀରେ!-->…
Read More...
Read More...
ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷାଫଳ
ଭୁବବନେଶ୍ବର: ଓଡ଼ିଶା ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳ ଚଳିତ ମାସ ୬ ତାରିଖରେ ପ୍ରକାଶ ପାଇବ ବୋଲି ଶନିବାର ଏକ ଗୁଜବ ସୃଷ୍ଟି ହୋଇଥିଲା। ତେବେ ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ ପରିଡ଼ା ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି।!-->…
Read More...
Read More...
ସୋଆ ପ୍ରତିଷ୍ଠାତାଙ୍କ ସହ ପଦ୍ମ ପୁରସ୍କାର ବିଜେତା ପ୍ରଫେସର ଅଶୋକ ମହାପାତ୍ରଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର: ପଦ୍ମଶ୍ରୀ ବିଜେତା ପ୍ରଫେସର ଅଶୋକ କୁମାର ମହାପାତ୍ର ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଗତ ୨୮ ତାରିଖ ଦିନ ନୂଆଦିଲ୍ଲୀସ୍ଥ ରାଷ୍ଟ୍ରପତି ଭବନରେ ଆୟୋଜିତ!-->…
Read More...
Read More...
ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣଙ୍କ ନାମରେ ଏତଲା
ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପାଖରେ ହାଜର ହେବେ ରାମକୃଷ୍ଣ। ଉତ୍ତର ରଖିବାକୁ ରାମକୃଷ୍ଣ ଦାସମହାପାତ୍ରଙ୍କୁ ହୋଇଛି ନୋଟିସ୍। ସେପଟେ ରାମକୃଷ୍ଣଙ୍କ ବିରୋଧରେ ବଡ଼ ଆକ୍ସନ ପାଇଁ ଦାବି ଉଠିଥିବାବେଳେ ଶ୍ରୀମନ୍ଦିର ବାହାରକୁ କେମିତି ଦାରୁ ଗଲା ତାର ତଦନ୍ତ ହୋଇ ଦୋଷୀଙ୍କ!-->…
Read More...
Read More...
ମୃତକଙ୍କ ପରିବାରକୁ ୫ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି!-->…
Read More...
Read More...
୧୦ରେ ଓଡ଼ିଶା ଆସିବେ ଅମିତ ଶାହା
ନୁଆଦିଲ୍ଲୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର!-->…
Read More...
Read More...
ପାକିସ୍ତାନରୁ ସମସ୍ତ ଆମଦାନୀ ଓ ରପ୍ତାନୀ ବନ୍ଦ ବନ୍ଦ କଲା ଭାରତ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ପୁଣିଥରେ ପାକିସ୍ତାନକୁ କଡ଼ା ଜବାବ ଦେଇଛି ଭାରତ। ପହଲଗାଓଁ ଆକ୍ରମଣ ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି। ପାକିସ୍ତାନ ସହ ଆମଦାନୀ ଓ ରପ୍ତାନୀ କାରବାର ସଂପୂର୍ଣ୍ଣ ବନ୍ଦ କରିଛି ଭାରତ। ଭାରତରୁ କୌଣସି!-->…
Read More...
Read More...