Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category
TOP STORIES
ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ
ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ। ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି। ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ। ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ!-->…
Read More...
Read More...
ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା
ଭୁବନେଶ୍ବର: ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା। ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ!-->…
Read More...
Read More...
ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ
ଭୁବନେଶ୍ବର: ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀ ଅବସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇ ଆସୁଥିବା ବେଳେ ଓଡିଶାରେ ଏବେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯିବନି। ଏପ୍ରିଲ ୨୪ ତାରିଖରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଲୋକସେବା ଦିବସ ମଧ୍ୟ ଏହି ଦିନ ପାଳନ!-->…
Read More...
Read More...
କିଡନୀ, ଲିଭର ଦାନ କରି ୨ ଜଣଙ୍କ ଜୀବନ ବଞ୍ଚାଇଲେ ୧ବର୍ଷର ଶିଶୁ
ଭୁବନେଶ୍ଵର: ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ। କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା। ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।ସୂଚନା ଅନୁସାରେ, ୧୦!-->…
Read More...
Read More...
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍ଲାଇନ
ଭୁବନେଶ୍ବର: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା ଆରମ୍ଭ ହୋଇଗଲାଣି। ଫଳରେ ଜନଜୀବନ ପ୍ରଭାବିତ ହେଉଛି। ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଭୁବନେଶ୍ବର; ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ହେଲେ କୌଶିକ ପଟ୍ଟନାୟକ।
ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ!-->!-->!-->…
Read More...
Read More...
ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ
ଜୟପୁର: ମହାକୁମ୍ଭ ସମୟରେ ଭାଇରାଲ ହୋଇଥିବା ଆଇଆଇଟି ବାବା ଅଭୟ ସିଂଙ୍କୁ ଜୟପୁର ପୋଲିସ ଅଟକ ରଖିଛି। ଆଇଆଇଟି ବାବା ସୋସିଆଲ ମିଡିଆରେ ଆତ୍ମହତ୍ୟା ଧମକ ଦେଇଥିଲେ। ଶିପ୍ରା ପଥ ପୋଲିସ ଷ୍ଟେଶନ ରିଦ୍ଧି ସିଦ୍ଧି ପାର୍କ କ୍ଲାସିକ ହୋଟେଲରେ ପହଞ୍ଚି ଆଇଆଇଟି ବାବାଙ୍କୁ ହେପାଜତକୁ ନେଇଯାଇଛି।
!-->!-->!-->…
Read More...
Read More...
ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ
ନ୍ୟୁଜ୍ ବ୍ୟୁରୋ: ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ। କଂଗ୍ରେସ ନେତ୍ରୀ ଡକ୍ଟର ଶମା ମହମ୍ମଦ ତାଙ୍କର ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ ଖୁବ ଚର୍ଚ୍ଚାରେ ଅଛନ୍ତି। ରୋହିତ ଶର୍ମାଙ୍କ ଉପରେ ତାଙ୍କର ମନ୍ତବ୍ୟ ପାଇଁ କ୍ରିକେଟ ପ୍ରଶଂସକଙ୍କଠାରୁ ଆରମ୍ଭ!-->…
Read More...
Read More...
ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ହତ୍ୟା
ଗଜପତି: ଗଜପତି ଜିଲା ଅଡବା ଥାନା କଟାମା ଗ୍ରାମରେ ସୋମବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପୂର୍ବତନ ୱାର୍ଡମେମ୍ବରଙ୍କୁ ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତା କଡ଼ରେ ଫିଙ୍ଗି ଦେଇଛନ୍ତି ଦୃର୍ବୁତ୍ତ। ମୃତକ ହେଲେ ଅଡବା ଥାନା ତୁଆବାଡ଼ି!-->…
Read More...
Read More...
ମୁଁ ବଞ୍ଚି ଥିବା ପର୍ଯ୍ୟନ୍ତ ମୋର କୌଣସି ଉତ୍ତରାଧିକାରୀ ରହିବେ ନାହିଁ: ମାୟାବତୀ
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ବିଏସପି ସୁପ୍ରିମୋ ମାୟାବତୀ ରବିବାର ଲକ୍ଷ୍ନୌରେ ଅଲ୍ ଇଣ୍ଡିଆ ପଦାଧିକାରୀଙ୍କ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ସମସ୍ତ ପଦବୀରୁ ହଠାଇ ଦେଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର!-->…
Read More...
Read More...