ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

TOP STORIES

ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା; ମେ ୧୫ ସୁଦ୍ଧା ରେଜଲ୍ଟ

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୨ତାରିଖରୁ ଆରମ୍ଭ ହେବ ଖାତା ଦେଖା। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ କରାଯିବ। ସେହିପରି ଭାବରେ ଏପ୍ରିଲ ୧୬ ତାରିଖରୁ ୨୮ ତାରିଖ ମଧ୍ୟରେ ଦ୍ବିତୀୟ ପର୍ଯ୍ୟାୟ
Read More...

ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର

ଛତିଶଗଡ଼: ଛତିଶଗଡ଼ରେ ନକ୍ସଲଙ୍କର ଏକ ବଡ଼ ଯୋଜନାକୁ ପଣ୍ଡ କଲେ ଯବାନ। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ଠାବ କଲେ ସୁରକ୍ଷା ବାହିନୀ। ବିଜାପୁର ଜିଲ୍ଲାର ଗାଙ୍ଗଲୁର ଥାନା ଅନ୍ତର୍ଗତ ଚେରପାଲ ଏବଂ ପାଲନାର ରାସ୍ତାରେ ନକ୍ସଲ ୪୫ କିଲୋ ଓଜନର ଏକ ଲ୍ୟାଣ୍ଡମାଇନ
Read More...

ରାଜ୍ୟରେ ହିଟ୍‌ୱେଭ ଜାରି: ୪୨ ଟପିଲା ଝାରସୁଗୁଡ଼ା

ଭୁବନେଶ୍ବର: ରାଜ୍ୟର କ୍ରମାଗତ ଭାବେ ବିଭିନ୍ନ ସ୍ଥାନର ତାପମାତ୍ରା ବଢୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କରିଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡା ୪୨.୨ ଡ଼ିଗ୍ରୀ, ସମ୍ବଲପୁର ୪୧.୬, ରାଉରକେଲା ୪୦.୨ ଡ଼ିଗ୍ରୀ, ହୀରାକୁଦ ୪୦
Read More...

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ବର: ପୁଣି ଫେରିଲେ ବରିଷ୍ଠ ଆଇଏଏସ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ପ୍ରଦୀପଙ୍କୁ ମିଳିଛି ନୂଆ ଦାୟିତ୍ୱ। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କୁ ଓଇଆରସିର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ
Read More...

ସାଂସଦଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି। ଏପରିକି ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ ଦାବି କରାଯାଇଛି।ସରକାରୀ
Read More...

ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ୍। ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ
Read More...

୧.୬୫ ଲକ୍ଷ କୋଟିର ୧୦ଟି ମେଗା ଶିଳ୍ପ ପ୍ରକଳ୍ପକୁ ଓଡ଼ିଶା ସରକାରଙ୍କ ଅନୁମୋଦନ

ଭୁବନେଶ୍ବର: ଶିଳ୍ପ ହବ ହେବାକୁ ଯାଉଛି ଓଡ଼ିଶା। ଏହି ପ୍ରକ୍ରିୟାରେ ଆଉ ପାଦେ ଆଗେଇଛି ରାଜ୍ୟ। ୪୦ ତମ ହାଇଲେଭଲ କ୍ଲିଏରାନ୍ସ ଅଥରିଟି ମିଟିଂ ବା ଏଚଏଲସିଏରେ ୧୦ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୭ ଜିଲ୍ଲାରେ ୧୦ଟି ବଡ଼
Read More...

ଆତଙ୍କବାଦୀ ସୁରକ୍ଷାକର୍ମୀ ମୁହାଁମୁହିଁ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ଏଥିସହ ୫ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଠୁଆ ଜିଲ୍ଲାରେ ଗତ
Read More...

କମ୍‌ ରୋଜଗାର ଥିଲେ କଟିବନି ରାସନକାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରୋଜଗାର କମ ଥିବା ଲୋକଙ୍କ ରାସନ୍ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଖାଦ୍ୟ
Read More...

ବୁଡିଗଲା ବୁଡ଼ାଜାହାଜ, ୬ ମୃତ, ୯ ଆହତ

ମିଶର: ମିଶରର ଲାଲ ସାଗରରେ ଏକ ପର୍ଯ୍ୟଟକ ବୁଡ଼ାଜାହାଜ ବୁଡ଼ିଯିବାରୁ ଅତି କମରେ ଛଅ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାଟି ଗୁରୁବାର ଦିନ ହୁରଗାଡା ନିକଟରେ ଘଟିଥିଲା। ରିପୋର୍ଟ ଅନୁସାରେ, ଏହି ଦୁର୍ଘଟଣାରେ ନଅ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ଚାରି ଜଣଙ୍କ ଅବସ୍ଥା ଗୁରୁତର ଅଛି। ୨୯ ଜଣ
Read More...