Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category
TOP STORIES
ସଙ୍ଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରି ପୂଜା ମଧ୍ୟ କରିଥିଲେ।। ରାଷ୍ଟ୍ରପତିଙ୍କ ସହ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ!-->…
Read More...
Read More...
ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ
ମଣିପୁର: ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି!-->…
Read More...
Read More...
ବାରବାଟୀରେ ଭାରତର ଦମଦାର ବିଜୟ
୪ ଓ୍ବିକେଟରେ ହାରିଲା ଇଂଲଣ୍ଡ
କଟକ: ବାରବାଟୀରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚକୁ ୪ ଉଇକେଟରେ ଜିତିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି ଭାରତ। ସିରିଜର ଅନ୍ତିମ ମ୍ୟାଚ ବାକି ଥିଲେ ମଧ୍ୟ ଭାରତ ୨-୦ରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରି!-->!-->!-->…
Read More...
Read More...
ମହାକୁମ୍ଭରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପ୍ରୟାଗରାଜ: ଆସନ୍ତାକାଲି ସୋମବାର ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆସନ୍ତାକାଲି ଉତ୍ତରପ୍ରଦେଶ ଗସ୍ତ କରିବେ। ମହାକୁମ୍ଭ ମେଳାରେ ୮ ଘଣ୍ଟା ସମୟ ଅତିବାହିତ କରିବେ। ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ!-->…
Read More...
Read More...
ଦାଦନ ଖଟିବାକୁ ଯାଇ ବିଦ୍ୟୁତ ଆଘାତରେ ବାପା ଓ ପୁଅ ମୃତ
ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ବାପ ପୁଅ ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଖଟିବାକୁ ଯାଇ ଜୀବନ ହାରିଛନ୍ତି। ବିଦ୍ୟୁତ ଆଘାତରେ ବାପା ପୁଅଙ୍କ ଜୀବନ ଯାଇଥିବା ଜାଣିବାକୁ ମିଳିଛି। ଏପଟେ ଘଟଣାକୁ ନେଇ!-->…
Read More...
Read More...
ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଟକିଲା ମ୍ୟାଚ୍
ଲିଭିଗଲା ଲାଇଟ୍,ବାରବାଟୀ ଅନ୍ଧାର, ପଡ଼ିଆରୁ ଚାଲିଗଲେ ଖେଳାଳି
କଟକ: ବାରବାଟୀରେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଅଧାରେ ଅଟକିଲା ମ୍ୟାଚ୍। ଆଜି ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍। ଫଳରେ ଅଧାରୁ ଅଟକିରହିଲା ମ୍ୟାଚ୍। ଫଳରେ!-->!-->!-->…
Read More...
Read More...
୧୫ ପରେ ଆଉ ବଢିବନି ଇ-କେୱାଇସି ଅବଧି: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାସନ କାର୍ଡ଼କୁ ନେଇ ରବିବାର ଏକ ବଡ଼ ଖବର ଆସିଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରାଶନ କାର୍ଡ ଇ-କେୱାଇସି ଅବଧିକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଫେବୃୟାରୀ ୧୫ରେ ସରିବ ରାସନ କାର୍ଡ ଇ-କେୱାଇସି ଅବଧି। ଏହାପରେ ଆଉ ବଢ଼ିବନି ଇ-କେୱାଇସି ଅବଧି।!-->…
Read More...
Read More...
ପାନ ଦୋକାନରେ ନିଆଁ ଲାଗି ଜୀବନ୍ତ ଜଳି ଗଲେ ମହିଳା
ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ। ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା। ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ। ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ ଘଟଣାସ୍ଥଳରେ!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିହତ, ୨ ଯବାନ ସହିଦ
ଛତିଶଗଡ଼: ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ। ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି।ସେପଟେ ମାଓବାଦୀଙ୍କ ଗୁଳିରେ ୨ ଯବାନ ସହିଦ। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।।!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ ମାର୍ଲେନା
ନୁଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ!-->…
Read More...
Read More...