ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

TOP STORIES

ସୁଶାନ୍ତ ସିଂ ରାଜପୁତଙ୍କ ହତ୍ୟାର କ୍ଲୋଜର ରିପୋର୍ଟ ଦାଖଲ କଲା ସିବିଆଇ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ୨ଟି ମାମଲାକୁ ଶନିବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିଛି। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ୪ ବର୍ଷ ପରେ ସିବିଆଇ ଦାଖଲ କରିଛି କ୍ଲୋଜର ରିପୋର୍ଟ। ମୁମ୍ବାଇ କୋର୍ଟରେ କ୍ଲୋଜର
Read More...

ଗାଧୋଇବାବେଳେ ପୋଖରୀରେ ବୁଡି ଛାତ୍ର ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା (୧୬) ବୋଲି ଜଣାପଡିଛି। ସେ ୧୦ମ ଶ୍ରେଣୀରେ ପଢ଼ୁଥିଲେ। ତାଙ୍କ ଘର୍‌ ଦୈତାରୀ ଥାନା ଟାଙ୍ଗିରିଆ ପାଳ ଗ୍ରାମରେ ବୋଲି
Read More...

ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।
Read More...

ବିରଳ ଅସ୍ତ୍ରୋପଚାର ପ୍ରକ୍ରିୟା ସବୁ ସ୍ଥାନରେ ସମ୍ଭବ: ବିଶିଷ୍ଟ ରୋବୋଟିକ୍ ଅଙ୍କୋ ସର୍ଜନ୍‌

ଭୁବନେଶ୍ୱର, ମାର୍ଚ୍ଚ ୨୨: ଆଧୁନିକ ଅସ୍ତ୍ରୋପଚାର ପଦ୍ଧତିର ଉଦ୍‌ଭାବନ ଦ୍ୱାରା ବର୍ତମାନ ଛୋଟ ଛୋଟ ସହରରେ ମଧ୍ୟ ବିରଳ ଅସ୍ତ୍ରୋପଚାର ସମ୍ଭବପର ହୋଇପାରୁଛି। ଏହା ରୋଗୀମାନଙ୍କ ପାଇଁ ବେଶ ଆସ୍ୱସ୍ତିକର ବୋଲି କହିଛନ୍ତି ଭାରତର ପ୍ରଥମ ରୋବୋଟିକ୍ ଅଙ୍କୋସର୍ଜନ ଡକ୍ଟର ଶୈଲେଶ
Read More...

ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର

ବେଲପାହାଡ଼: ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର। ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର। ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ନା ହତ୍ୟା ଷଡଯନ୍ତ୍ର ସେ ନେଇ
Read More...

ପାନ ଦୋକାନରେ ନିଶା କାରବାର: ୨ ଜଣ ଅଟକ

ଭୁବନେଶ୍ବର: ରାଜଧାନୀରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ଖୁଲମଖୁଲା ଭାବେ ସବୁଠି ଗଞ୍ଜେଇ କାରବାର ଚାଲିଛି। ଭୁବନେଶ୍ୱର ଆଚାର୍ଯ୍ୟବିହାରର ଆପୋଲୋ ହସ୍ପିଟାଲ ସ୍ଥିତ ବିଶେଶ୍ୱର ବସ୍ତିରେ ଏକ ପାନ ଦୋକାନରେ ସ୍ପେଶାଲ କ୍ରାଇମ ୟୁନିଟର ଚଢାଉ କରିଥିଲା, ଚଢାଉ ବେଳେ
Read More...

ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ମାରାଥନ ରେଡ୍

ଯାଜପୁର: ଯାଜପୁରର କନିଷ୍ଠ ଯନ୍ତ୍ରୀଙ୍କ ଘରେ ଚାଲିଛି ମାରାଥନ ରେଡ୍। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ, କୁଆଖିଆ ସ୍ଥିତ ଅଫିସ୍‌ରେ ବି ଚାଲିଛି ଭିଜିଲାନ୍ସ ରେଡ୍। ଗତକାଲି ଚଢାଉ ବେଳେ ୨ ଲକ୍ଷ ୩୦ ହଜାର ଟଙ୍କା ସହ ଧରାପଡ଼ିଥିଲେ ଯାଜପୁର ଆର୍‌ଡି ଡିଭିଜନ୍‌ର ଯନ୍ତ୍ରୀ ଭୀମସେନ ମହାରଣା।
Read More...

୨୫ ଯାଏଁ କାଳବୈଶାଖୀ, ୨୭ ଜିଲାକୁ ସତର୍କତା

ଭୁବନେଶ୍ବର: ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ପ୍ରବଳ ବର୍ଷା ସହ କିଛି କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ
Read More...

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

କେନ୍ଦ୍ରାପଡା: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ
Read More...

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଗୁରୁଚାପ ବଳୟ ର ଉପସ୍ଥିତି ହେତୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ କୁ ପ୍ରବେଶ କରୁଛି ସେହିପରି ମଧ୍ୟପ୍ରଦେଶ ର ବାୟୁମଣ୍ଡଳ ଉପରଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହା ସହ ଜଡିତ ଏକ ନିମ୍ନଚାପ ରେଖା ଜନିତ ବାୟୁ ପ୍ରବାହ ଓ
Read More...