ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

TOP STORIES

ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍

ଅନୁଗୁଳ: ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ ଧରଣର ଆୟକର ଚଢ଼ାଉ। ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।ଅନୁଗୋଳରେ ତିନି ଜଣିଆ ଟିମ
Read More...

ଖୋଲିବ କି ନବ ଦାସଙ୍କ ହତ୍ୟା ରହସ୍ୟ ?

ବ୍ରଜରାଜନଗର: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ ଜାରି ରଖିଛି। ଆଜି ବ୍ରଜରାଜନଗର ଗାନ୍ଧୀ ଛକକୁ ଯାଇ ଖୋଳତାଡ କରୁଛି ତଦନ୍ତକାରୀ ଟିମ୍। ମଙ୍ଗଳବାର ଝାରସୁଗୁଡ଼ା ସରବାହାଲ ବାସଭବନରେ ନବଙ୍କ ପତ୍ନୀ ମୀନତି, ଝିଅ ଦୀପାଳି ଏବଂ ପୁଅ ବିଶାଲ ଦାସଙ୍କୁ ତଦନ୍ତକାରୀ ଦଳ ପଚରାଉଚରା
Read More...

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ୨୪ ମାଓବାଦୀ ନିପାତ

ବିଜାପୁର: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ନିପାତ ହୋଇଛନ୍ତି ୨୪ ମାଓବାଦୀ। ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇ ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ
Read More...

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ତେଲେଙ୍ଗାନା: ୨୫ ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ କଲା ତେଲେଙ୍ଗାନା ପୋଲିସ୍। ସାଇବରାବାଦର ମିୟାପୁର ପୋଲିସ ବେଟିଂ ଆପ୍ଲିକେସନକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣାଶୁଣା ଅଭିନେତା ରାଣା ଡାଗ୍ଗୁବତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା, ମାଞ୍ଚୁ ଲକ୍ଷ୍ମୀ ଏବଂ ନିଧି ଅଗ୍ରୱାଲ
Read More...

୪୬୦ ସ୍କୁଲ ବସ୍‌ର ନାହିଁ ଫିଟ୍‌ନେସ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍‌ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ଭୁବନେଶ୍ୱରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ
Read More...

ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍‌ କରାଯିବ ନାହିଁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରାଜସ୍ବ ଓ
Read More...

ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବାଲେଶ୍ବର: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ। ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର। ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା। ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି ।
Read More...

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ସକାଳୁଆ ହେବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା
Read More...

ସମ୍ ରେ ଜଟିଳ ଫୁସ୍‌ଫୁସ୍ କର୍କଟ ରୋଗୀଙ୍କର ବିରଳ ଶଲ୍ୟ ଚିକିତ୍ସା

ଭୁବନେଶ୍ୱର, ମାର୍ଚ୍ଚ ୧୮: ଫୁସ୍‌ଫୁସ୍‌ରେ କର୍କଟ ରୋଗ ଭଳି ଗଭୀର ସମସ୍ୟା ଥିବା ସତ୍ୱେ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଶଲ୍ୟ ଚିକିତ୍ସକମାନେ ଜଣେ ୪୫ ବର୍ଷ ବୟସ୍କ ମହିଳାଙ୍କର ବିରଳ ତଥା ସଫଳ ଅସ୍ତ୍ରୋପଚାର କରିପାରିଛନ୍ତି। ମହିଳା ଜଣକ
Read More...

ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଛି। ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି। ବର୍ତ୍ତମାନ ସୁଦ୍ଧା
Read More...