Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category
TOP STORIES
ବିଶ୍ୱ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ବିଶ୍ଵକପ ସହିତ ଫଟୋ ଉଠାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ!-->…
Read More...
Read More...
ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି
ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍ପିକୁ ଆଜି କେନ୍ଦ୍ର!-->…
Read More...
Read More...
ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା!-->…
Read More...
Read More...
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ!-->!-->!-->…
Read More...
Read More...
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
ଛତିଶଗଡ଼: ଛତିଶଗଡ଼ ବିଳାସପୁରର ଲାଲଖାଦାନ ନିକଟରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଛତିଶଗଡ଼ର ବିଳାସପୁର ଜିଲ୍ଲାରେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି। ଅନେକ ଯାତ୍ରୀ ଏଥିରେ ଆହତ!-->…
Read More...
Read More...
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି।
(୧) 08417 ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ୦୪.୧୧.୨୦୨୫ (ମଙ୍ଗଳବାର) ରାତି ୮.୩୫ ରେ ବ୍ରହ୍ମପୁରରୁ!-->!-->!-->…
Read More...
Read More...
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବରମୁଣ୍ଡା ବସ୍ଷ୍ଟାଣ୍ଡରେ ଶୋଇଥିବାବେଳେ ମା’-ଝିଅଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ଭରତପୁର ପୋଲିସ। ଅଭିଯୁକ୍ତ ଜଣଙ୍କ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ମାଡ଼ବସିଥିଲା।!-->…
Read More...
Read More...
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ!-->…
Read More...
Read More...
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ
ଭୁବନେଶ୍ୱର, ନଭେମ୍ବର ୧: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)!-->…
Read More...
Read More...
ଟ୍ରକ୍ ଧକ୍କାରେ ହୋମଗାର୍ଡଙ୍କ ମୃତ୍ୟୁ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ସୋରୋରେ ଶୁକ୍ରବାର ଦିନ ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସୁଶାନ୍ତ ସେଠି ବୋଲି ଜଣାପଡ଼ିଛି। ଯିଏ କି ସୋରୋ ପୋଲିସ ଷ୍ଟେସନରେ ହୋମଗାର୍ଡ ଭାବେ ନିୟୋଜିତ ଥିଲେ। ସେ ବାହାନଗା ବ୍ଲକର ରୂପାଖଣ୍ଡା ଗାଁର!-->…
Read More...
Read More...