ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

TOP STORIES

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: ପ୍ରସ୍ତୁତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗାମୀ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ସୁରକ୍ଷା ବ୍ୟବସ୍ଥା, ପ୍ରଶାସନିକ ପ୍ରସ୍ତୁତି ଏବଂ
Read More...

ନିଟ୍ ପରୀକ୍ଷା ପୂର୍ବରୁ ଟେଲିଗ୍ରାମ୍ ବ୍ୟବହାର ଉପରେ ଅସ୍ଥାୟୀ କଟକଣା

ନୂଆଦିଲ୍ଲୀ: ନିଟ୍-ୟୁଜି ୨୦୨୬ ପୁନଃ ପରୀକ୍ଷାକୁ ସ୍ୱଚ୍ଛ, ସୁରକ୍ଷିତ ଏବଂ ନକଲମୁକ୍ତ ଭାବେ ସମ୍ପନ୍ନ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପରୀକ୍ଷା ପୂର୍ବରୁ ଅନିୟମିତତା ଏବଂ ଗୁଜବକୁ ରୋକିବା ପାଇଁ ଭାରତରେ ଟେଲିଗ୍ରାମ୍ ପ୍ଲାଟଫର୍ମ ଉପରେ ଜୁନ୍ ୨୨ ପର୍ଯ୍ୟନ୍ତ ଅସ୍ଥାୟୀ
Read More...

ପିଏମ୍ ସୂର୍ଯ୍ୟ ଘର ଯୋଜନାରେ ସାମିଲ ହେବେ ଆଇଟିଆଇ ଛାତ୍ରଛାତ୍ରୀ

ଭୁବନେଶ୍ବର: ରାଜ୍ୟରେ ‘ପିଏମ୍ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’କୁ ଅଧିକ ସଫଳ କରିବା ପାଇଁ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଘର ଛାତ ଉପରେ ରୁଫଟପ୍ ସୋଲାର ବ୍ୟବସ୍ଥା ସ୍ଥାପନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏବେ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ଏହି ଅଭିଯାନରେ
Read More...

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍

ନ୍ୟୁଜ୍ ବ୍ୟୁରୋ: ପିଲାମାନଙ୍କ ମାନସିକ ସ୍ୱାସ୍ଥ୍ୟର ସୁରକ୍ଷା ଏବଂ ସେମାନଙ୍କୁ ଡିଜିଟାଲ୍ ଆସକ୍ତିରୁ ଦୂରେଇ ରଖିବା ପାଇଁ ବ୍ରିଟେନ ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବାକୁ
Read More...

ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ

ନୂଆଦିଲ୍ଲୀ: ଦେଶରେ ଔଷଧ ବିକ୍ରୟ ନିୟମକୁ ଆହୁରି କଡ଼ା କରିଛନ୍ତି କେନ୍ଦ୍ର ସରକାର। ଏଣିକି କଫ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ରେ ସଂଶୋଧନ କରି ସରକାର ସିରପର ଓଭର-ଦି-କାଉଣ୍ଟର (OTC) ବିକ୍ରୟକୁ ବନ୍ଦ
Read More...

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ

ଭୁବନେଶ୍ବର: ରାଜଧାନୀର ସୈନିକ ସ୍କୁଲ ରାସ୍ତାରେ ସୋମବାର ରାତିରେ ଏକ ଭୟଙ୍କର ସିରିଜ୍ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ କାର ରାସ୍ତା କଡ଼ରେ ଚା’ ପିଉଥିବା ୪ ଜଣଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଏକ ଅଟୋ ଓ ଏକାଧିକ ବାଇକ୍‌ ଉପରେ ଚଢ଼ିଯାଇଥିଲା। ଏହି ଦୁର୍ଘଟଣାରେ ୪
Read More...

ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’

ଭୁବନେଶ୍ବର: ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ ସୋମବାର ଭୁବନେଶ୍ୱର ରେଳ ଷ୍ଟେସନରୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଏହି ବିଶେଷ ଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ରହି ଯାତ୍ରାରେ ସାମିଲ
Read More...

୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ସୂଚନା ଅନୁଯାୟୀ,
Read More...

୧୮ରୁ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ସ୍ପଷ୍ଟ କରିଛନ୍ତି ଯେ, ପୂର୍ବ ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ।
Read More...

ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ

ନୂଆଦିଲ୍ଲୀ: ଦେଶର ଡାକ ସେବାକୁ ଅଧିକ ଦ୍ରୁତ ଓ ଆଧୁନିକ କରିବା ଦିଗରେ ବଡ଼ ପଦକ୍ଷେପ ନେଇଛି ଡାକ ବିଭାଗ। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍‌. ସିନ୍ଧିଆ ଶନିବାର ସୂଚନା ଦେଇଛନ୍ତି ଯେ, ହିମାଚଳ ପ୍ରଦେଶରେ ଡ୍ରୋନ୍‌ ମାଧ୍ୟମରେ ଚିଠି ଓ ପାର୍ସଲ୍ ପରିବହନ ସେବା ଆରମ୍ଭ
Read More...