ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

TOP STORIES

ନେହେରୁ ବଙ୍ଗଳା ମାଛଧରା ଜେଟିରେ ଅଗ୍ନିକାଣ୍ଡ

ଜଳିଗଲା ୧୦ରୁ ଅଧିକ ବୋଟ୍ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଭୟଙ୍କର ନିଆଁରେ ଜଳିଗଲା ୧୦ଟି ବୋଟ୍। ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା। ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା
Read More...

ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ

ବଲାଙ୍ଗୀର:ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି। ତଦନ୍ତକାରୀ
Read More...

ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଚଳିତ ଥର ମାଟ୍ରିକ, ମଧ୍ୟମା ଓ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ୫ ଲକ୍ଷ ୨୨ ହଜାର ୩୬୬ ପରୀକ୍ଷାର୍ଥୀ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ।
Read More...

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

ଯାଜପୁର: ବାଣ ଭିଡ଼ିବାବେଳେ ଘଟିଛି ବଡ ଅଘଟଣ। ବିସ୍ଫୋରଣରେ ଉଡିଯାଇଛି ଘର ଛାତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ। ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର
Read More...

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା
Read More...

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି। ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ ଓ
Read More...

ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳିଲା ମୋହନଙ୍କ ଠିକଣା। ଆଉ ଗାନ୍ଧି ମାର୍ଗ ନୁହେଁ ଏବେ ସିଏମ ରହିବେ ରାଜ ଭବନ ମାର୍ଗରେ ଥିବା ସରକାରୀ ବାସଭବନରେ। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ
Read More...

ପୁରୀ ସମ୍ବଲପୁର, ଓ ରାଉରକେଲାରେ ଖୁବଶୀଘ୍ର ହେବ ପୌର ନିର୍ବାଚନ

ଭୁବନେଶ୍ବର: ପୁଣି ପୌର ନିର୍ବାଚନ ହେବା ନେଇ ବଡ଼ ସୂଚନା ଦେଇଛନ୍ତି ମୋହନ ସରକାର। ସମ୍ବଲପୁର, ରାଉରକେଲା ଓ ପୁରୀରେ ପୁଣି ହେବ ପୌର ନିର୍ବାଚନ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ହାଇକୋର୍ଟଙ୍କ ଶୁଣାଣି ପରେ ହେବ ର୍ନିବାଚନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ନଗର
Read More...

ଗେରୁଆ ରଙ୍ଗ ହେବ ସରକାରୀ ସ୍କୁଲ

ଭୁବନେଶ୍ବର: ମାର୍ଚ୍ଚ ୫ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ ନକରିବା ନିଷ୍ପତ୍ତିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଓଡ଼ିଶା ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ରଙ୍ଗ ବଦଳାଇବା ପାଇଁ ଘୋଷଣା କରିଛନ୍ତି। ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଏନେଇ
Read More...

ଦିନିକିଆରୁ ଅବସର ଘୋଷଣା କଲେ ଷ୍ଟିଭ୍‌ ସ୍ମିଥ୍‌

ନ୍ୟୁଜ ବ୍ୟୁରୋ: ଚମ୍ପିଆନ୍ସ ଟ୍ରଫି ୨୦୨୫ ସେମିଫାଇନାଲରେ ଭାରତଠାରୁ ପରାଜିତ ହେବା ପରେ ଅଷ୍ଟ୍ରେଲିଆ କ୍ରିକେଟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଦିନିକିଆ କ୍ରିକେଟକୁ ଅଲ୍‌ବିଦା କହିଛନ୍ତି ଅଷ୍ଟ୍ରେଲିଆ କ୍ରିକେଟ୍ ଟିମର ଅଧିନାୟକ ଷ୍ଟିଭ୍ ସ୍ମିଥ୍। ୧୭୦ଟି ଦିନିକିଆ ଖେଳି ଶେଷରେ ବୁଧବାର
Read More...