ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

TOP STORIES

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ଜୁଲାଇ ୨୪: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି
Read More...

ଓଡ଼ିଶାରେ ୧୫ ହଜାର କୋଟିର ଏଆଇ-ଆଇଟି ନିବେଶ

ଭୁବନେଶ୍ବର: ଓଡ଼ିଶାକୁ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଓ ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ି ତୋଳିବା ଲକ୍ଷ୍ୟରେ ରାଜ୍ୟ ସରକାର ଏଚ୍‌ସିଏଲ୍‌ଟେକ୍‌ ଓ ସର୍ବମ୍‌ ଏଆଇ ସହ ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ
Read More...

ପେପର ଲିକ୍‌ ବିରୋଧରେ କଠୋର ଆଇନକୁ କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ: ପରୀକ୍ଷାରେ ପେପର ଲିକ୍‌ ଘଟଣାକୁ ରୋକିବା ଏବଂ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ପେପର ଲିକ୍‌ ବିରୋଧୀ ଆଇନର
Read More...

ଅଗଷ୍ଟ ୧୬ରେ ଅବସର ନେବେ ଡିଜିପି ୱାଇ.ବି. ଖୁରାନିଆ

ନୂଆ ଡିଜିପି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ ଭୁବନେଶ୍ବର: ଓଡ଼ିଶା ପୁଲିସ ମହାନିର୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆ ଆସନ୍ତା ଅଗଷ୍ଟ ୧୬ ତାରିଖରେ ଅବସର ଗ୍ରହଣ କରିବେ। ଏଥିପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଗୃହ ବିଭାଗ ପକ୍ଷରୁ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି
Read More...

ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ

ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ସହ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ହିମାଚଳ ପ୍ରଦେଶ, ଜାମ୍ମୁ-କାଶ୍ମୀର, ଆସାମ, ଅରୁଣାଚଳ ପ୍ରଦେଶ ଓ ନାଗାଲାଣ୍ଡରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସବୁ
Read More...

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ

ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀନୂଆଦିଲ୍ଲୀ: ଦେଶରେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନିୟମିତତାକୁ ନେଇ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ପେପର ଲିକ୍‌ରେ
Read More...

ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର: ଜିନିଷପତ୍ରର ବଢୁଥିବା ଦରଦାମ୍ ମଧ୍ୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ରାଜ୍ୟ ସରକାର ପ୍ରି-ରିଭାଇଜ୍ଡ ORSP-୨୦୦୮ ବେତନ ସ୍କେଲ୍ ଅଧୀନରେ ଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଏହାଫଳରେ ଡିଏ ୨୫୭%ରୁ ବୃଦ୍ଧି ପାଇ ୨୬୨%
Read More...

ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ପ୍ରାୟ ଚୂଡ଼ାନ୍ତ ହୋଇଛି। ଯଦିଓ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ, ତଥାପି ପ୍ରାଥମିକ ସୂଚନା ଅନୁସାରେ ସେ ତପ୍ତପାଣି ଉଷ୍ଣପ୍ରସ୍ରବଣ ପରିଦର୍ଶନ
Read More...

ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ

ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ
Read More...

ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ

ଅଯୋଧ୍ୟା: ଅଯୋଧ୍ୟାସ୍ଥିତ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ମୋଟ ୫,୨୦୦ଟି ଆବେଦନ ମିଳିଛି। ଏହି ଚୟନ ପ୍ରକ୍ରିୟା ଆସନ୍ତା ଏକ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ବୁଧବାର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ରାମ ମନ୍ଦିର
Read More...