Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
TOP STORIES
ଇତିହାସ ରଚିଲା ଭାରତ
ଦୁବାଇ: ଭାରତର ବଡ଼ ବିଜୟ। ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ। ୪ ଓ୍ବିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଛି ଭାରତ। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା!-->…
Read More...
Read More...
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ!-->…
Read More...
Read More...
ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଦାରିଙ୍ଗବାଡ଼ି ତେରାବାଡି ଗାଁକୁ ଆସିଲା ବିଭାସ କୁମାର ନାୟକଙ୍କ ପାର୍ଥିବ ଶରୀର। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆତ୍ମୀୟଙ୍କ କାନ୍ଦ ବୋବାଳିରେ ଫାଟିପଡୁଛି ସାରା ଅଞ୍ଚଳ। ବିଭାସଙ୍କ ଶେଷ ଦର୍ଶନ ପାଇଁ ସମ୍ପର୍କୀୟଙ୍କ ଭିଡ଼!-->…
Read More...
Read More...
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ପୁରୀ: ମଟନ ନାଁରେ ଗୋମାଂସ ବିକ୍ରି ଅଭିଯୋଗ ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ଜିଲା ପ୍ରଶାସନ। ଏହି ଢ଼ାବାରେ ମଟନ୍ ନାଁରେ ଗୋମାଂସ ରୋଷେଇ କରି ଗ୍ରାହକ ମାନଙ୍କୁ ଦିଆଯାଉଥିଲା।
ଜୟା ଢାବାର ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩!-->!-->!-->…
Read More...
Read More...
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାରେ ବ୍ରହ୍ମପୁରରୁ ଗଡିଲା ସ୍ବତନ୍ତ୍ର ଟ୍ରେନ। ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ରେଳଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଗତକାଲି ଟ୍ରେନ ଯାତ୍ରା ଆରମ୍ଭ ହୋଇଛି। ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ!-->…
Read More...
Read More...
ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା। ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା!-->…
Read More...
Read More...
ରାଜଧାନୀରେ ଏନକାଉଣ୍ଟର
ଦୁର୍ଦ୍ଦାନ୍ତ ଏଟିଏମ୍ ଲୁଟେରା ଗୁରୁତରଭୁବନେଶ୍ବର: ରାତି ଅଧରେ ରାଜଧାନୀ ଛାତି ଉପରେ ହୋଇଛି ବଡ଼ ଏନକାଉଣ୍ଟର। ବଡ଼ଗଡ଼ ଅଞ୍ଚଳରେ ଏଟିଏମ ଲୁଟ ବେଳେ ଲୁଟେରା-ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଳି ବିନିମୟ ହୋଇଥିଲା। ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର କରିଛି!-->…
Read More...
Read More...
ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ
ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି। ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ!-->…
Read More...
Read More...
କର୍ଣ୍ଣାଟକରେ ଇସ୍ରାଏଲୀ ପର୍ଯ୍ୟଟକଙ୍କୁ ଦୁଷ୍କର୍ମ, ଓଡ଼ିଆ ଯୁବକଙ୍କୁ ହତ୍ୟା
କର୍ଣ୍ଣାଟକ: କର୍ଣ୍ଣାଟକ ଗଙ୍ଗାବତୀ ପର୍ଯ୍ୟଟକ ଆକ୍ରମଣ ମାମଲାରେ ନିଖୋଜ ଥିବା ଓଡ଼ିଆ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ ବିବାସ ବୋଲି ଜଣାପଡ଼ିଛି। ଏକ ଦୁଷ୍କର୍ମ ଏବଂ ଆକ୍ରମଣ ମାମଲାରେ ୪୨ ବର୍ଷିୟ ବିବାସ କେନାଲରେ ନିଖୋଜ ହୋଇଯାଇଥିଲେ। ଦୁଷ୍କର୍ମକାରୀ ଠେଲି ଦେବାରୁ!-->…
Read More...
Read More...
ସୁନା ଚୋରା ଚାଲାଣ ମାମଲାରେ ରିମାଣ୍ଡରେ ରାନ୍ୟା ରାଓ
ବେଙ୍ଗାଲୁରୁ: ସୁନା ଚୋରାଚାଲାଣ ମାମଲାରେ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ୩ ଦିନିଆ ରିମାଣ୍ଡରେ ପଠାଯାଇଛି। ଡାଇରେକ୍ଟୋରେଟ ଅଫ୍ ରେଭିନ୍ୟୁ ଇଣ୍ଟେଲିଜେନ୍ସ(ଡିଆର୍ଆଇ)ର ଯୁକ୍ତି ପରେ ବେଙ୍ଗାଲୁରୁସ୍ଥିତ ଇକୋନୋମିକ୍ ଅଫେନ୍ସ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାନ୍ୟାଙ୍କୁ ଜେରା ସମୟରେ ଏକ!-->…
Read More...
Read More...