ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

TOP STORIES

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ଆଇନିମନ୍ତ୍ରୀ

ଭୁବନେଶ୍ଵର: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନଭଣ୍ଡାରକୁ ନେଇ ଶନିବାର ବିଧାନସଭାରେ ଏକ ବଡ଼ ଘୋଷଣା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗୃହରେ ଲିଖିତ ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ଗଣତି ମଣତି ଶେଷ ହେବା ପରେ
Read More...

ଦଲାଇଲାମାଙ୍କ ଜୀବନପ୍ରତି ବିପଦ, ‘ଜେଡ’ ସୁରକ୍ଷା ବଢାଇଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ତିବ୍ଦତୀୟ ଧର୍ମଗୁରୁ ଦଳାଇଲାମାଙ୍କୁ ‘ଜେଡ’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାର ଦଳାଇଲାମାଙ୍କୁ ‘ଜେଡ’ ଶ୍ରେଣୀ ସିଆରପିଏଫ ସୁରକ୍ଷା ପ୍ରଦାନ କରିଛନ୍ତି। ଏହି ବର୍ଦ୍ଧିତ ସୁରକ୍ଷା ବ୍ୟବସ୍ଥା ଅଧୀନରେ, ୮୯ ବର୍ଷୀୟ ଆଧ୍ୟାତ୍ମିକ
Read More...

ଲୋକ ସଭାରେ ଆଗତ ହେଲା ନୂତନ ଆୟକର ବିଲ

ନୂଆଦିଲ୍ଲୀ: ଲୋକସଭାରେ ନୂତନ ଆୟକର ବିଲ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲୋକ ସଭାରେ ନୂତନ ଆୟକର ବିଲ ୨୦୨୫ ଆଗତ କରିଛନ୍ତି।ପୂର୍ବରୁ, ୭ ଫେବୃଆରୀ ୨୦୨୫ରେ, କେନ୍ଦ୍ର କ୍ୟାବିନେଟ ଏହି ବିଲକୁ ଅନୁମୋଦନ କରିଥିଲେ। ଏହି ନୂତନ ବିଲ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବ
Read More...

କରେଣ୍ଟ ଚାଲିଯିବାରୁ ମୋବାଇଲ ଟର୍ଚ୍ଚରେ ଦିଆଗଲା କେମୋ ଥେରାପି

ବୁର୍ଲା: ବୁର୍ଲା ଭୀମସାର କର୍କଟ ରୋଗ ବିଭାଗରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ୍ ରିସର୍ଚ୍ଚରେ କେମୋଥେରାପି ନେଉଥିବା ରୋଗୀମାନେ ଭୟଙ୍କର ଅବ୍ୟବସ୍ଥାର ଶିକାର ହୋଇଛନ୍ତି। କେମୋ ଚାଲିଥିବା ବେଳେ
Read More...

ରେମୁଣା ତହସିଲଦାର ଗିରଫ

ରେମୁଣା: କୋଟିପତି ରେମୁଣା ତହସିଲଦାର ଗିରଫ। ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ। ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ
Read More...

ପପୁଲାର ନର୍ସିଂହୋମ୍‌ ସିଲ୍‌

କଟକ: ପପୁଲାର ନର୍ସିଂହୋମ୍‌ ସିଲ୍‌। ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ମଙ୍ଗଳାବାଗ ଥାନା ଅଞ୍ଚଳରେ ପପୁଲାର ନର୍ସିଂହୋମ୍‌ ଆଣ୍ଡ୍‌ ହସ୍ପିଟାଲ୍‌କୁ ବୁଧବାର ସିଲ୍‌ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ୱାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ
Read More...

ଶ୍ରୀମନ୍ଦିରରେ ଜୈବିକ ଚାଉଳରେ ପ୍ରସ୍ତୁତ ହେବ ମହାପ୍ରସାଦ

ଭୁବନେଶ୍ବର:ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳ ବ୍ୟବହାର ହେବ। ଏ ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ ଧମକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ମୋଦି ଏବେ ବିଦେଶ ଗସ୍ତରେ ଥିବା ବେଳେ ମୁମ୍ବାଇ ପୋଲିସକୁ ମିଳିଛି ଧମକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଯାତ୍ରା ପୂର୍ବରୁ ତାଙ୍କ ବିମାନ ଉପରେ ଆତଙ୍କବାଦୀ ଆକ୍ରମଣ କରିବା ନେଇ ଏକ ଧମକପୂର୍ଣ୍ଣ ଫୋନ୍ ମୁମ୍ବାଇ ପୋଲିସ ପାଖକୁ ଆସିଛି। ପୋଲିସ
Read More...

ଅଯୋଧ୍ୟା ରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟୈନ୍ଦ୍ର ଦାସଙ୍କ ପରଲୋକ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ। ପ୍ରଭୁ ରାମଲାଲାଙ୍କର ପରମଭକ୍ତ ତଥା ରାମ ଜନ୍ମଭୂମୀ ଅଯୋଧ୍ୟା ଶ୍ରୀରାମ ମନ୍ଦିରର ପ୍ରଧାନ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ହୋଇଛି। ୮୫ ବର୍ଷ ବୟସରେ ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ଆଚାର୍ଯ୍ୟଙ୍କ
Read More...

୧୮ରୁ +୨ ପରୀକ୍ଷା ଆରମ୍ଭ , ହବକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ବର: ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି +୨ ଥିଓରି ପରୀକ୍ଷା। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବ୍ ଗୁଡିକୁ +୨ ପରୀକ୍ଷା ପ୍ରଶ୍ନପତ୍ର ଯିବା
Read More...