ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

TOP STORIES

ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ପ୍ରାୟ ଚୂଡ଼ାନ୍ତ ହୋଇଛି। ଯଦିଓ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ, ତଥାପି ପ୍ରାଥମିକ ସୂଚନା ଅନୁସାରେ ସେ ତପ୍ତପାଣି ଉଷ୍ଣପ୍ରସ୍ରବଣ ପରିଦର୍ଶନ
Read More...

ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ

ଏମ୍‌କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ
Read More...

ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ

ଅଯୋଧ୍ୟା: ଅଯୋଧ୍ୟାସ୍ଥିତ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ମୋଟ ୫,୨୦୦ଟି ଆବେଦନ ମିଳିଛି। ଏହି ଚୟନ ପ୍ରକ୍ରିୟା ଆସନ୍ତା ଏକ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ବୁଧବାର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ରାମ ମନ୍ଦିର
Read More...

ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରୁ ଦୁଇଟି ତଦନ୍ତ କମିଶନ ରିପୋର୍ଟ ନିଖୋଜ ହୋଇଥିବା ଅଭିଯୋଗ ମାମଲାରେ ପୂର୍ବତନ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନଙ୍କୁ ନୋଟିସ ଜାରି କରିଛି ଓଡ଼ିଶା ପୋଲିସ। ଭୁବନେଶ୍ୱର କ୍ୟାପିଟାଲ ଥାନା ପକ୍ଷରୁ ଜାରି ହୋଇଥିବା ଏହି ନୋଟିସରେ
Read More...

ସୁଟକେସ୍‌ ଭିତରେ ମହିଳାଙ୍କ ମୃତଦେହ ଉଦ୍ଧାର

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହର ଉପକଣ୍ଠରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ରାମୋହଲ୍ଲି ହ୍ରଦରେ ଭାସୁଥିବା ଏକ ସୁଟକେସ୍‌ ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ବୋଲି ପୁଲିସ ସୂଚନା ଦେଇଛି। ଏହି ହ୍ରଦ କୁମ୍ବଳଗୋଡୁ ଥାନା ଅଞ୍ଚଳ ଅନ୍ତର୍ଗତ
Read More...

ସେପ୍ଟେମ୍ବର ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଦାବି ଓ ଅଭିଯୋଗର ସମାଧାନ ସେପ୍ଟେମ୍ବର ୨ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହାପରେ ସେପ୍ଟେମ୍ବର ୬, ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ
Read More...

ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂଲିଶ ବନାନ ବାଧ୍ୟତାମୂଳକ

ଭୁବନେଶ୍ବର: ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଓ ସହରାଞ୍ଚଳ ନାମଗୁଡ଼ିକର ସଂଶୋଧିତ ଇଂଲିଶ ବନାନକୁ ତୁରନ୍ତ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗର ଅତିରିକ୍ତ
Read More...

ବର୍ଷା ସହ ବଢ଼ୁଛି ଡେଙ୍ଗୁ ଚିନ୍ତା: ରାଜ୍ୟରେ ୨୬୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଡେଙ୍ଗୁ ସଂକ୍ରମଣ ନେଇ ଚିନ୍ତା ବଢ଼ିଛି। ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ସଂଖ୍ୟା କମ୍ ରହିଛି। ତଥାପି ଆଗାମୀ ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ବଢ଼ିବାର ଆଶଙ୍କା
Read More...

ସେପ୍ଟେମ୍ବର ୧ରୁ ପଶ୍ଚିମବଙ୍ଗରେ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ସରକାର ସରକାରୀ କାର୍ଯ୍ୟକଳାପରେ ବଙ୍ଗଳା ଭାଷାର ବ୍ୟବହାରକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର
Read More...

ଅମରନାଥ, ବୈଷ୍ଣୋଦେବୀ ଓ ଶିବ ଖୋରୀ ଯାତ୍ରା ସାମୟିକ ଭାବେ ସ୍ଥଗିତ

ଜମ୍ମୁ-କାଶ୍ମୀର: ଜାମ୍ମୁ ଓ କାଶ୍ମୀରରେ ଆଗାମୀ କିଛି ଦିନ ମଧ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଅମରନାଥ ଯାତ୍ରା ସହିତ ମାତା ବୈଷ୍ଣୋଦେବୀ ଏବଂ ଶିବ ଖୋରୀ ମନ୍ଦିର ଯାତ୍ରାକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ତୀର୍ଥଯାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ
Read More...