Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ଭକ୍ତ ଚରଣ ଦାସ ହେଲେ ପିସିସି ସଭାପତି
ଭୁବନେଶ୍ବର: କିଏ ହେବ କଂଗ୍ରେସ ପିସିସି ସଭାପତି ? ଏହାକୁ ଅନେକ ଦିନ ଧରି ଚର୍ଚ୍ଚା ଲାଗି ରହିଥିଲା। ଶେଷରେ ପିସିସି ସଭାପତିଙ୍କ ନାଁ ଘୋଷଣା କଲା ଏଆଇସିସି। ଓଡ଼ିଶା ପିସିସି ସଭାପତି ଭାବେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତଚରଣ ଦାସଙ୍କୁ ନାଁ ଘୋଷଣା କରାଯାଇଛି।!-->…
Read More...
Read More...
ଖୁବ୍ଶୀଘ୍ର ହେବ ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏଓଭର
ଭୁବନେଶ୍ବର: ଟ୍ରାଫିକ୍ ସମସ୍ୟାରୁ ବହୁ ମାତ୍ରାରେ ମୁକ୍ତି ପାଇବେ ରାଜଧାନୀବାସୀ। ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଜୟଦେବ ବିହାର-ନନ୍ଦନକାନନ ଫ୍ଲାଏ ଓଭର କାମ। ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପକୁ ସରକାରଙ୍କ!-->…
Read More...
Read More...
ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ
ପୁରୀ: ଆଉ ଭିନ୍ନ ଭିନ୍ନ ପଞ୍ଜିକାରେ ରହିବନି ଭିନ୍ନ ଭିନ୍ନ ତଥ୍ୟ। ଏବେ ସବୁ ପଞ୍ଜିକାରେ ପର୍ବପର୍ବାଣୀକୁ ନେଇ ରହିବ ସମାନ ତଥ୍ୟ। ପଞ୍ଜିକା ସମୀକରଣ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏହାସହ ୫ଟି ପଞ୍ଜିକାକୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ!-->…
Read More...
Read More...
ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ!-->…
Read More...
Read More...
ବାଇକକୁ ପିଟିଲା କାର୍: ୩ ଯୁବକ ମୃତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।!-->…
Read More...
Read More...
ତିରୁପତି ଲଡୁ ବିବାଦ ଘଟଣାରେ ୪ ଜଣଙ୍କୁ ଗିରଫ କଲା ସିବିଆଇ
ଆନ୍ଧ୍ର ପ୍ରଦେଶ: ବହୁଚର୍ଚ୍ଚିତ ତିରୁପତି ଲଡୁ ଅପମିଶ୍ରଣ ବିବାଦ ଘଟଣାରେ ସିବିଆଇ ୪ଜଣଙ୍କୁ ଗିରଫ କରିଛି। ତିରୁପତି ମନ୍ଦିରକୁ ଘିଅ ଯୋଗାଉଥିବା ବିଭିନ୍ନ କମ୍ପାନୀର ୪ଜଣଙ୍କୁ ଗିରଫ କଲା ସିବିଆଇ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଏଆର.ଡେରୀ (ତାମିଲନାଡୁ), ପରାଗ ଡାଏରୀ (ଉତ୍ତର ପ୍ରଦେଶ),!-->…
Read More...
Read More...
ଫ୍ଲଡ ଲାଇଟ ବନ୍ଦ ଘଟଣାରେ ଓସିଏକୁ କାରଣ ଦର୍ଶାଅ ନୋଟିସ
କଟକ: ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଚାଲୁଥିବା ବେଳେ ଫ୍ଲଡ୍ ଲାଇଟ୍ ବନ୍ଦ ହେବା ପ୍ରସଙ୍ଗରେ ଆକସନ ମୋଡରେ ରାଜ୍ୟ ସରକାର। ଓଡ଼ିଶା କ୍ରିକେଟ ଆସୋସିଏସନ (OCA)କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ଓ ଯୁବ ସେବା ବିଭାଗ। କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ!-->…
Read More...
Read More...
ଟ୍ରେନ୍ ଟଏଲେଟ୍ରେ ଯୁବକଙ୍କ ମୃତଦେହ ଉଦ୍ଧାର
ସମ୍ବଲପୁର: ଟ୍ରେନ୍ ଟଏଲେଟରୁ ମୃତଦେହ ଉଦ୍ଧାର। ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍ରେ ସମ୍ବଲପୁର -ନାନ୍ଦେଡ଼ ଟ୍ରେନର ଟଏଲେଟ୍ରୁ ଏକ ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ।
ସୂଚନା ଅନୁଯାୟୀ ନାନ୍ଦେଡ ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ ଆଜି ସକାଳେ ସମ୍ବଲପୁରରେ!-->!-->!-->…
Read More...
Read More...
ସଙ୍ଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରି ପୂଜା ମଧ୍ୟ କରିଥିଲେ।। ରାଷ୍ଟ୍ରପତିଙ୍କ ସହ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ!-->…
Read More...
Read More...
ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ
ମଣିପୁର: ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି!-->…
Read More...
Read More...