Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ରାଜ୍ୟର ୩୧୪ ବ୍ଲକରେ ହେବ ଷ୍ଟାଡିୟମ
ଭୁବନେଶ୍ବର: ରାଜ୍ୟର ସମସ୍ତ ୩୧୪ ବ୍ଲକରେ ଷ୍ଟାଡିୟମ ନିର୍ମାଣ ନେଇ ଏକ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ଓଡ଼ିଶା କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ଗ୍ରାମୀଣ!-->!-->!-->…
Read More...
Read More...
ଭିସୁଟର କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଦୀପକ କୁମାର ସାହୁ
ସମ୍ବଲପୁର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି।
୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ!-->!-->!-->…
Read More...
Read More...
ଏୟାରଲିଫ୍ଟି ହେଲେ ଉତ୍ତମ ମହାନ୍ତି
ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯାଇଛି। ଉତ୍ତମ ମହାନ୍ତିଙ୍କ ଅତି ନିକଟ ସୂତ୍ରରୁ ଏହି ସୂଚନା ମିଳିଛି। ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯାଇଛି।!-->…
Read More...
Read More...
ସର୍ବନିମ୍ନ ୧୦ ହଜାର ଟଙ୍କା ମିଳିବ ପେନସନ୍
ନୂଆଦିଲ୍ଲୀ: ଗତ ୨୦୨୪ ଅଗଷ୍ଟ ୨୪ ତାରିଖରେ ଏକୀକୃତ ପେନସନ୍ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ୍। ସୁନିଶ୍ଚିତ ପେନ୍ସନ୍, ପାରିବାରିକ ପେନ୍ସନ୍, ମୁଦ୍ରାସ୍ଫିତି ଆଦି ବିଭିନ୍ନ କାରଣକୁ ଦୃଷ୍ଟିରେ ରଖି ଅନୁରୂପ ପେନ୍ସନ୍ ନିର୍ଦ୍ଧାରଣ କରିବା ପାଇଁ ବିଭିନ୍ନ ସେବା!-->…
Read More...
Read More...
ବଦଳିବ ‘ମୋ ବସ’ ହେବ ‘ଆମ ବସ’
ଭୁବନେଶ୍ବର: ବଦଳିବ ‘ମୋ ବସ୍’ର ନାଁ। ‘ମୋ ବସ୍’ ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍’। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ‘ମୋ ବସ୍’ ଏକ ଅହଂକାର ଶବ୍ଦ। ମୋହନ ସରକାର ଲୋକଙ୍କ ସରକାର। ତେଣୁ ମୋ ବଦଳରେ ଆମର କହିବା ଠିକ୍ ହେବ ବୋଲି!-->…
Read More...
Read More...
ହାରିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ!-->…
Read More...
Read More...
ଦିଲ୍ଲୀରେ କାଲକାଜୀ ଆସନରୁ ଜିତିଲେ ଆତିଶୀ
ନୂଆଦିଲ୍ଲୀ: ଆପ ପାଇଁ ଖୁସି ଖବର। ବଡ଼ ବିଜୟ ହାସଲ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା। କାଲକାଜୀ ଆସନରୁ ଜିତିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଭାଜପାର ରମେଶ ବିଧୁରୀଙ୍କୁ ୩୫୦୦ ଭୋଟରେ ପରାସ୍ତ କଲେ ଆତିଶୀ। ଆପ୍ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ!-->…
Read More...
Read More...
ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ
ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା!-->…
Read More...
Read More...
ସୋନୁ ସୁଦ୍ଙ୍କ ନାଁରେ ଗିରଫ ପରଓ୍ବାନା ଜାରି
ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି।
ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର!-->!-->!-->…
Read More...
Read More...
୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ
ନୂଆଦିଲ୍ଲୀ: ୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ। ମୁଦ୍ରାନୀତିକୁ ନେଇ ସୂଚନା ଦେଇଛନ୍ତି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା। ରେପୋ ରେଟ୍ ୬.୫%ରୁ ୬.୨୫%କୁ ଖସିଥିବା ନେଇ ସୂଚନା ମିଳିଛି। ଏହା ଫଳରେ ଗୃହ ନିର୍ମାଣ ଉପରେ ଇଏମଆଇ ଖସିବାର ସମ୍ଭାବନା ରହିଛି।
!-->!-->!-->…
Read More...
Read More...