Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
TOP STORIES
ମୟୂରଭଞ୍ଜରେ ୩୭୫ କୋଟିର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଉପଖଣ୍ଡରେ ୩୭୫ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ଉଦଳାର ପାଟପୁର ଅଞ୍ଚଳରେ ଆୟୋଜିତ ‘ବିକାଶ ପଥେ ମୟୂରଭଞ୍ଜ’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରାୟ ୧୦୦ କୋଟି!-->…
Read More...
Read More...
ମୁମ୍ବାଇରୁ ଝାରସୁଗୁଡାକୁ ଆରମ୍ଭ ହେଲା ବିମାନ ସେବା
ଭୁବନେଶ୍ବର: ଝାରସୁଗୁଡାବାସୀଙ୍କ ପାଇଁ ଖୁସି ଖବର। ଆକାଶପଥରେ ଯୋଡ଼ି ହେଲା ଝାରସୁଗୁଡ଼ାରୁ ମୁମ୍ବାଇ।ବହୁ ପ୍ରତିକ୍ଷୀତ ଝାରସୁଗୁଡା- ମୁମ୍ବାଇ ମଧ୍ୟରେ ବିମାନ ସେବା ଆଜିଠୁ ଆରମ୍ଭ ହୋଇଯାଇଛି। ସପ୍ତାହକୁ ସବୁଦିନ ଏହି ବିମାନ ଚଳାଚଳ କରିବ।
ମୁମ୍ବାଇ ବିମାନବନ୍ଦରରୁ ଦିନ ୧୦ଟା ୫୫ରେ!-->!-->!-->…
Read More...
Read More...
ଏପ୍ରିଲ ୧ରୁ ଲାଗୁ ହେବ କାର୍ଯ୍ୟରତ ପାଚିକାଙ୍କ ବର୍ଦ୍ଧିତ ପାରିତୋଷିକ
ଭୁବନେଶ୍ବର; ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।!-->…
Read More...
Read More...
ସହଦେବ ନାୟକ ହତ୍ୟା ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ
ଭୁବନେଶ୍ବର: ବାଣୀବିହାର- ରସୁଲଗଡ଼ ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି। କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା!-->…
Read More...
Read More...
ନୂଆ ପିସିସିଏଫ ଭାବେ ନିଯୁକ୍ତ ହେଲେ ସୁରେଶ ପନ୍ତ
ଭୁବନେଶ୍ବର: ପିସିସିଏଫର ନୂଆ ମୁଖ୍ୟ ହେଲେ ଆଏଫଏସ ସୁରେଶ ପନ୍ତ। ୧୯୯୦ ବ୍ୟାଚ୍ର ଆଇଏଫଏସ ସୁରେଶ ପନ୍ତଙ୍କୁ ନୂଆ ପିସିସିଏଫ ଭାବେ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଆଇଏଫଏସ ସୁରେଶ ପନ୍ତ ହେଲେ ନୂଆ ପିସିସିଏଫ!-->!-->!-->…
Read More...
Read More...
ଟଙ୍କା ଝାମ୍ପି ନେବାବେଳେ ନିସ୍ତୁକ ମାଡ ଖାଇଲେ ଲୁଟେରା
ବରଗଡ଼: ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି।
ଜଣେ ଗ୍ରାହକ ପ୍ରାୟ ୭୭ ହଜାର ଟଙ୍କା ଜମା କରିବା ବେଳେ!-->!-->!-->…
Read More...
Read More...
ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି
ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ଆଜି ଛାତ୍ରଛାତ୍ରୀ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି। ବିଜ୍ଞାନ ସି ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ୱୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲେ ସୁପରଷ୍ଟାର ଉତ୍ତମ ମହାନ୍ତି
ଭୁବନେଶ୍ଵର, ପଞ୍ଚଭୂତରେ ଲୀନ ହେଲେ ବର୍ଷିୟାନ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି। ପୁଅ ବାବୁସାନ ଉତ୍ତମଙ୍କୁ ମୁଖାଗ୍ନି ଦେଇଛନ୍ତି। ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ଗାର୍ଡ ଅଫ ଅନର୍ ଦିଆଯାଇଛି।ଏହାସହ!-->…
Read More...
Read More...
ବଢିବ ଦିନର ତାପମାତ୍ରା
ଭୁବନେଶ୍ଵର, ଏଣିକି ରାଜ୍ୟ ରେ ଦିନ ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ଦିନ ତାପମାତ୍ରା ୨-୪° C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ଓ ପରବର୍ତ୍ତୀ ୨ ଦିନ ରେ ତାପମାତ୍ରା ୨°C ଯାଏଁ ବୃଦ୍ଧି ପାଇପାରେ। ମାର୍ଚ୍ଚ ୩-୪ ତାରିଖ ବେଳକୁ!-->…
Read More...
Read More...
ଆରପାରିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି
ଭୁବନେଶ୍ଵର, ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ଓ କିଛିଦିନ ପୂର୍ବରୁ!-->…
Read More...
Read More...