Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category
TOP STORIES
୯ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟ ୯ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି।!-->…
Read More...
Read More...
ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଭୁବନେଶ୍ବର; ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରିବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧର!-->…
Read More...
Read More...
‘ଆଭା’ କାର୍ଡ, ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ପୂର୍ବ ଡାଟା
ଭୁବନେଶ୍ବର: ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ସମସ୍ତ ପୂର୍ବ ଡାଟା। ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ। ଏହି ମିଶନ ଅଧୀନରେ ରୋଗୀଙ୍କୁ ମିଳିବ ଏକ ସ୍ୱତନ୍ତ୍ର କାର୍ଡ। ଏହି କାର୍ଡର ନାଁ ହେଉଛି ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ‘ଆଭା’। ନ୍ୟାସନାଲ!-->…
Read More...
Read More...
ଏଥର ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼
ମଡେଲକୁ ଖାରଜ କଲା କେନ୍ଦ୍ରନୂଆଦିଲ୍ଲୀ: ଚଳିତ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ, ଭାରତ ସରକାର ଚଳିତ ବର୍ଷ ଗଣତନ୍ତ୍ର ଦିବସ!-->…
Read More...
Read More...
ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କାରାବରଣ କରିଥିବା ସ୍ୱାଧୀନତା!-->!-->!-->…
Read More...
Read More...
୪ ଜଣଙ୍କୁ ମିଳିବ ଖେଳରତ୍ନ
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ!-->…
Read More...
Read More...
ଭୁବନେଶ୍ୱରରୁ ନକଲି ସିମେଣ୍ଟ ଠାବ
ଭୁବନେଶ୍ୱର: ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ। ଭୁବନେଶ୍ୱରରୁ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। ନାମୀଦାମୀ କମ୍ପାନୀର ପ୍ୟାକେଟକୁ ବ୍ୟବହାର କରି ଏହି କାରବାର ଚାଲିଛି। ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ଏହା ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇବା ପରେ ନକଲି!-->…
Read More...
Read More...
ଓଡ଼ିଶାରେ ନୂଆ ରାଜ୍ୟପାଳ
ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନରଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ!-->…
Read More...
Read More...
ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍ ଅଧିକାରୀ
ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍ର ୩ ଆଇପିଏସ୍ ବିନୟତୋଷ ମିଶ୍ର, ଆର୍ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି!-->…
Read More...
Read More...
ଶିମିଳିପାଳ ଫେରିଲା ‘ଜିନ୍ନତ’
ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି!-->…
Read More...
Read More...