ପ୍ରମୁଖ ଖବର

ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category

TOP STORIES

ଧରା ପଡିଲେ ଡ଼କାୟତ ଗ୍ୟାଙ୍ଗ, ୪୩୧ ଗ୍ରାମ ଗହଣା ଜବତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଧୀନସ୍ଥ ଅମ୍ଳଭଟ୍ଟା ଗ୍ରାମର ଏକ ସୁନା ଦୋକନରୁ ବଡ଼ ଧରଣର ଡ଼କାୟତି। ଉକ୍ତ ଚୋରି ଘଟଣାରେ ପୋଲିସ ଜଣେ ନାବାଳକ କୋର୍ଟରେ ହାଜର କରି ପରବର୍ତ୍ତୀ ସମୟରେ ବାଳ ସୁଧାର ଗୃହକୁ ପଠାଇଛି। ଏହି ଘଟଣାରେ ପୋଲିସ ୪୩୧ଗ୍ରାମ ସୁନା ଓ ଗୋଟିଏ ମୋଟରସାଇକେଲ
Read More...

ଏଥର ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି

ଭୁବନେଶ୍ବର: ରେଳ ବଜେଟ ୨୦୨୫-୨୬ରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ। ରେଳବାଇ କ୍ଷେତ୍ରରେ ଚଳିତ ବଜେଟରେ ଓଡ଼ିଶାକୁ ମିଳିଛି ୧୦ ହଜାର ୫୯୯ କୋଟି ଟଙ୍କା। ପୂର୍ବ ବଜେଟ ଅପେକ୍ଷା ରହିଛି ସର୍ବାଧିକ ବଜେଟ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି।ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
Read More...

ଆଜି ସରୁଛି ଦିଲ୍ଲୀ ନିର୍ବାଚନର ପ୍ରଚାର

ଆସନ୍ତା ୫ରେ ଭୋଟ, ୮ରେ ଗଣତି ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର। ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ। ଆସନ୍ତା ୫ ତାରିଖରେ
Read More...

କୋମ୍ବିଂ ଅପରେସନ ବେଳେ ୨୫ କିଲୋ ଓଜନର ଆଇଇଡି ଠାବ

ଛତିଶଗଡ: ନକ୍ସଲଙ୍କ ଯୋଜନା ପୁଣି ଥରେ ପଣ୍ଡ କଲେ ଯବାନ। ଓଡିଶା ସୀମାନ୍ତ ଛତିଶଗଡ ବିଜାପୁରରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ରାସ୍ତାରେ ଲ୍ୟାଣ୍ଡମାଇନ ବିଛାଇଥିଲା ମାଓବାଦୀ ସଂଗଠନ। ଯାହାକୁ କାବୁ କରିବାରେ ସଫଳ ହୋଇଥିଲେ ଯବାନ।ଯବାନମାନେ ଏହି
Read More...

କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର

ଜଳେଶ୍ୱର: କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର ଚାପି ହୋଇଗଲେ ଡ୍ରାଇଭର। ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଗଲେ ଡ୍ରାଇଭର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ଗତ
Read More...

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ

ପୁରୀ: ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଟ୍ରାଫିକ କଟକଣା ଜାରି

ପୁରୀ: ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ପାଇଁ ଅତ୍ୟଧିକ ଭିଡ ହେବା ସମ୍ଭାବନା ଥିବାରୁ ସୁରୁଖୁରୁରେ ଟ୍ରାଫିକ୍ ଚଳାଚଳ ପାଇଁ ଏବଂ ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ ପୁଲିସ ଟ୍ରାଫିକ କଟକଣା ଜାରି
Read More...

୮ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ। ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ
Read More...

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

ଭବାନୀପାଟଣା: ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ। ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା।ଆଜି ବସନ୍ତ
Read More...

ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ। ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ
Read More...