Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ରାଷ୍ଟ୍ରପତିଙ୍କୁ ‘ପୁଅର୍ ଲେଡି’ କହି ବିବାଦରେ ସୋନିଆ
ନୂଆଦିଲ୍ଲୀ: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ପୁଅର୍ ଲେଡି’ କହିବା ପରେ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ!-->…
Read More...
Read More...
ଗିରଫ ହେଲେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ
ବଣେଇ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ।। ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ।
ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ!-->!-->!-->…
Read More...
Read More...
ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଣାଇ: ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀଙ୍କ ଅମାପ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ସକାଳୁ ସକାଳୁ ବଣାଇ ପିଏ ବିଶ୍ୱଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ଚଢାଉ ବେଳେ ପୁଳାପୁଳା ପ୍ଲଟ୍, ଫ୍ଲାଟ୍ ଓ ସୁନା ଜବତ କରିଛି ଭିଜିଲାନ୍ସ। ଏବେବି ଚଢାଉ ଜାରି ରହିଥିବା ବେଳେ!-->…
Read More...
Read More...
ଭଗବନ୍ତ ମାନଙ୍କ ଦିଲ୍ଲୀ ବାସଭବନରେ ନିର୍ବାଚନ କମିଶନ ଚଢାଉ
ନୂଆଦିଲ୍ଲୀ: ଫେବୃଆରୀ ୫ ତାରିଖରେ ଦିଲ୍ଲୀ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଦାବି କରିଛନ୍ତି ଯେ ନିର୍ବାଚନ କମିଶନଙ୍କ ଟିମ୍ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ସରକାରୀ ବାସଭବନରେ ଚଢାଉ କରିଛି।
ସୂଚନା ଅନୁଯାୟୀ, ଆପ ପଞ୍ଜାବ ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ
ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍ଥ କେୟାର ସର୍ଭିସେସ୍ ପକ୍ଷରୁ ଏକ ବିସ୍ତୃତ ଯୋଜନା ହାତକୁ ନିଆଯାଇଛି। ତୃଣମୂଳ ସ୍ତରର ଲୋକଙ୍କୁ ସୁଲଭ ତଥା ଗୁଣବତା ବିଶିଷ୍ଟ ସ୍ୱାସ୍ଥ୍ୟ ସେବା ଦେବାକୁ ପ୍ରତି ଜିଲ୍ଲାରେ ଏହି ସଂସ୍ଥା ପକ୍ଷରୁ ୫୦ ଶଯ୍ୟା!-->…
Read More...
Read More...
ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି
ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ!-->…
Read More...
Read More...
ଡ୍ରୋନ ଉଡ଼ାଣକାରୀଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ପୁରୀ: ଏଣିକି ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡାଇଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଶ୍ରୀମନ୍ଦିରର ୧୦୦ ମିଟର ପରିଧି ଅଞ୍ଚଳ ନିଷିଦ୍ଧାଞ୍ଚଳଭାବେ ଡିଜିସିଏ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ଅଞ୍ଚଳରେ ଡ୍ରୋନ ଆଦି ଉଡ଼ାଇବା ସମ୍ପୂର୍ଣ୍ଣ ବେଆଇନ। ଯଦି ଏପରି ଦେଖାଯାଏ ତେବେ ଡ୍ରୋନ!-->…
Read More...
Read More...
କୁମ୍ଭମେଳାକୁ ଓଡ଼ିଶାରୁ ସ୍ୱତନ୍ତ୍ର ବସ୍ ସେବା ବାତିଲ କଲା ଓଏସଆରଟିସି
ଭୁବନେଶ୍ବର: କୁମ୍ଭମେଳା ପାଇଁ ଓଏସଆରଟିସି ପକ୍ଷରୁ ଓଡ଼ିଶାରୁ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରାଯାଇଥିଲା। ଯାହାକୁ ଏବେ ବାତିଲ କରି ଦିଆଯାଇଛି। ଫେବୃଆରୀ ୪ ତାରିଖ ଯାଏଁ ଓଏସଆରଟିସିର ସ୍ୱତନ୍ତ୍ର ବସ୍ ବାତିଲ୍ କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଏସଆରଟିସି ପକ୍ଷରୁ!-->…
Read More...
Read More...
ମହାକୁମ୍ଭରେ ଦଳାଚକଟା ପରେ ନିୟମରେ ପରିବର୍ତ୍ତନ
ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭ ମେଳାରେ ଦଳାଚକଟା ଘଟଣା ପରେ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ମେଳା କ୍ଷେତ୍ରରେ ୫ଟି ବଡ ପରିବର୍ତ୍ତନ ଲାଗୁ କରାଯାଇଛି। ଯାହା ଅଧୀନରେ ମେଳା ପରିସରରେ ପାଞ୍ଚଟି ପ୍ରମୁଖ ପରିବର୍ତ୍ତନ କାର୍ଯ୍ୟକାରୀ କରାଯାଇଛି।
ପ୍ରଥମତଃ, ସମଗ୍ର ମେଳା ଅଞ୍ଚଳକୁ!-->!-->!-->…
Read More...
Read More...
ଆମେରିକାରେ ବିମାନ ଦୁର୍ଘଟଣାରେ ୧୯ ମୃତ
ଆମେରିକା: ଆମେରିକାରେ ବଡ଼ ବିମାନ ଦୁର୍ଘଟଣା। ହେଲିକପ୍ଟର ସହ ଏକ ବିମାନର ଧକ୍କା ହୋଇଛି। ରୋନାଲ୍ଡ ରେଗନ ଏୟାରପୋର୍ଟ ନିକଟରେ ଏକ ବିମାନ ଅବତରଣ କରିବା ସମୟରେ ହେଲିକପ୍ଟରକୁ ଧକ୍କା ଦେଇଥିଲା। ଏଥିରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ବିମାନଟି ପୋଟୋମେକ୍ ନଦୀକୁ!-->…
Read More...
Read More...