Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ଭୁବନେଶ୍ୱରରେ ପହଞ୍ଚିଲେ ମୋହନ ଭାଗବତ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି (ଆରଏସଏସ) ସଙ୍ଘଚାଳକ ଡ. ମୋହନ ଭାଗବତ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି ମୋହନ ଭାଗବତ। ଆଜି ଏକ ସ୍ମୃତିସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲିଠାରୁ ସାଙ୍ଗଠନିକ ବୈଠକ କରିବେ ମୋହନ।ଭାଗବତ!-->…
Read More...
Read More...
ପାଟଣାଗଡ଼ ପାର୍ସଲ ବୋମା ଘଟଣା ୪ ସପ୍ତାହ ମଧ୍ୟରେ ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ପାଟଣାଗଡ଼: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ହାଇକୋର୍ଟ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ଶୁଣାଣି!-->…
Read More...
Read More...
ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତ ପାଇଁ ୮ ଚୁକ୍ତି ସ୍ଵାକ୍ଷର
ଭୁବନେଶ୍ବର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫। ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ ମହାକୁମ୍ଭ ‘ଉତ୍କର୍ଷ ଓଡ଼ିଶା’ ନୂଆ ଊର୍ଜା ଯୋଗାଇବ।!-->…
Read More...
Read More...
ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ
ଭୁବନେଶ୍ବର: ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ। ପୋପରଙ୍ଗା ସରକାରୀ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କଲେ ବିଇଓ। ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି। ଗତ ସୋମବାର ଜଣେ ୪ର୍ଥ ଶ୍ରେଣୀ!-->…
Read More...
Read More...
ବରିଷ୍ଠ ଗୀତିକାର ଓ ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କ ପରଲୋକ
କଟକ: ବରିଷ୍ଠ ଓଡ଼ିଆ ଗୀତିକାର ତଥା ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କର ପରଲୋକ ଘଟିଛି। ୮୭ ବର୍ଷ ବୟସରେ କଟକ ଏସସିବି ମେଡିକାଲ୍ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନାୟୁଜନିତ ସମସ୍ୟା ପାଇଁ କିଛି ମାସ ହେବ ଏସସିବି ମେଡିକାଲ୍ ଆଇସିୟୁରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ!-->…
Read More...
Read More...
ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ତଷ୍ଟ୍ରିଆଲ ପାର୍କ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ଆଜି ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ ହେବ। ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ!-->…
Read More...
Read More...
କାର୍ଯ୍ୟରେ ଅବହେଳା ପାଇଁ ଦେବଗଡ଼ ପୌରାଧ୍ୟକ୍ଷା ବହିଷ୍କୃତ
ଦେବଗଡ଼: ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାର। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ଜିଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।!-->…
Read More...
Read More...
ମହାକୁମ୍ଭ ମେଳାରେ ଦଳାଚକଟା
ଉତ୍ତରପ୍ରଦେଶ: ମହାକୁମ୍ଭ ମେଳାରେ ମହା ଅଘଟଣ। ଅମାବାସ୍ୟାରେ ଅମୃତ ସ୍ନାନ ପରିବର୍ତ୍ତେ ଶ୍ମଶାନ ପାଲଟିଲା ଠିକଣା। ମହାକୁମ୍ଭ ମେଳାରେ ଦଳାଚକଟା କାରଣରୁ ବହୁ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଅନେକ ଆହତ ଚିକିତ୍ସାଧୀନ ଅଛନ୍ତି। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ସ୍ବାସ୍ଥ୍ୟାବସ୍ଥା!-->…
Read More...
Read More...
ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ ସଂଗଠନ, କାର୍ଯ୍ୟକାରୀ କମିଟି ଓ ସବ-କମିଟିର!-->…
Read More...
Read More...
ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି ଓଡିଶା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ରାଜ୍ୟରେ ନିବେଶକଙ୍କ ମହାମିଳନ। ପ୍ରମୁଖ ନିବେଶକମାନେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଯୋଗ ଦେଇ ଓଡିଶା ବିକାଶ ପାଇଁ ସହଯୋଗର ହାତ ବଢେଇଛନ୍ତି। ଯାହାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି।!-->…
Read More...
Read More...