Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Browsing Category
TOP STORIES
ସୁଭଦ୍ରା ଯୋଜନାରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ସାଙ୍ଘାତିକ ତଥ୍ୟ। ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା!-->…
Read More...
Read More...
ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ!-->…
Read More...
Read More...
ସଞ୍ଜୟ ରାୟକୁ ମୃତ୍ୟୁଦଣ୍ଡ ଲାଗି କଲିକତା ହାଇକୋର୍ଟରେ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନ
ପଶ୍ଚିମବଙ୍ଗ: ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ସଞ୍ଜୟ ରାୟକୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ସିଆଲଦା କୋର୍ଟ ଦ୍ୱାରା ଆଜୀବନ କାରାଦଣ୍ଡର ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ପଶ୍ଚିମବଙ୍ଗ ସରକାର। ସଞ୍ଜୟକୁ ମୃତ୍ୟୁ ଦଣ୍ଡାଦେଶ ଲାଗି କୋଲକାତା ହାଇକୋର୍ଟରେ ଆବେଦନ କରିଛନ୍ତି!-->…
Read More...
Read More...
ଟ୍ରେନ୍ ଉପରେ ଚଢି ବୃଦ୍ଧ ଜୀବନ୍ତ ଦଗ୍ଧ
ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଏକ ଅଘଟଣ। ରାୟଗଡ଼ା ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା!-->…
Read More...
Read More...
ଜୟରାମ ସମେତ ୧୪ ନକ୍ସଲ ମୃତ
ଛତିଶଗଡ: ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ ସଫଳତା। ମିଳିତ ବାହିନୀର ନକ୍ସଲ ବିରୋଧୀ ଅପରେସନରେ ସଫା ହୋଇଛନ୍ତି ୧୪ ମାଓବାଦୀ। ମାଓ ଅପରେସନରେ ଏଯାଏଁ ମୋଟ ୧୪ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ତେବେ ସବୁଠୁ ବଡ଼ ସଫଳତା ହେଉଛି, ଏନ୍କାଉଣ୍ଟରରେ ନିପାତ!-->…
Read More...
Read More...
ଦୟାନଦୀ ପାଣି ବ୍ୟବହାର ପାଇଁ ମନାକଲେ ମନ୍ତ୍ରୀ
ଭୁବନେଶ୍ଵର: କଣାସରେ ଝାଡ଼ାବାନ୍ତି ! ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଗୁରୁତର ଅସୁସ୍ଥ । ୧୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦୟା ନଦୀ ଜଳ ବ୍ୟବହାର ଦ୍ବାରା ଏଭଳି ଝାଡ଼ାବାନ୍ତି ବ୍ୟାପୁଥିବା କୁହାଯାଉଛି । ଗାଁରେ ସ୍ବାସ୍ଥ୍ୟ ବିଭାଗ ଟିମ୍ ପହଞ୍ଚି ଲୋକଙ୍କୁ!-->…
Read More...
Read More...
ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ!-->…
Read More...
Read More...
ଆସନ୍ତାକାଲି ଠାରୁ କମିବ ଶୀତ, ବଢିବ ତାପମାତ୍ରା
ଭୁବନେଶ୍ଵର: କିଛି ଦିନ ଧରି ରାତି ତାପମାତ୍ରା ହ୍ରାସ ପାଇବା ହେତୁ ଶୀତ ର ପ୍ରକୋପ ଅଧିକ ରହୁଛି। ତେବେ ଆସନ୍ତା କାଲି ଠାରୁ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ତେଣୁ ଶୀତ ର ପ୍ରକୋପ ହ୍ରାସ ପାଇବ। ସେହିପରି ଏହି ସମୟ ରେ ଦିନ ତାପମାତ୍ରା ୧-୨°C ଯାଏଁ ବୃଦ୍ଧି!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ
ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ ପକ୍ଷରୁ ଦିଆଗଲା ସମ୍ମାନ
ଭୁବନେଶ୍ୱର: ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍ସର୍ଗୀକୃତ ଓ ନିରବଚ୍ଛିନ୍ନ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଇଣ୍ଡିଆନ୍ ବିଲ୍ଡିଂ କଂଗ୍ରେସ!-->!-->!-->…
Read More...
Read More...
ସଞ୍ଜୟକୁ ଆଜୀବନ କାରାଦଣ୍ଡ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ରାଜଧାନୀ କଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୋମବାର ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। କୋର୍ଟ ତାଙ୍କ ରାୟ ଶୁଣାଇ ଦୋଷୀ ସଞ୍ଜୟ ରାୟଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଏବଂ ଅନ୍ୟମାନଙ୍କ ଚୂଡ଼ାନ୍ତ!-->…
Read More...
Read More...