Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
TOP STORIES
ସୋନିଆଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତ ୩୧ ତାରିଖରେ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ଅଭିଭାଷଣ ରଖିବା ପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ତାଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ମୁଣ୍ଡ ଟେକିଛି। ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ଅପମାନଜନକ ମନ୍ତବ୍ୟକୁ ବିରୋଧ!-->…
Read More...
Read More...
ହେଲଥ୍ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ
ଭୁବନେଶ୍ବର: ମଲ୍ଟି ପର୍ପସ ହେଲଥ ୱାର୍କର ନିଯୁକ୍ତି ଉପରେ ରୋକ ଲଗାଇଲେ ହାଇକୋର୍ଟ। ଆସନ୍ତା ଶୁଣାଣି ଯାଏଁ ନିଯୁକ୍ତି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ। ପ୍ରକ୍ରିୟା ଜାରି ରହିଲେ ବି ପରବର୍ତ୍ତୀ ଆଦେଶ ଯାଏଁ ନିଯୁକ୍ତି ବନ୍ଦ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୨୭୫୩ଟି ପଦବୀ ପାଇଁ!-->…
Read More...
Read More...
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ
ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ!-->!-->!-->…
Read More...
Read More...
ଖୁବଶୀଘ୍ର ପରବର୍ତ୍ତନ ହେବ ରାଜସ୍ୱ ନିୟମ : ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ବର: ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ୱ ନିୟମ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍ ଲ୍ୟାଣ୍ଡ୍!-->…
Read More...
Read More...
ଧରା ପଡିଲେ ଡ଼କାୟତ ଗ୍ୟାଙ୍ଗ, ୪୩୧ ଗ୍ରାମ ଗହଣା ଜବତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଧୀନସ୍ଥ ଅମ୍ଳଭଟ୍ଟା ଗ୍ରାମର ଏକ ସୁନା ଦୋକନରୁ ବଡ଼ ଧରଣର ଡ଼କାୟତି। ଉକ୍ତ ଚୋରି ଘଟଣାରେ ପୋଲିସ ଜଣେ ନାବାଳକ କୋର୍ଟରେ ହାଜର କରି ପରବର୍ତ୍ତୀ ସମୟରେ ବାଳ ସୁଧାର ଗୃହକୁ ପଠାଇଛି। ଏହି ଘଟଣାରେ ପୋଲିସ ୪୩୧ଗ୍ରାମ ସୁନା ଓ ଗୋଟିଏ ମୋଟରସାଇକେଲ!-->…
Read More...
Read More...
ଏଥର ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି
ଭୁବନେଶ୍ବର: ରେଳ ବଜେଟ ୨୦୨୫-୨୬ରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ। ରେଳବାଇ କ୍ଷେତ୍ରରେ ଚଳିତ ବଜେଟରେ ଓଡ଼ିଶାକୁ ମିଳିଛି ୧୦ ହଜାର ୫୯୯ କୋଟି ଟଙ୍କା। ପୂର୍ବ ବଜେଟ ଅପେକ୍ଷା ରହିଛି ସର୍ବାଧିକ ବଜେଟ। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ସୂଚନା ଦେଇଛନ୍ତି।ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ!-->…
Read More...
Read More...
ଆଜି ସରୁଛି ଦିଲ୍ଲୀ ନିର୍ବାଚନର ପ୍ରଚାର
ଆସନ୍ତା ୫ରେ ଭୋଟ, ୮ରେ ଗଣତି
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର। ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ। ଆସନ୍ତା ୫ ତାରିଖରେ!-->!-->!-->…
Read More...
Read More...
କୋମ୍ବିଂ ଅପରେସନ ବେଳେ ୨୫ କିଲୋ ଓଜନର ଆଇଇଡି ଠାବ
ଛତିଶଗଡ: ନକ୍ସଲଙ୍କ ଯୋଜନା ପୁଣି ଥରେ ପଣ୍ଡ କଲେ ଯବାନ। ଓଡିଶା ସୀମାନ୍ତ ଛତିଶଗଡ ବିଜାପୁରରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ରାସ୍ତାରେ ଲ୍ୟାଣ୍ଡମାଇନ ବିଛାଇଥିଲା ମାଓବାଦୀ ସଂଗଠନ। ଯାହାକୁ କାବୁ କରିବାରେ ସଫଳ ହୋଇଥିଲେ ଯବାନ।ଯବାନମାନେ ଏହି!-->…
Read More...
Read More...
କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର
ଜଳେଶ୍ୱର: କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର ଚାପି ହୋଇଗଲେ ଡ୍ରାଇଭର। ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଗଲେ ଡ୍ରାଇଭର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି।
ସୂଚନା ମୁତାବକ ଗତ!-->!-->!-->…
Read More...
Read More...
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ
ପୁରୀ: ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା!-->…
Read More...
Read More...