Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
TOP STORIES
ସ୍କୁଲରୁ ଫେରୁଥିବା ବେଳେ ଟ୍ରକ ଧକ୍କା; ବାପା-ଝିଅ ମୃତ
ପାରାଦୀପ: ଜଗତସିଂହପୁର ଜିଲ୍ଲାର କଟକ-ପାରାଦୀପ ରାଜପଥ ସ୍ଥିତ କୋଠିଆସାହି ଛକରେ ଗୁରୁବାର ଦିନ ଏକ ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ସହ ତାଙ୍କ ନଅ ବର୍ଷର ଝିଅର ମୃତ୍ୟୁ ହୋଇଛି।ଉଭୟ ଅପରାହ୍ନରେ ପାରାଦୀପର ଏକ ଘରୋଇ ସ୍କୁଲରୁ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା!-->…
Read More...
Read More...
ପରଲୋକରେ ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ
ନୟାଗଡ଼: ଓଡ଼ିଶାର ବରିଷ୍ଠ ରାଜନେତା , ବିଧାନସଭାର ପୂର୍ବତନ ଉପବାଚ଼ସ୍ପତି ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ!-->…
Read More...
Read More...
ଜନତା ମୈଦାନରେ ‘ଏକ୍ତା’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ
ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ହସ୍ତତନ୍ତ ଦିବସରେ ଓଡ଼ିଶାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଗୁରୁବାର ଭୁବନେଶ୍ୱରସ୍ଥିତ ଜନତା ମୈଦାନରେ ଏକ୍ତା’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ।!-->…
Read More...
Read More...
ଖାଇକୁ ଓଲଟିଲା ସିଆରପିଏଫ୍ ଗାଡି, ୩ଯବାନ ସହିଦ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି। ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୬ ଜଣ ଯବାନ ଗୁରୁତର ଆହତହୋଇଛନ୍ତି। ଉଧମପୁରର ଅତିରିକ୍ତ ଏସପି ସନ୍ଦୀପ ଭଟଙ୍କ!-->…
Read More...
Read More...
ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ବାଂଲାଦେଶ ଆଖପାଖ ବାୟୁମଣ୍ଡଳ ଉପରିଭାଗରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହି କ୍ଷେତ୍ର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।!-->!-->!-->…
Read More...
Read More...
ଶିକ୍ଷା ଓ ଦକ୍ଷତା ବିକାଶ ଦ୍ୱାରା ମହିଳା ସଶକ୍ତିକରଣ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ‘ୟଶସ୍ୱୀ’ କାର୍ଯ୍ୟକ୍ରମର…
ଭୁବନେଶ୍ୱର: ସାମାଜିକ-ଅର୍ଥନୈତିକ ଦୁର୍ବଳ ବର୍ଗର ବାଳିକା ଓ ମହିଳାଙ୍କ ସଶକ୍ତୀକରଣ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ‘ୟଶସ୍ୱୀ’ କାର୍ଯ୍ୟକ୍ରମର ଚତୁର୍ଥ ସଂସ୍କରଣ ଆରମ୍ଭ ହୋଇଛି। ଏହି ସଂସ୍କରଣରେ ଓଡ଼ିଶା, ଝାଡ଼ଖଣ୍ଡ ଓ ଛତିଶଗଡ଼ର ୫୦୦୦ ମହିଳା ଓ!-->…
Read More...
Read More...
ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି
ଝାଡ଼ଖଣ୍ଡ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ମିଳିଛି ଜାମିନ। ଝାଡ଼ଖଣ୍ଡର ଚାଇବାସା ଏମ୍ପି-ଏମ୍ଏଲଏ କୋର୍ଟ ତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ରାହୁଲ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହା ପରେ ଭାଜପା!-->…
Read More...
Read More...
ଇଡିରେ ହାଜର ହେଲେ ଅନିଲ ଅମ୍ବାନୀ
ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେଲେ ରିଲାଏନ୍ସ ଗ୍ରୁପ ଅଧ୍ୟକ୍ଷ ଅନିଲ ଅମ୍ବାନୀ । ପ୍ରାୟ ୯ ଘଣ୍ଟା ଧରି ପଚରାଉଚରା ପରେ ତାଙ୍କର ବୟାନ ରେକର୍ଡ ହୋଇଛି । ଯେଉଁଥିରେ ସେ କୌଣସି ଭୁଲ କାର୍ଯ୍ୟରେ ସମ୍ପୃକ୍ତିକୁ ସ୍ପଷ୍ଟ ଭାବରେ ଅସ୍ୱୀକାର କରିଥିଲେ । ଇଡି ସୂଚିତ କରିଛି!-->…
Read More...
Read More...
ଜୀଅନ୍ତା ଜଳିଗଲେ ଯୁବତୀ
ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ।
ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ପ୍ରିନ୍ସିପାଲ୍ ସାଇଣ୍ଟିଫିକ୍ ଅଫିସର
ସମ୍ବଲପୁର: ଭିଜିଲାନ୍ସ ଜାଲରେ ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବ୍ରୋଟୋରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲରଙ୍କ କାର୍ଯ୍ୟାଳୟର ପ୍ରିନ୍ସିପାଲ ସାଇଣ୍ଟଫିକ୍ ଅଫିସର ଦେବାଶିଷ ପଣ୍ଡା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି।!-->…
Read More...
Read More...