Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍ ପଛରେ ପିଟିହେଲା କାର୍, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ
Browsing Category
TOP STORIES
ବଜେଟ୍ ୨୦୨୫-୨୬; କ’ଣ ଶସ୍ତା, ମହଙ୍ଗା
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରୁଛନ୍ତି। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ୮ମ ବଜେଟ। ଏଥିରେ ସେ ଅନେକ ବଡ଼ ଘୋଷଣା କରିଛନ୍ତି, କିନ୍ତୁ ସାଧାରଣ ଲୋକଙ୍କ ପକେଟ ଉପରେ କ’ଣ ବୋଝ ବୃଦ୍ଧି କରିଛି!-->…
Read More...
Read More...
ଯୁକ୍ତ ତିନି ପ୍ରଶ୍ନପତ୍ର ଲିକ୍ ମାମଲାରେ ଛାତ୍ରଙ୍କ ସମେତ ୧୨ ଗିରଫ
ସମ୍ବଲପୁର: ବରପାଲି ମହାବିଦ୍ୟାଳୟରେ ଯୁକ୍ତ ତିନି ଥାର୍ଡ ସେମିଷ୍ଟାର ପରୀକ୍ଷାର ପଲିଟିକାଲ ସାଇନ୍ସ ବିଷୟର ପ୍ରଶ୍ନପତ୍ର ଲିକ ମାମଲା ଏବେ ଚାଞ୍ଚଲ୍ୟ ଖେଳାଇଛି। ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୦ ଜଣ କଲେଜ ଛାତ୍ର ରହିଥିବା ସୂଚନା ମିଳିଛି।ଏହି!-->…
Read More...
Read More...
ନିର୍ବାଚନ ପୂର୍ବରୁ ଆପକୁ ବଡ଼ ଝଟକା, ଇସ୍ତଫା ଦେଲେ ୭ ବିଧାୟକ
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିକୁ ବଡ଼ ଝଟକା ଲାଗିଛି। ଶୁକ୍ରବାର ଦଳର ୭ ବିଧାୟକ ଏକକାଳୀନ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେମାନେ ଇସ୍ତଫା ଦେବା ସହିତ ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।
!-->!-->…
Read More...
Read More...
ଉପ-ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଜରିମାନା
କଟକ: ନିର୍ବାଚନୀ ମାମଲାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଜବାବ ଦାଖଲ କରି ନଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ୨ ହଜାର ଟଙ୍କା ତଣ୍ଡ ଗଣିବାକୁ ହାଇକୋର୍ଟ ନିର୍ଦ୍ଦେଶ। ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ!-->…
Read More...
Read More...
ରାଷ୍ଟ୍ରପତିଙ୍କୁ ‘ପୁଅର୍ ଲେଡି’ କହି ବିବାଦରେ ସୋନିଆ
ନୂଆଦିଲ୍ଲୀ: ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‘ପୁଅର୍ ଲେଡି’ କହିବା ପରେ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ!-->…
Read More...
Read More...
ଗିରଫ ହେଲେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ
ବଣେଇ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ।। ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ।
ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ!-->!-->!-->…
Read More...
Read More...
ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଣାଇ: ବଣାଇ ଆଇଟିଡିଏର ପ୍ରକଳ୍ପ ଅଧିକାରୀଙ୍କ ଅମାପ ସମ୍ପତ୍ତି ଠାବ କଲା ଭିଜିଲାନ୍ସ। ସକାଳୁ ସକାଳୁ ବଣାଇ ପିଏ ବିଶ୍ୱଦର୍ଶୀ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ବେଳେ ଚଢାଉ ବେଳେ ପୁଳାପୁଳା ପ୍ଲଟ୍, ଫ୍ଲାଟ୍ ଓ ସୁନା ଜବତ କରିଛି ଭିଜିଲାନ୍ସ। ଏବେବି ଚଢାଉ ଜାରି ରହିଥିବା ବେଳେ!-->…
Read More...
Read More...
ଭଗବନ୍ତ ମାନଙ୍କ ଦିଲ୍ଲୀ ବାସଭବନରେ ନିର୍ବାଚନ କମିଶନ ଚଢାଉ
ନୂଆଦିଲ୍ଲୀ: ଫେବୃଆରୀ ୫ ତାରିଖରେ ଦିଲ୍ଲୀ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶି ଦାବି କରିଛନ୍ତି ଯେ ନିର୍ବାଚନ କମିଶନଙ୍କ ଟିମ୍ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ସରକାରୀ ବାସଭବନରେ ଚଢାଉ କରିଛି।
ସୂଚନା ଅନୁଯାୟୀ, ଆପ ପଞ୍ଜାବ ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ଓଡ଼ିଶାର ପ୍ରତି ଜିଲ୍ଲାରେ ହେବ ସମ୍ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ
ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମ୍ ହେଲ୍ଥ କେୟାର ସର୍ଭିସେସ୍ ପକ୍ଷରୁ ଏକ ବିସ୍ତୃତ ଯୋଜନା ହାତକୁ ନିଆଯାଇଛି। ତୃଣମୂଳ ସ୍ତରର ଲୋକଙ୍କୁ ସୁଲଭ ତଥା ଗୁଣବତା ବିଶିଷ୍ଟ ସ୍ୱାସ୍ଥ୍ୟ ସେବା ଦେବାକୁ ପ୍ରତି ଜିଲ୍ଲାରେ ଏହି ସଂସ୍ଥା ପକ୍ଷରୁ ୫୦ ଶଯ୍ୟା!-->…
Read More...
Read More...
ଫେବୃଆରୀ ୧୫ ତାରିଖ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ ଅବଧି
ଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କେଓ୍ବାଇସିକୁ ନେଇ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ରାସନ କାର୍ଡ ପାଇଁ ଇ-କେଓ୍ବାଇସିକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଇ-କେଓ୍ବାଇସି ଅପଡେଟ୍ ଅବଧି ଥିବା ବେଳେ ଏହାକୁ ବଢ଼ାଇଛନ୍ତି ରାଜ୍ୟ!-->…
Read More...
Read More...