Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
TOP STORIES
୩୮ତମ ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା
ସ୍ବର୍ଣ୍ଣ ପଦକ ପାଇଁ ୬ ଲକ୍ଷ, ରୌପ୍ୟ ପାଇଁ ୪ ଲକ୍ଷ ଏବଂ କାଂସ୍ୟ ପଦକ ପାଇଁ ୩ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ
ନ୍ୟାସନାଲ ଗେମ୍ସରେ ଓଡ଼ିଶାର ବିଜୟ ଯୁବକ୍ରୀଡ଼ାବିତଙ୍କ ପାଇଁ ପ୍ରେରଣାଦାୟୀ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର, (୨୨/୨): ୩୮ତମ ନ୍ୟାସନାଲ!-->!-->!-->!-->!-->…
Read More...
Read More...
ଏମ୍ସ ଭୁବନେଶ୍ୱର ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦଘାଟିତ
ପ୍ରତି ମଙ୍ଗଳବାର ଦିନ ୨:୩୦ ରୁ ୪:୩୦ ପର୍ଯ୍ୟନ୍ତ ଗ୍ୟାଷ୍ଟ୍ରୋ ଓପିଡିରେ କାର୍ଯ୍ୟ କରିବ
ଏହି କ୍ଲିନିକ୍ ଯକୃତ ପ୍ରତିରୋପଣ ଆବଶ୍ୟକ କରୁଥିବା ରୋଗୀଙ୍କ ମୂଲ୍ୟାଙ୍କନ, ତାଲିକାଭୁକ୍ତକରଣ ଏବଂ ଅସ୍ତ୍ରୋପଚାର ପୂର୍ବର ବିଭିନ୍ନ ଆବଶ୍ୟକତା ପୂରଣ ଦିଗରେ ବିଶେଷ ସହାୟକ ହେବ
ଭୁବନେଶ୍ୱର:!-->!-->!-->!-->!-->…
Read More...
Read More...
ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ!-->…
Read More...
Read More...
ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଗତକାଲି ଗାଙ୍ଗେୟ ପଶ୍ଚିମବଙ୍ଗ ରୁ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଥିବା ଟ୍ରଫ୍ ରେଖା ଆଜି ଉତ୍ତର ବାଂଲାଦେଶ ରୁ ଗାଙ୍ଗେୟ ପଶ୍ଚିମବଙ୍ଗ, ଆଭ୍ୟନ୍ତର ଓଡ଼ିଶା, ଦକ୍ଷିଣ ଛତିଶଗଡ ଦେଇ ତେଲେଙ୍ଗାନା ଯାଏଁ ବିସ୍ତାରିତ ହୋଇଛି।
ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର!-->!-->!-->…
Read More...
Read More...
ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ
ରେମୁଣା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ ପକ୍ଷରୁ ଗତ!-->…
Read More...
Read More...
ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ!-->…
Read More...
Read More...
ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ।!-->…
Read More...
Read More...
ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।
ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ!-->!-->!-->…
Read More...
Read More...
ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର
ସମ୍ବଲପୁର: ସମ୍ବଲପୁର ବୁର୍ଲାର ଅଞ୍ଚଳରୁ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ। ତାଙ୍କୁ ବୁର୍ଲା ହସ୍ପିଟାଲ କାଜୁଆଲଟିରେ!-->…
Read More...
Read More...
ଟିଏଚ୍ଇ ୱାର୍ଲ୍ଡ ରିପୁଟେସନ୍ ର୍ୟାଙ୍କିଙ୍ଗସ : ଦେଶର ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ
ଭୁବନେଶ୍ୱର: ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ ଗବେଷଣା କ୍ଷେତ୍ରରେ ଏକ ଭିନ୍ନତା ସୃଷ୍ଟି କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ମଙ୍ଗଳବାର ପ୍ରକାଶିତ ଟାଇମ୍ସ ହାୟାର ଏଜୁକେସନ୍ (ଟିଏଚ୍ଇ) ୱାର୍ଲ୍ଡ ରିପୁଟେସନ୍!-->…
Read More...
Read More...