Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
Browsing Category
TOP STORIES
ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।!-->…
Read More...
Read More...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍
ମହାରାଷ୍ଟ୍ର: ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। ବିଜେପି କୋର୍ କମିଟି ବୈଠକରେ!-->…
Read More...
Read More...
ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି
ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍ ସଂଶୋଧନ ବିଲ୍ ପାରିତ ହୋଇଛି। ଏହି ବିଲ୍ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ!-->…
Read More...
Read More...
ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଦାବି
ଭୁବନେଶ୍ବର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂପେନସନ ବୃଦ୍ଧି କରିବାକୁ ଦାବି କରାଯାଇଛି।!-->…
Read More...
Read More...
ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି
ପୁରୀ: ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ!-->…
Read More...
Read More...
ପ୍ୟାକେଜ୍ ପାଣିକୁ ବିପଦପୂର୍ଣ୍ଣ ଖାଦ୍ୟ ଶ୍ରେଣୀରେ ତାଲିକାଭୁକ୍ତ କଲା ଏଫ୍ଏସ୍ଏସ୍ଏଆଇ
ନୂଆଦିଲ୍ଲୀ; ସ୍ଵାସ୍ଥ୍ୟ ପାଇଁ କ୍ଷତିକାରକ ବଜାରରେ ମିଳୁଥିବା ମିନେରାଲ ୱାଟର ଏବଂ ପ୍ୟାକେଜଡ୍ ୱାଟର। ଏପରି ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରଧିକରଣ (FSSAI)। ଏଫ୍ଏସ୍ଏସ୍ଏଆଇ ପ୍ୟାକେଜ୍ ପାଣି ଏବଂ ମିନେରାଲ ପାଣିକୁ ବିପଦପୂର୍ଣ୍ଣ!-->…
Read More...
Read More...
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ!-->…
Read More...
Read More...
ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍ ଖେଳାଳି ପିଭି ସିନ୍ଧୁ
ହାଇଦ୍ରାବାଦ: ଭାରତର ଲୋକପ୍ରିୟ ବ୍ୟାଡମିଣ୍ଟନ ଖେଳାଳି ତଥା ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ପଡ଼ିବ ହାତ ଗଣ୍ଠି। ବଧୂ ସାଜିବେ ଭାରତର ଷ୍ଟାର ବ୍ୟାଡମିଣ୍ଟନ୍ ଖେଳାଳି ପିଭି ସିନ୍ଧୁ। ଆସନ୍ତା ଡିସେମ୍ବର ୨୨ ତାରିଖରେ ହେବ ବିବାହ ଉତ୍ସବ। ରାଜସ୍ଥାନର!-->…
Read More...
Read More...
ହସ୍ପିଟାଲ ପରେ ଏବେ ବାଂଲାଦେଶୀଙ୍କୁ ହୋଟେଲ୍ ମନା
ତ୍ରିପୁରା: ବାଂଲାଦେଶୀଙ୍କୁ ନେଇ ତ୍ରିପୁରା ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ରେ ବାଂଲାଦେଶୀ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ବାଂଲାଦେଶରେ ଭାରତୀୟ ପତାକାକୁ ଅପମାନ ଘଟଣାରେ ଅଲ ତ୍ରିପୁରା ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକ ସଂଘ ପକ୍ଷରୁ ବାଂଲାଦେଶୀ ପର୍ଯ୍ୟଟକଙ୍କୁ କୌଣସି!-->…
Read More...
Read More...
‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା
ଭୁବନେଶ୍ବର: ହିନ୍ଦୀ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର ଲୋକପ୍ରିୟ ପ୍ରଯୋଜିକା ତଥା ନିର୍ଦେଶିକା ଏକତା କପୁର ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଏକତା ଓଡ଼ିଶା ଆସି ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ସାବରମତି ରିପୋର୍ଟ!-->…
Read More...
Read More...