Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
TOP STORIES
ବଦଳିବ ‘ମୋ ବସ’ ହେବ ‘ଆମ ବସ’
ଭୁବନେଶ୍ବର: ବଦଳିବ ‘ମୋ ବସ୍’ର ନାଁ। ‘ମୋ ବସ୍’ ନାଁ ପରିବର୍ତ୍ତନ ହୋଇ ହେବ ‘ଆମ ବସ୍’। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ‘ମୋ ବସ୍’ ଏକ ଅହଂକାର ଶବ୍ଦ। ମୋହନ ସରକାର ଲୋକଙ୍କ ସରକାର। ତେଣୁ ମୋ ବଦଳରେ ଆମର କହିବା ଠିକ୍ ହେବ ବୋଲି!-->…
Read More...
Read More...
ହାରିଲେ କେଜ୍ରିୱାଲ
ନୂଆଦିଲ୍ଲୀ: ଦିଲ୍ଲୀ ନିର୍ବାଚନରେ ଆମ ଆଦମୀ ପାର୍ଟି(ଆପ୍)କୁ ଶକ୍ତ ଝଟକା ଲାଗିଛି। ଗୋଟିଏ ପଟେ ବିଜେପି ବିପୁଳ ବିଜୟ ହାସଲ କରିବା ଏକପ୍ରକାର ସ୍ପଷ୍ଟ ହୋଇଥିବାବେଳେ ଅନ୍ୟପଟେ ଆପ୍ର ଟାଣୁଆ ନେତାମାନଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ଖୋଦ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ!-->…
Read More...
Read More...
ଦିଲ୍ଲୀରେ କାଲକାଜୀ ଆସନରୁ ଜିତିଲେ ଆତିଶୀ
ନୂଆଦିଲ୍ଲୀ: ଆପ ପାଇଁ ଖୁସି ଖବର। ବଡ଼ ବିଜୟ ହାସଲ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା। କାଲକାଜୀ ଆସନରୁ ଜିତିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଭାଜପାର ରମେଶ ବିଧୁରୀଙ୍କୁ ୩୫୦୦ ଭୋଟରେ ପରାସ୍ତ କଲେ ଆତିଶୀ। ଆପ୍ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ!-->…
Read More...
Read More...
ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ
ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଶୁକ୍ରବାର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର କ୍ରମାଗତ ସବୁ କ୍ଷେତ୍ରରେ ଉନ୍ନତି କରୁଥିବାବେଳେ ମୃତ୍ୟୁପରେ ମଣିଷର ସମ୍ମାନ ଓ ତାଙ୍କ ପରିବାରର ସୁବିଧା!-->…
Read More...
Read More...
ସୋନୁ ସୁଦ୍ଙ୍କ ନାଁରେ ଗିରଫ ପରଓ୍ବାନା ଜାରି
ଲୁଧିଆନା: ବଲିଉଡ଼ ଅଭିନେତା ସୋନୁ ସୁଦ୍ଙ୍କ ନାଁରେ ଜାରି ହୋଇଛି ଗିରଫ ପରଓ୍ବାନା। ଏକ ଠକେଇ ମାମଲାରେ ସାକ୍ଷ୍ୟ ଦେବାକୁ ହାଜର ନ ହେବାରୁ ଅଦାଲତ ଗୁରୁବାର ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି।
ସୂଚନା ଅନୁସାରେ, ଲୁଧିଆନାର ଓକିଲ ରାଜେଶ ଖାନ୍ନାଙ୍କ ପକ୍ଷରୁ ଏହି ମାମଲା ଦାୟର!-->!-->!-->…
Read More...
Read More...
୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ
ନୂଆଦିଲ୍ଲୀ: ୫ ବର୍ଷ ପରେ ରେପୋ ରେଟ୍ ହ୍ରାସ କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ। ମୁଦ୍ରାନୀତିକୁ ନେଇ ସୂଚନା ଦେଇଛନ୍ତି ଗଭର୍ଣ୍ଣର ସଞ୍ଜୟ ମଲହୋତ୍ରା। ରେପୋ ରେଟ୍ ୬.୫%ରୁ ୬.୨୫%କୁ ଖସିଥିବା ନେଇ ସୂଚନା ମିଳିଛି। ଏହା ଫଳରେ ଗୃହ ନିର୍ମାଣ ଉପରେ ଇଏମଆଇ ଖସିବାର ସମ୍ଭାବନା ରହିଛି।
!-->!-->!-->…
Read More...
Read More...
ଆୟୁଷ୍ମାନ ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ
ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ।!-->…
Read More...
Read More...
ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ
ମାଲକାନଗିରି: ମାଲକାନଗିରି ଜିଲା ଜଳ ବିଭାଜିକା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଶୁକ୍ରବାର ଶାନ୍ତନୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୁତ!-->…
Read More...
Read More...
ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚ: ଟିକେଟ୍ କଳାବଜାରୀରେ ୭ ଗିରଫ
କଟକ: ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ଏହି ଦିନିକିଆ ମ୍ୟାଚର ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଛି । କିନ୍ତୁ ଟିକେଟ ନେବା ପରେ ସେହି ଟିକେଟ ଏବେ ବଜାରରେ କଳାବଜାରୀ କରାଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ୭!-->…
Read More...
Read More...
ପୁଣି ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ
ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ!-->…
Read More...
Read More...