ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

TOP STORIES

ଆଇପିଏଲ୍ ଫାଇନାଲ୍ ପୂର୍ବରୁ ବେଙ୍ଗାଲୁରୁ ପୋଲିସର କଡ଼ା ନିର୍ଦ୍ଦେଶ

ବେଙ୍ଗାଲୁରୁ: ବେଙ୍ଗାଲୁରୁ ସିଟି ପୋଲିସ ଆସନ୍ତା ମେ ୩୧ରେ ଆୟୋଜିତ ହେବାକୁ ଥିବା ଆଇପିଏଲ୍ ୨୦୨୬ ଫାଇନାଲ୍ ପୂର୍ବରୁ ସହରବାସୀ ଓ କ୍ରିକେଟ୍ ପ୍ରେମୀଙ୍କ ପାଇଁ ସତର୍କତାମୂଳକ ପରାମର୍ଶ ଜାରି କରିଛି। ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲକୁ ପହଞ୍ଚିଥିବାରୁ ସହରରେ ଆଇନଶୃଙ୍ଖଳା ରକ୍ଷା
Read More...

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହୋଇ ୧୦ ତାରିଖରେ ଶେଷ ହେବ। ଏନେଇ ବୋର୍ଡ ପକ୍ଷରୁ ବୁଧବାର ପରୀକ୍ଷା ସୂଚୀ ପ୍ରକାଶ କରାଯାଇଛି। ପ୍ରକାଶିତ ସୂଚୀ ଅନୁଯାୟୀ, ଜୁଲାଇ ୨ରେ ପ୍ରଥମ ଭାଷା ଓଡ଼ିଆ, ୪ରେ
Read More...

‘ଅପରେସନ ସିନ୍ଦୂର’ ଉପରେ ସ୍ମାରକ ପୁସ୍ତକ ଉନ୍ମୋଚନ କଲେ ରାଜନାଥ ସିଂହ

ନୂଆଦିଲ୍ଲୀ; ରାଜନାଥ ସିଂହ ଶୁକ୍ରବାର ‘ଅପରେସନ ସିନ୍ଦୂର’ ଉପରେ ଏକ ସ୍ମାରକ ପୁସ୍ତକ ଉନ୍ମୋଚନ କରିଛନ୍ତି। ପହେଲଗାମ ଆତଙ୍କବାଦୀ ଆକ୍ରମଣ ପରେ ୨୦୨୫ ମେ ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏହି ତିନି ଦିନିଆ ସାମରିକ ଅଭିଯାନରେ ପାକିସ୍ତାନ ଭିତରେ ଥିବା ଅନେକ ଆତଙ୍କୀ ଘାଟିକୁ ଧ୍ୱଂସ
Read More...

ସୁରଜିତ ନାଥ ମିତ୍ର ପଶ୍ଚିମବଙ୍ଗର ନୂଆ ଆଡଭୋକେଟ୍ ଜେନେରାଲ୍

ପଶ୍ଚିମବଙ୍ଗ: ସୁରଜିତ ନାଥ ମିତ୍ରଙ୍କୁ ପଶ୍ଚିମବଙ୍ଗର ନୂତନ ଆଡଭୋକେଟ୍ ଜେନେରାଲ୍ ଭାବେ ନିଯୁକ୍ତ କରାଯାଇଛି। ସେ କିଶୋର ଦତ୍ତଙ୍କ ସ୍ଥାନ ଗ୍ରହଣ କରିଛନ୍ତି। କିଶୋର ଦତ୍ତ ଗତ ମେ ୫ ତାରିଖରେ ପଦରୁ ଇସ୍ତଫା ଦେଇଥିଲେ। ୧୯୮୩ ମସିହାରୁ ଆଇନ ପେଶାରେ କାର୍ଯ୍ୟରତ ସୁରଜିତ ନାଥ ମିତ୍ରଙ୍କର ସିଭିଲ୍
Read More...

ଆସନ୍ତା ୩ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା, ପବନ ସମ୍ଭାବନା

ଭୁବନେଶ୍ବର: ଉତ୍ତର ଝାଡ଼ଖଣ୍ଡର ବାୟୁମଣ୍ଡଳର ଉପରିଭାଗରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଏବେ ଆଭ୍ୟନ୍ତର ଓଡ଼ିଶାର ୦.୯ କିମି ଉପରେ ରହିଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ରେ ପବନର ବେଗ ଘଣ୍ଟା ପ୍ରତି ପ୍ରାୟ
Read More...

ଓଡ଼ିଶା ହେବ ‘ଇସ୍ପାତ ରାଜଧାନୀ’

ପାରାଦ୍ୱୀପରେ ଜେଏସଡବ୍ଲ୍ୟୁର ମେଗା ଷ୍ଟିଲ୍ ପ୍ଲାଣ୍ଟ ପାରାଦ୍ବୀପ: ପାରାଦ୍ୱୀପର ଏରସମା ଅଞ୍ଚଳରେ ଜେଏସଡବ୍ଲ୍ୟୁ ଷ୍ଟିଲର ବୃହତ୍ ‘ମେଗା ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ବୁଧବାର ଢିଙ୍କିଆରେ ଆୟୋଜିତ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ
Read More...

ଭାରତୀୟ ରେଳରେ ହାଇଡ୍ରୋଜେନ୍ ଟ୍ରେନ୍‌

ନୂଆଦିଲ୍ଲୀ: ସ୍ୱଚ୍ଛ ଓ ସ୍ଥାୟୀ ପରିବହନ ବ୍ୟବସ୍ଥା ଦିଗରେ ଭାରତୀୟ ରେଳ ବିଭାଗ ଏକ ଐତିହାସିକ ପଦକ୍ଷେପ ନେଇଛି। ରେଳ ମନ୍ତ୍ରଣାଳୟ ୧୦ ଡବା ବିଶିଷ୍ଟ ହାଇଡ୍ରୋଜେନ୍ ଇନ୍ଧନ ସେଲ୍‌ ଚାଳିତ ଟ୍ରେନ୍‌ ଚଳାଚଳକୁ ଅନୁମୋଦନ କରିଛି। ଏହି ଟ୍ରେନ୍‌ ଖୁବଶୀଘ୍ର ଉତ୍ତର ରେଲୱେର ହରିୟାଣାସ୍ଥିତ
Read More...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

କର୍ଣ୍ଣାଟକ: କର୍ଣ୍ଣାଟକ ରାଜନୀତିରେ ବଡ଼ ପରିବର୍ତ୍ତନ ଆସିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବେଙ୍ଗାଲୁରୁ ରାଜଭବନକୁ ଯାଇ ଇସ୍ତଫାପତ୍ର ଦାଖଲ କରିଥିବା ସୂଚନା ଏକ ପ୍ରେସ୍‌ମିଟ୍‌ରେ ଦେଇଛନ୍ତି। ସିଦ୍ଦାରାମାୟା କହିଛନ୍ତି ଯେ, ରାଜ୍ୟପାଳଙ୍କ
Read More...

ଭଦ୍ରକରେ ମେ’ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡି କେନ୍ଦ୍ର

ଭଦ୍ରକ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲା ପ୍ରଶାସନ ସମସ୍ତ ଅଙ୍ଗନବାଡି କେନ୍ଦ୍ରକୁ ମେ’ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ପ୍ରଚଣ୍ଡ ଗରମ ମଧ୍ୟରେ ପ୍ରାକ୍-ସ୍କୁଲ ପିଲାଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।
Read More...

ସୋଆରେ ପୁରାତନ ଲେଖା ସମ୍ପାଦନା ସମ୍ପର୍କିତ ସପ୍ତାହ ବ୍ୟାପୀ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ମେ ୧୬ : ପୁରାତନ ପୋଥିର ଗନ୍ତାଘର ଭାରତରେ ଏହି ଅମୂଲ୍ୟ ସମ୍ପତି ଉପରେ ବିଶେଷ ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ବିଶିଷ୍ଟ ଶିଳାଲେଖ ବିଶାରଦ ଓ ପ୍ରାଚୀନ ଲିପି ଗବେଷକ ଡକ୍ଟର ସୁବ୍ରତ କୁମାର ଆଚାର୍ଯ୍ୟ କହିଛନ୍ତି । ଶିକ୍ଷା ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ
Read More...