Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
TOP STORIES
ଗାଡ଼ିର ଇନ୍ସୁରାନ୍ସ ନଥିଲେ ଅଟୋମେଟିକ୍ କଟିଯିବ ଚାଲାଣ
ଭୁବନେଶ୍ବର: ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ଲାଗୁ ହେବ ମୋଟର ଯାନ ଆଇନ। ଏଣିକି ଗାଡି ଚାଳକ ସାବଧାନ। ଗାଡି ବୀମା ବା ଇନସୁରାନ୍ସ ନଥିଲେ କଟିବ ଚାଲାଣ। ରାଜପଥରେ ଲାଗିଥିବା କ୍ୟାମେରା ଜରିଆରେ ସ୍ବୟଂଚାଳିତ ଭାବେ ବା ଅଟୋମେଟିକ୍ ଚାଲାଣ କଟିଯିବ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରି ହେବ!-->…
Read More...
Read More...
ଇମ୍ରାନ ଖାନଙ୍କୁ ୧୪ ବର୍ଷ ଓ ପତ୍ନୀ ବୁଶରାଙ୍କୁ ୭ ବର୍ଷ ଜେଲଦଣ୍ଡ
ପାକିସ୍ତାନ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଲାଗିଛି ଏକ ବଡ଼ ଝଟକା। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୪ ବର୍ଷ ଜେଲଦଣ୍ଡ ଶୁଣାଣି ହୋଇଛି। ଅଲକାଦିର ଟ୍ରଷ୍ଟ ମାମଲାରେ ପାକିସ୍ତାନର ଏକ ଅଦାଲତ ଏହି ଶୁଣାଣି କରିଛନ୍ତି। ଏହି ମାମଲାରେ ଇମ୍ରାନଙ୍କ ପତ୍ନୀ!-->…
Read More...
Read More...
ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ
କଟକ:ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ସମ୍ପାଦନ କରିବେ। ଏ ସଂକ୍ରାନ୍ତରେ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି। ଚଳିତ ମାସ ୧୯ରେ!-->…
Read More...
Read More...
ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପେଶାଲ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍ର!-->…
Read More...
Read More...
ସଂପତ୍ତି ତାଲିକା ଦାଖଲ କରିବେ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀ
ପୁରୀ: ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ କଡ଼ା ଗାଇଡଲାଇନ୍ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଜାନୁଆରୀ ଶେଷ ସୁଦ୍ଧା ନିଜର ସଂପତ୍ତି ତାଲିକା ଦାଖଲ କରିବାକୁ ସମସ୍ତ ଶ୍ରୀମନ୍ଦିର ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।ଏହା!-->…
Read More...
Read More...
ମାଟିରେ ମିଶିଲା ବିବାଦୀୟ ବୈକୁଣ୍ଠ ଆଶ୍ରମ
ଭୁବନେଶ୍ବର: ମାଟିରେ ମିଶିଲା ଖଣ୍ଡଗିରିସ୍ଥିତ ବୈକୁଣ୍ଠ ଆଶ୍ରମ। ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ!-->…
Read More...
Read More...
ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ ମୃତ ଏକାଧିକ ଆହତ
ଆନ୍ଧ୍ରପ୍ରଦେଶ: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟିପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪ ଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି।। ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲ୍ଲାର ଗଙ୍ଗାସାଗରାମ ନିକଟରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ!-->…
Read More...
Read More...
ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍ ଖେଳରତ୍ନରେ ସମ୍ମାନିତ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍ ଅଲିମ୍ପିକ୍ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍ ଚମ୍ପିଆନ୍!-->…
Read More...
Read More...
ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍ ପ୍ୟାଡ୍
ନୂଆଦିଲ୍ଲୀ: ଭାରତୀୟ ସ୍ପେଶ୍ ସେକ୍ଟରକୁ ବୃଦ୍ଧି କରିବା ଲାଗି ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର କ୍ୟାବିନେଟ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍ପ୍ୟାଡ୍ (ଟିଏଲ୍ପି) ନିର୍ମାଣ ହେବାକୁ!-->…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ବର: ଓଡିଶାରେ ପହଁଚିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ସନ୍ମୁଗରତ୍ନମ। ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଓଡ଼ିଶା ସରକାରଙ୍କ!-->…
Read More...
Read More...