ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
Browsing Category

TOP STORIES

ଏଥର ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ମଡେଲକୁ ଖାରଜ କଲା କେନ୍ଦ୍ରନୂଆଦିଲ୍ଲୀ: ଚଳିତ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ, ଭାରତ ସରକାର ଚଳିତ ବର୍ଷ ଗଣତନ୍ତ୍ର ଦିବସ
Read More...

ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାରାବରଣ କରିଥିବା ସ୍ୱାଧୀନତା
Read More...

୪ ଜଣଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ
Read More...

ଭୁବନେଶ୍ୱରରୁ ନକଲି ସିମେଣ୍ଟ ଠାବ

ଭୁବନେଶ୍ୱର: ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍‌ ସିମେଣ୍ଟ। ଭୁବନେଶ୍ୱରରୁ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। ନାମୀଦାମୀ କମ୍ପାନୀର ପ୍ୟାକେଟକୁ ବ୍ୟବହାର କରି ଏହି କାରବାର ଚାଲିଛି। ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ଏହା ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇବା ପରେ ନକଲି
Read More...

ଓଡ଼ିଶାରେ ନୂଆ ରାଜ୍ୟପାଳ

ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍‌ ଅନରଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ
Read More...

ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌ ଅଧିକାରୀ

ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି
Read More...

ଶିମିଳିପାଳ ଫେରିଲା ‘ଜିନ୍ନତ’

ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି
Read More...

ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ
Read More...

ଦେଶବାସୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନୂଆ ବର୍ଷ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ‘ଏକ୍ସ’ରେ ତାଙ୍କ ବାର୍ତ୍ତା ପୋଷ୍ଟରେ କହିଛନ୍ତି ଯେ, ନୂତନ ବର୍ଷର ଶୁଭ ଅବସରରେ ମୁଁ ଭାରତ ତଥା ବିଦେଶରେ ରହୁଥିବା ସମସ୍ତ ନାଗରିକଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଏବଂ
Read More...

ମଣିପୁର ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ୩ ମେ ୨୦୨୩ ରୁ ଘଟିଥିବା ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଛନ୍ତି। ଦୀର୍ଘ ଦେଢ଼ ବର୍ଷରୁ ଅଧିକ ଦିନ ହେଲା ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷକୁ ନେଇ ମଣିପୁର ସ୍ଥିତି ଅତ୍ୟନ୍ତ ଖରାପ ରହିଛି। ଭବିଷ୍ୟତରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ
Read More...