Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ
ନୂଆଦିଲ୍ଲୀ: ଆସିଲା ରାଜ୍ୟସଭା ନିର୍ବାଚନ ତାରିଖ। ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଓଡ଼ିଶା ସମେତ ୪ଟି ରାଜ୍ୟର ମୋଟ୍ ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ।
ବିଜ୍ଞପ୍ତି!-->!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ
ମହାରାଷ୍ଟ୍ର: ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳ ସିପି!-->…
Read More...
Read More...
ଦିଲ୍ଲୀରେ ୨୫୦୦ ଟଙ୍କା ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା
ନୂଆଦିଲ୍ଲୀ: ଦିଲ୍ଲୀର ବୃଦ୍ଧାବୃଦ୍ଧମାନଙ୍କ ପାଇଁ ଏକ ଖୁସି ଖବର। ରାଜଧାନୀ ନୂଆ ଦିଲ୍ଲୀର ବୃଦ୍ଧାବୃଦ୍ଧମାନଙ୍କ ପାଇଁ ୨୫୦୦ ଟଙ୍କାର ଭତ୍ତା ଘୋଷଣା କରିଛନ୍ତି ସରକାର।ଦିଲ୍ଲୀ ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି!-->…
Read More...
Read More...
ସରିଲା ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଆଜି ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ!-->…
Read More...
Read More...
ମା’ ବିରଜା ମନ୍ଦିର ଉନ୍ନତିକରଣ କାମ ଠିକ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଠିକ୍ ସମୟରେ ବିରଜା ମନ୍ଦିର ଉନ୍ନତିକରଣ,ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ୱିକ କାମ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ!-->…
Read More...
Read More...
୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ସେ କହିଛନ୍ତି, ୨୯ ତାରିଖରେ ମୋଦୀ!-->!-->!-->…
Read More...
Read More...
ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି!-->!-->!-->…
Read More...
Read More...
ଡ଼ିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମୁତୟନ ହେବେ ୮୦ ପ୍ଲାଟୁନ ପୋଲିସପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ!-->…
Read More...
Read More...
ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।
!-->!-->!-->…
Read More...
Read More...
ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ!-->…
Read More...
Read More...