Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
TOP STORIES
ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍!-->…
Read More...
Read More...
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ!-->…
Read More...
Read More...
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ, ସେମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା ହେବ ବୋଲି!-->…
Read More...
Read More...
ତିରୁପତି ମନ୍ଦିରରେ ଦଳାଚକଟା, ୬ ଶ୍ରଦ୍ଧାଳୁ ମୃତ
ଆନ୍ଧ୍ରପ୍ରଦେଶ: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି। ଖବର ଅନୁସାରେ ସକାଳ ସମୟରେ ହଜାର ହଜାର ଭକ୍ତ ତିରୁପତିଙ୍କ ବିଭିନ୍ନ ଟିକେଟ୍ କେନ୍ଦ୍ରରେ ଧାଡ଼ିରେ ଠିଆ ହୋଇଥିଲେ।!-->…
Read More...
Read More...
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ
ଭୁବନେଶ୍ବର: କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ। ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା!-->…
Read More...
Read More...
ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ
ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।!-->…
Read More...
Read More...
ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ୍ ଏଏସଆଇ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରର ଆରପିଏଫର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର!-->…
Read More...
Read More...
ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ବର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ!-->…
Read More...
Read More...
ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ବର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ। ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ।!-->…
Read More...
Read More...
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍
ଭୁବନେଶ୍ବର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍। ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍ କରୁଛି ଇଡି। ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି।!-->…
Read More...
Read More...